Advertisement

ଭାରତକୁ ପୁଟିନ୍‌ଙ୍କ ନୂଆବର୍ଷ ଶୁଭେଚ୍ଛା

ମସ୍କୋ, ୩୧ା୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ କ୍ରେମ୍‌ଲିନର ବନ୍ଧୁ ରାଷ୍ଟ୍ର ଭାରତ ସମେତ ତୁର୍କୀ, ସିରିଆ, ଭେନେଜୁଏଲା ଏବଂ ଚାଇନାକୁ ନୂଆବର୍ଷ ଶୁଭେଚ୍ଛା ଜଣାଇଛନ୍ତି। କିନ୍ତୁ ପୁଟିନ୍‌ ଆମେରିକା, ଫ୍ରାନ୍ସ ଏବଂ ଜର୍ମାନ୍‌କୁ ନ୍ୟୁ ଇୟର୍‌ ଶୁଭେଚ୍ଛା ଜଣାଇ ନ ଥିବା ଶୁକ୍ରବାର କ୍ରେମଲିନ୍‌ ପକ୍ଷରୁ କୁହାଯାଇଛି। ୟୁକ୍ରେନ୍‌ ଉପରେ ରୁଷିଆର ଆକ୍ରମଣ କାରଣରୁ ଏହି ରାଷ୍ଟ୍ର ପୁଟିନ୍‌ଙ୍କୁ ନିନ୍ଦା କରିବା ସହ ରୁଷିଆ ଉପରେ କଟକଣା ଲାଗୁ କରିଛନ୍ତି। ଯୁଦ୍ଧପରଠାରୁ ଏହି ଦେଶ ସହ ରୁଷିଆ ନିଜ ସମ୍ପର୍କ ଚ୍ଛିନ୍ନ କରିଥିବା କ୍ରେମଲିନ ମୁଖପାତ୍ର ଡିମିଟ୍ରି ପେସ୍‌କୋଭ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୫ ଲକ୍ଷରୁ ଅଧିକ ଆଫଗାନୀଙ୍କ ଗୁପ୍ତ ତଥ୍ୟ ଲିକ୍‌…

ନୂଆଦିଲ୍ଲୀ,୨୯।୮: ଲକ୍ଷ ଲକ୍ଷ ଆଫଗାନିସ୍ତାନ ନାଗରିକଙ୍କ ଗୁପ୍ତ ତଥ୍ୟ ଲିକ ହୋଇଛି। ଆମେରିକା ଏସବୁ ତଥ୍ୟକୁ ଗତ ୨୦ ବର୍ଷ ମଧ୍ୟରେ ଏକତ୍ରିତ କରିଥିଲା। ଏବେ...

ଭେନଜୁଏଲା ରାଷ୍ଟ୍ରପତି ନିକୋଲସଙ୍କୁ ମାନ୍ୟତା ଦେବାକୁ ମନାକଲା ଆମେରିକା…

ଓ୍ବାଶିଂଟନ,୪।୧ : ଭେନଜୁଏଲାର ମଧ୍ୟବର୍ତ୍ତୀକାଳୀନ ରାଷ୍ଟ୍ରପତି ନିକୋଲାସ ମାଦୁରୋଙ୍କୁ ଆଇନଗତ ମାନ୍ୟତା ଦେବାକୁ ଆମେରିକା ମନା କରିଦେଇଛି। ହ୍ବାଇଟ ହାଉସ ଏକ ବିବୃତ୍ତି ଜାରି କରି...

ତାଲିବାନକୁ ସିଧାସଳଖ ଟକ୍କର ଦେଉଛନ୍ତି ଆଫଗାନି ମହିଳା

କାବୁଲ,୧୦ ।୯: ଆଫଗାନିସ୍ତାନରେ ତାଲିବାନ ଶାସନ ଆରମ୍ଭ ହୋଇଯାଇଛି । ବହୁ ରକ୍ତପାତ ପରେ ଶେଷରେ ତାଲିବାନ ସରକାର ଗଠନ କରି ଶାସନ କ୍ଷମତାକୁ ନିଜ...

ହଠାତ୍‌ ୟୁକ୍ରେନରେ ପହଞ୍ଚିଲେ ଆମେରିକାର ଫାଷ୍ଟ ଲେଡି

କ୍ୱିଭ୍‌,୮।୫: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ସ୍ତ୍ରୀ ତଥା ଫାଷ୍ଟ ଲେଡି ଜିଲ ବାଇଡେନ ରବିବାର ହଠାତ୍‌ ପଶ୍ଚିମ ୟୁକ୍ରେନରେ ପହଞ୍ଚତ୍ଛନ୍ତି। ଏଠାରେ ସେ ୟୁକ୍ରେନ...

୧୦ ବର୍ଷ ପର୍ଯ୍ୟନ୍ତ ରହିବ କରୋନା ଭୂତାଣୁ: ଫାଇଜର-ବାୟୋଏନ୍‌ଟେକ୍‌ ମୁଖ୍ୟ କାର୍ଯ୍ୟନିର୍ବାହୀ

ଓ୍ବାଶିଂଟନ,୨୪।୧୨: କରୋନା ମହାମାରୀ ସଂକ୍ରମଣ ଥମିବାର ନା ଧରୁ ନ ଥିବାବେଳେ ଏବେ ଏନେଇ ପ୍ରତିଷେଧକ ଟିକା ପ୍ରସ୍ତୁତ କରିଥିବା କମ୍ପାନୀ ପକ୍ଷରୁ ଦିଆଯାଇଥିବା ମନ୍ତବ୍ୟ...

ଲାହୋର କୋର୍ଟରେ ହାଜର ହେଲେ ଶରିଫ

ଲାହୋର,୧୧।୧୦: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫଙ୍କୁ ଶୁକ୍ରବାର ନ୍ୟାଶନାଲ ଆକାଉଣ୍ଟାବିଲିଟି ବ୍ୟୁରୋ(ଏନ୍‌ଏବି) ଚୌଧୁରୀ ସୁଗାର ମିଲ୍‌ ମାମଲାରେ ଗିରଫ କରିଥିବା ଜଣାପଡିଛି। ଏହାପରେ ତାଙ୍କୁ...

ଯୁଦ୍ଧ ଶେଷ, ଆହ୍ବାନ ଆରମ୍ଭ

କାବୁଲ/ଓ୍ବାଶିଂଟନ,୧।୯: ଆଧୁନିକ ବିଶ୍ୱର ଅନ୍ୟତମ ଲମ୍ବା ଯୁଦ୍ଧରେ ପୂର୍ଣ୍ଣଚ୍ଛେଦ। ଜୀବନର ୨ ଦଶନ୍ଧି ବିତାଇବା ପରେ ସ୍ବଦେଶକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି ଆମେରିକୀୟ ସୈନ୍ୟ। ଆଫଗାନିସ୍ତାନ ମାଟିରେ...

ହେଲିକପ୍ଟର ବ୍ୟବହାର କରି ମହିଳାଙ୍କ ଅଶ୍ଳୀଳ ଭିଡିଓ କରୁଥିଲେ କନଷ୍ଟେବଳ, ଆଉ ତା ପରେ

ଲଣ୍ଡନର ୟର୍କସାୟାରରେ ପୂର୍ବତନ ଗ୍ଲାମର ମଡେଲ ଟ୍ରେସି (୫୪)ଡିକ୍ସନ ପୋଲିସ ବିରୋଧରେ ଏକ ମାମଲା ଜିତିଛନ୍ତି। ଟ୍ରେସି ଅଭିଯୋଗ କରିଥିଲେ ଯେ, ସେ ବଗିଚାରେ ଉଲଗ୍ନ...

Advertisement
Archives

Model This Week