ବିଗୁଡୁଛି ପୁଟିନ୍‌ଙ୍କ ସ୍ବାସ୍ଥ୍ୟ

ମସ୍କୋ,୩।୫: ୟୁକ୍ରେନ୍‌ ଉପରେ ରୁଷିଆର ଆକ୍ରମଣ ଜାରି ଥିବାବେଳେ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ କ୍ୟାନ୍‌ସର ଚିକିତ୍ସା ପାଇଁ କିଛିଦିନ କ୍ଷମତାରୁ ଦୂରେଇ ରହିବା ନେଇ କ୍ରେମଲିନ୍‌ର ଭିତିରି ସୂତ୍ରରୁ ଜଣାପଡ଼ିଛି। ପୁଟିନ୍‌ଙ୍କ ଅସ୍ତ୍ରୋପଚାର ହେବାକୁ ଥିବାବେଳେ ସେ ପୂର୍ବତନ ସ୍ପାଏ ମୁଖ୍ୟ ତଥା ସିକ୍ୟୁରିଟି କାଉନ୍‌ସିଲ ମୁଖ୍ୟ ନିକୋଲାଇ ପେତ୍ରୁଶେଭ୍‌ଙ୍କୁ ୟୁକ୍ରେନ୍‌ ଆକ୍ରମଣ ଦାୟିତ୍ୱ ଦେବେ ବୋଲି ବ୍ରିଟିଶ ମିଡିଆରେ ପ୍ରକାଶିତ ରିପୋର୍ଟରେ ଦାବି କରାଯାଇଛି। ୭୦ ବର୍ଷୀୟ ପେତ୍ରୁଶେଭ୍‌ ପୁଟିନ୍‌ଙ୍କ ବେଶ୍‌ ନିକଟତମ ସହଯୋଗୀ। ପେତ୍ରୁଶେଭ୍‌ଙ୍କୁ ୟୁକ୍ରେନ୍‌ ଯୁଦ୍ଧର ରଣନୀତି ପ୍ରସ୍ତୁତକାରୀଙ୍କ ମଧ୍ୟରେ ଅନ୍ୟତମ ପ୍ରମୁଖ ବ୍ୟକ୍ତି। ୟୁକ୍ରେନ୍‌ରେ ନାଜିବାଦୀ ବିସ୍ତାର କରିଥିବା ନେଇ ସେ ହିଁ ପୁଟିନ୍‌ଙ୍କୁ ପ୍ରବର୍ତ୍ତାଇ ଥିଲେ। ପୁଟିନ୍‌ ପେଟ କ୍ୟାନ୍‌ସର ଏବଂ ପାର୍କିନସନ୍‌ ରୋଗରେ ପୀଡ଼ିତ ଥିବା ଅନ୍ତର୍ଜାତୀୟ ଗଣମାଧ୍ୟମଗୁଡ଼ିକରେ ରିପୋର୍ଟ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉମରକୋଟରେ ଛାତ୍ର ସଂସଦ ନିର୍ବାଚନୀ ହିଂସା: ଅଣଛାତ୍ର ଗୋଷ୍ଠୀ ମୁହାଁମୁହିଁ

ନବରଙ୍ଗପୁର/ଉମରକୋଟ,୧୧ା୧୦(ସଦାଶିବ ପ୍ରହରାଜ/ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ପେଣ୍ଡ୍ରାଣୀ କଲେଜ ନିର୍ୱାଚନକୁ କେନ୍ଦ୍ର କରି ଶନିବାର ୨ ଅଣଛାତ୍ର ଗୋଷ୍ଠୀ ମୁହଁାମୁହିଁ ହୋଇଛନ୍ତି। ଗୋଟିଏ ଗୋଷ୍ଠୀର ଛୁରାମାଡ଼ରେ…

‘ଘିବଲି’ ଦୁନିଆ: ଅପରାଧ ଓ ଆଇନ

ମସାମୟିକ ଧାରାରେ ନିଜକୁ ଅଂଶୀଦାର କରିବାର ମାନସିକତା ବିଶ୍ୱ, ପରିବେଶ ସର୍ବୋପରି ମାନବ ସଭ୍ୟତାକୁ ତା’ର ଅଜ୍ଞାତସାରରେ ବିଲୟର କେଉଁ ଦିଗକୁ ଟାଣିନେଇ ଚାଲିଛି ତାହା ବୋଧହୁଏ…

ନାଗରିକ ସ୍ବାଧୀନତା କ୍ଷୁଣ୍ଣ

୨୦୨୧ ମସିହା ୫ ମାର୍ଚ୍ଚରେ ଭାରତ ସରକାରଙ୍କ ପ୍ରେସ୍‌ ଇନ୍‌ଫର୍ମେଶନ ବ୍ୟୁରୋ (ପିଆଇବି) ପକ୍ଷରୁ ଏକ ବିବୃତି ଜାରି କରାଯାଇଥିଲା, ଯାହାର ଶୀର୍ଷକ ଥିଲା ”ଏକ ସ୍ବାଧୀନ…

୩ ରାଶିଙ୍କ ଉପରେ ପଡିଲା ଶନିଙ୍କ ଶୁଭଦୃଷ୍ଟି: ୨୦୨୭ ମଝି ଯାଏ ଗୋଲ୍‌ଡେନ୍‌ ଟାଇମ୍‌, ମାଲାମାଲ ସହ ଚାକିରିରେ ବଡ଼ ପଦୋନ୍ନତି!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶନିଙ୍କ ନକ୍ଷତ୍ର ପରିବର୍ତ୍ତନକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଏହାର ପ୍ରଭାବ ୨୦୨୭ ପର୍ଯ୍ୟନ୍ତ ଦେଖିବାକୁ ମିଳିପାରେ ବୋଲି ଜ୍ୟୋତିଷୀଙ୍କ…

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?