ରୁଷିଆ-ୟୁକ୍ରେନ ଯୁଦ୍ଧରେ ଫସିଗଲେ ପୁଟିନ୍‌ଙ୍କ ପ୍ରେମିକା

ମସ୍କୋ,୨୧ା୩: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ଥମିବାର ନାଁ ନେଉନି। ଦୁଇ ଦେଶ ମଧ୍ୟରେ ଆରମ୍ଭ ହୋଇଥିବା ଯୁଦ୍ଧ ତୃତୀୟ ବିଶ୍ୱଯୁଦ୍ଧ ଆଡ଼କୁ ମୁହାଁଉଛି। ରୁଷିଆ ସେନା କ୍ରମାଗତ ଭାବରେ ୟୁକ୍ରେନ ଉପରେ ଆକ୍ରମଣ କରୁଥିବାବେଳେ ୟୁକ୍ରେନ ମଧ୍ୟ ଦୃଢ଼ ପ୍ରତିରୋଧ କରୁଛି। ୟୁକ୍ରେନର ରାଷ୍ଟ୍ରପତି ଜେଲେନସ୍କି ମୁଣ୍ଡ ନୁଆଁଇବା ପାଇଁ ପ୍ରସ୍ତୁତ ନୁହଁ।

ୟୁକ୍ରେନ ଉପରେ ରୁଷିଆର ଆକ୍ରମଣ ସୋମବାର ୨୬ ଦିନରେ ପହଞ୍ଚିଛି ବୋଲି ଜେଲେନସ୍କି କହିଛନ୍ତି। ୮ ବର୍ଷର ଆକ୍ରୋଶ ପରେ ୟୁକ୍ରେନୀୟମାନେ ପ୍ରମାଣ କରିଛନ୍ତି ଯେ, ଦଶନ୍ଧି ଧରି ସଂଗ୍ରାମ କରୁଥିବା ସୈନ୍ୟ ଅପେକ୍ଷା ବିଭିନ୍ନ କ୍ଷେତ୍ରରେ ଏବଂ ବିଭିନ୍ନ ଅବସ୍ଥାରେ କିପରି ଅଧିକ ଯୁଦ୍ଧ କରିବେ।

ୟୁକ୍ରେନ-ରୁଷିଆ ମଧ୍ୟରେ ଯୁଦ୍ଧ ବିଷୟରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ସବୁଠୁ ଅଧିକ ଚର୍ଚ୍ଚାରେ। ରାଷ୍ଟ୍ରପତିଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଅନେକ ଚର୍ଚ୍ଚା ହେଉଛି। ଆଉ ଏକ ଖବର ମଧ୍ୟ ସାମ୍ନାକୁ ଆସିଛି ଯେ, କୁହାଯାଉଛି ଏହି ଦୁଇ ଦେଶ ମଧ୍ୟରେ ଚାଲିଥିବା ଯୁଦ୍ଧରେ ପୁଟିନଙ୍କ ପ୍ରେମିକା ଫସି ଯାଇଛନ୍ତି।

ପୁଟିନ୍‌ଙ୍କ ପ୍ରେମିକା ଆଲିନା ସୁଇଜରଲ୍ୟାଣ୍ଡରେ ଲୁଚି ରହିଛନ୍ତି। ଗଣମାଧ୍ୟମରେ ପ୍ରକାଶିତ ଖବର ଅନୁଯାୟୀ, ପୁଟିନଙ୍କ ଗର୍ଲଫ୍ରେଣ୍ଡ ଆଲିନା ସୁଇଜରଲ୍ୟାଣ୍ଡରେ ଏକ ସୁରକ୍ଷିତ ସ୍ଥାନରେ ରହୁଛନ୍ତି। ଏହି ଖବର ସାମ୍ନାକୁ ଆସିବା ପରେ ଏବେ ଲୋକମାନେ ଆଲିନାଙ୍କୁ ସୁଇଜରଲ୍ୟାଣ୍ଡରୁ ବାହାର କରିବାକୁ ଦାବି କରିଛନ୍ତି। ସୁଇଜରଲ୍ୟାଣ୍ଡରେ କିଛି ଲୋକ ଆଲିନାଙ୍କୁ ଦେଶରୁ ବହିଷ୍କାର କରିବାକୁ ଦାବି କରି କୋର୍ଟରେ ଆବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ଏନଏସି ହେବ ମ୍ୟୁନିସିପାଲଟି, ଜିଲା  ସଦର ମହକୁମାକୁ ନୂଆବର୍ଷର ଭେଟି 

ଛତ୍ରପୁର,୨୮।୧୨: ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଭଞ୍ଜନଗର, ପୋଲସରା ଓ କବିସୂର୍ଯ୍ୟନଗର ଏନ୍‌ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାହାକି ଗଞ୍ଜାମ...

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri