ରୁଷିଆ-ୟୁକ୍ରେନ ଯୁଦ୍ଧରେ ଫସିଗଲେ ପୁଟିନ୍‌ଙ୍କ ପ୍ରେମିକା

ମସ୍କୋ,୨୧ା୩: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ଥମିବାର ନାଁ ନେଉନି। ଦୁଇ ଦେଶ ମଧ୍ୟରେ ଆରମ୍ଭ ହୋଇଥିବା ଯୁଦ୍ଧ ତୃତୀୟ ବିଶ୍ୱଯୁଦ୍ଧ ଆଡ଼କୁ ମୁହାଁଉଛି। ରୁଷିଆ ସେନା କ୍ରମାଗତ ଭାବରେ ୟୁକ୍ରେନ ଉପରେ ଆକ୍ରମଣ କରୁଥିବାବେଳେ ୟୁକ୍ରେନ ମଧ୍ୟ ଦୃଢ଼ ପ୍ରତିରୋଧ କରୁଛି। ୟୁକ୍ରେନର ରାଷ୍ଟ୍ରପତି ଜେଲେନସ୍କି ମୁଣ୍ଡ ନୁଆଁଇବା ପାଇଁ ପ୍ରସ୍ତୁତ ନୁହଁ।

ୟୁକ୍ରେନ ଉପରେ ରୁଷିଆର ଆକ୍ରମଣ ସୋମବାର ୨୬ ଦିନରେ ପହଞ୍ଚିଛି ବୋଲି ଜେଲେନସ୍କି କହିଛନ୍ତି। ୮ ବର୍ଷର ଆକ୍ରୋଶ ପରେ ୟୁକ୍ରେନୀୟମାନେ ପ୍ରମାଣ କରିଛନ୍ତି ଯେ, ଦଶନ୍ଧି ଧରି ସଂଗ୍ରାମ କରୁଥିବା ସୈନ୍ୟ ଅପେକ୍ଷା ବିଭିନ୍ନ କ୍ଷେତ୍ରରେ ଏବଂ ବିଭିନ୍ନ ଅବସ୍ଥାରେ କିପରି ଅଧିକ ଯୁଦ୍ଧ କରିବେ।

ୟୁକ୍ରେନ-ରୁଷିଆ ମଧ୍ୟରେ ଯୁଦ୍ଧ ବିଷୟରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ସବୁଠୁ ଅଧିକ ଚର୍ଚ୍ଚାରେ। ରାଷ୍ଟ୍ରପତିଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଅନେକ ଚର୍ଚ୍ଚା ହେଉଛି। ଆଉ ଏକ ଖବର ମଧ୍ୟ ସାମ୍ନାକୁ ଆସିଛି ଯେ, କୁହାଯାଉଛି ଏହି ଦୁଇ ଦେଶ ମଧ୍ୟରେ ଚାଲିଥିବା ଯୁଦ୍ଧରେ ପୁଟିନଙ୍କ ପ୍ରେମିକା ଫସି ଯାଇଛନ୍ତି।

ପୁଟିନ୍‌ଙ୍କ ପ୍ରେମିକା ଆଲିନା ସୁଇଜରଲ୍ୟାଣ୍ଡରେ ଲୁଚି ରହିଛନ୍ତି। ଗଣମାଧ୍ୟମରେ ପ୍ରକାଶିତ ଖବର ଅନୁଯାୟୀ, ପୁଟିନଙ୍କ ଗର୍ଲଫ୍ରେଣ୍ଡ ଆଲିନା ସୁଇଜରଲ୍ୟାଣ୍ଡରେ ଏକ ସୁରକ୍ଷିତ ସ୍ଥାନରେ ରହୁଛନ୍ତି। ଏହି ଖବର ସାମ୍ନାକୁ ଆସିବା ପରେ ଏବେ ଲୋକମାନେ ଆଲିନାଙ୍କୁ ସୁଇଜରଲ୍ୟାଣ୍ଡରୁ ବାହାର କରିବାକୁ ଦାବି କରିଛନ୍ତି। ସୁଇଜରଲ୍ୟାଣ୍ଡରେ କିଛି ଲୋକ ଆଲିନାଙ୍କୁ ଦେଶରୁ ବହିଷ୍କାର କରିବାକୁ ଦାବି କରି କୋର୍ଟରେ ଆବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?

ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

ଅସରପା ବି ଅଟନ୍ତି ବିୟରପ୍ରେମୀ, କାରଣ ଜାଣିଲେ ତାଜୁବ ହେବେ…

ଆଜିକାଲି ଇଣ୍ଟରନେଟ ଏବଂ ସୋସିଆଲ ମିଡିଆ ଦୁନିଆରେ କକ୍ରୋଚ (ଅସରପା) ନାମଟି ବେଶ୍‌ ଭାଇରାଲ ହେବାରେ ଲାଗିଛି। ସାଧାରଣତଃ ଏହି ଜୀବର ନାମ ଶୁଣିବା ମାତ୍ରେ ଲୋକଙ୍କ…

ଏମ୍‌କେସିଜି ଚିକିତ୍ସକଙ୍କୁ ସମ୍ବର୍ଦ୍ଧନା

ଦିଗପହଣ୍ଡି,୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ କଲେଜର ସ୍ନାୟୁ ଶଲ୍ୟ ବିଭାଗ ମୁଖ୍ୟ ଚିକିତ୍ସକଙ୍କ ସମେତ ଅନ୍ୟସମସ୍ତ ଚିକିତ୍ସକଙ୍କୁ ଖେମୁଣ୍ଡି ଓକିଲ ସଂଘ…

କାଳବୈଶାଖୀ ତାଣ୍ଡବ: ଅନ୍ଧାରରେ ୪ଗାଁ

ଗଞ୍ଜାମ,୯।୬(ବିଦ୍ୟାଧର ସାହୁ): କାଳବୈଶାଖୀ ପ୍ରଭାବରେ ଝଡତୋଫାନ ଘଟି ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର ବିଭିନ୍ନ ଗ୍ରାମରେ କ୍ଷୟକ୍ଷତି ହୋଇଥିବା ଅଭିଯୋଗ ହୋଇଛି। ଝଡ଼ତୋଫାନ ବର୍ଷା ଯୋଗୁ ଅଞ୍ଚଳର…

ଜାପାନ ପରେ ଏବେ ନେପାଳ ବ୍ୟାନ କଲା ଭାରତୀୟ ଆମ୍ୱ; ଆଣିଲା ସାଂଘାତିକ ଅଭିଯୋଗ

ନୂଆଦିଲ୍ଲୀ,୯।୬:ଭାରତରେ ଖାଦ୍ୟ, ଫଳ ଓ ପନିପରିବା ଆଦି ଉପରେ ଅତ୍ୟଧିକ ପରିମାଣରେ କେମିକଲ୍ସ ସ୍ପ୍ରେ ଓ ମିଶ୍ରଣ ଯୋଗୁ ଏସବୁ ନେଇ ଲୋକଙ୍କ ଭରସା ଏକପ୍ରକାର ଉଠିଗଲାଣି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri