ନୂଆ ପିଢ଼ିଙ୍କୁ ପୁଟିନ୍‌ଙ୍କ ପାଠପଢ଼ା, ‘ୟୁକ୍ରେନ୍‌ ମୁକ୍ତି ମିଶନ’ ଉପରେ କାମ କରୁଛି ରୁଷିଆ…

ମସ୍କୋ, ୬।୩ : ୟୁକ୍ରେନ ବିରୋଧରେ ଯୁଦ୍ଧ କରିବା ପରେ ରୁଷିଆ ରାଷ୍ଟ୍ରପତି ବ୍ଲାଡିମୀର ପୁଟିନ ନିଜ ଦେଶରେ ମଧ୍ୟ କଡ଼ା ବିରୋଧର ସମ୍ମୁଖୀନ ହୋଇଛନ୍ତି। ଏପରିକି ଅନେକ ଛୋଟ ପିଲା ପୁଟିନଙ୍କ ବିରୋଧରେ ପ୍ରଦର୍ଶନ କରୁଛନ୍ତି। ଏପରିସ୍ଥଳେ, ନୂଆ ପିଢ଼ିଙ୍କୁ ବୁଝାଇବା ପୁଟିନ୍‌ କୌଶଳ ଅବଲମ୍ବନ କରିଛନ୍ତି। ଏହି ଯୁଦ୍ଧକୁ ଯଥାର୍ଥ ପ୍ରମାଣ କରିବା ପାଇଁ ପୁଟିନ ଦେଶବ୍ୟାପୀ ବିଭିନ୍ନ ବିଦ୍ୟାଳୟରେ ଏକ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି।

ଆମେରିକାର ଗଣମାଧ୍ୟମ ଜଣେ ପୂର୍ବତନ ଗୁପ୍ତଚର ଏଜେନ୍ସିର ଅଧିକାରୀ ରେବିକା କଫଲରଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ତଥ୍ୟ ଅନୁସାରେ କହିଛି ଯେ ରୁଷିଆର ବିଦ୍ୟାଳୟରେ ୟୁକ୍ରେନ ବିରୋଧରେ ଜାରି ରହିଥିବା ଲଢ଼େଇକୁ ଏକ ମୁକ୍ତି ଅଭିଯାନ ବୋଲି ବର୍ଣ୍ଣନା କରାଯାଉଛି। ଏଠାରେ ପିଲାମାନଙ୍କୁ ବୁଝାଯାଉଛି ଯେ ରୁଷିଆର ୟୁକ୍ରେନ ଉପରେ ଆକ୍ରମଣ ହେଉଛି ଡୋନାବାସର ଲୋକଙ୍କୁ ନରସଂହାରରୁ ରକ୍ଷା କରିବା ଲାଗି ଏକ ସ୍ବାଧୀନତା ଅଭିଯାନ।

ୟୁକ୍ରେନ ଉପରେ ରୁଷିଆର ଆକ୍ରମଣ ସମ୍ପର୍କରେ ଶିକ୍ଷା ମନ୍ତ୍ରଣାଳୟ ଓପନ ଲେନ୍ସ ନାମକ ଏକ ଦେଶବ୍ୟାପୀ କାର୍ଯ୍ୟକ୍ରମ ଆରମ୍ଭ କରିଛି। ଏହି କାର୍ଯ୍ୟକ୍ରମ ଅନ୍ତର୍ଗତରେ ପିଲାମାନଙ୍କୁ ଭିଡିଓ ମାଧ୍ୟମରେ ବୁଝା ଯାଉଛି। ରୁଷିଆର ଶିକ୍ଷା ମନ୍ତ୍ରଣାଳୟର ଫେସବୁକ ପୋଷ୍ଟରେ କୁହାଯାଇଛି ଯେ ୟୁକ୍ରେନରେ ଏକ ମୁକ୍ତି ମିଶନର ଆବଶ୍ୟକତା କାହିଁକି ରହିଥିଲା ତାହା ସ୍କୁଲ ପିଲାମାନଙ୍କୁ କୁହାଯିବ।

ଶିକ୍ଷା ମନ୍ତ୍ରଣାଳୟର ଫେସବୁକ ପୋଷ୍ଟରେ କୁହାଯାଇଛି ଯେ ନାଟୋ ରୁଷିଆ ପ୍ରତି କଣ ବିପଦ ସୃଷ୍ଟି କରୁଛି ଏବଂ କାହିଁକି ଡୋନେଟସ୍କ ଏବଂ ଲୁହାନସ୍କର ଲୋକଙ୍କୁ ସୁରକ୍ଷା ଯୋଗାଇ ଦିଆଯାଉଛି ତାହା ପିଲାମାନଙ୍କୁ କହିବାର ଆବଶ୍ୟକତା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ବ୍ରହ୍ମପୁର ଆସୁଥିବା ବେଳେ ବାଟରେ ମର୍ମନ୍ତୁଦ ଦୁର୍ଘଟଣା, ଡିଭାଇଡର ପିଟି ହୋଇ ୨ ବାଇକ ଆରୋହୀ ମୃତ

ଗଞ୍ଜାମ,୧୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ମର୍ମନ୍ତୁଦ ଦୁର୍ଘଟଣା ହୋଇଛି ।  ଅପରାହ୍ନରେ ଏକ ବାଇକ ଡିଭାଇଡର ପିଟି…

ପୂର୍ବ ଶତ୍ରୁତାରୁ ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ! ଗାଁ ମେଡ଼ିକାଲ ଛକରେ ଠିଆ ହୋଇଥିଲେ, କାରରେ ଆସି ହାଣି ଚାଲିଲେ…

ଦିଗପହଣ୍ଡି,୧୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ରବିବାର ସନ୍ଧ୍ୟା ପ୍ରାୟ…

ନଦୀରେ ଗୋଧୋଇବାକୁ ଯିବା ହେଲା କାଳ, ପାଣିରେ ବୁଡ଼ି ଚାଲିଗଲା ୨ଜୀବନ

ଝାରସୁଗୁଡ଼ା,୧୪।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସଦର ଥାନା ଅନ୍ତର୍ଗତ ଇବ ନଦୀକୁ ରବିବାର ଅପରାହ୍ନରେ ଗାଧୋଇ ଯାଇଥିବା ସମୟରେ ପାଣିରେ ବୁଡ଼ି ଦୁଇ ଜଣ ଯୁବକଙ୍କର ଅକାଳ…

ବଙ୍ଗ ରାଜନୀତିରେ ବଡ଼ ଖେଳ! ଏହି ଦଳରେ ମିଶିବେ ଟିଏମସିର ବିଦ୍ରୋହୀ ଏମପି, ବଡ଼ ସୂଚନା ଦେଲେ….

କୋଲକାତା,୧୪।୬: ବିଦ୍ରୋହୀ ଟିଏମସି ଏମପିମାନେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ରିପୋର୍ଟ ଅନୁସାରେ, ମିଶ୍ରଣ ପରେ ସେମାନେ ନ୍ୟାସନାଲିଷ୍ଟ ସିଟିଜେନ୍ସ ପାର୍ଟିରେ ଯୋଗଦେବେ ଏବଂ ଏନଡିଏକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri