ମିଡ଼ିଆକୁ ପୁଟିନ୍‌ଙ୍କ ନାଲି ଆଖି, ଆକ୍ରମଣ-ଅନୁପ୍ରବେଶ-ଯୁଦ୍ଧ ଶବ୍ଦର ବ୍ୟବହାର କଲେ ଜେଲ ସହିତ ଜରିମାନା…

ମସ୍କୋ, ୨୬।୨ : ୟୁକ୍ରେନ୍‌ ଉପରେ ଆକ୍ରମଣ କରିବା ସହିତ ରୁଷିଆ ରାଷ୍ଟ୍ରପତି ବ୍ଲାଡିମୀର ପୁଟିନ୍‌ ମିଡ଼ିଆକୁ ନାଲି ଆଖି ଦେଖାଇଛନ୍ତିି। ପୁଟିନ୍‌ ଧମକ ଦେଇ କହିଛନ୍ତି ଯେ, ଏହି ପ୍ରସଙ୍ଗରେ ଆକ୍ରମଣ,ଅନୁପ୍ରବେଶ ଅବା ଯୁଦ୍ଧ ଶବ୍ଦର ବ୍ୟବହାର ମିଡ଼ିଆ ସଂସ୍ଥାମାନେ ବ୍ୟବହାର କରିପାରିବେ ନାହିଁ।

ଏନେଇ ରୁଷିଆର ସରକାରଙ୍କ ମିଡ଼ିଆ ରେଗୁଲେଟାରୀ ଡିଭିଜନ୍‌ ଏକ ନିର୍ଦ୍ଦେଶ ଜାରି କରିଛନ୍ତି। ଏହାର ଉଲ୍ଲଂଘନ କରୁଥିବା ସଂସ୍ଥାର ମୁଖ୍ୟଙ୍କୁ ଜେଲ ସହିତ ଜରିମାନା ଦଣ୍ଡାଦେଶ ଭୋଗୀବାକୁ ପଡ଼ିବ ବୋଲି ମିଡ଼ିଆ ରେଗୁଲେଟାରୀ ଡିଭିଜନ୍‌ କହିଛି।]

ଏନେଇ ସାଇବର ସୁରକ୍ଷା ସଂସ୍ଥାଗୁଡ଼ିକୁ ସୋସିଆଲ ମିଡ଼ିଆ ଉପରେ ନଜର ରଖିବାକୁ ମଧ୍ୟ ନିର୍ଦ୍ଦେଶ ଜାରି ହୋଇଛି।
ଅପରପକ୍ଷରେ ସାଇବର ଏଜେନ୍ସିଗୁଡ଼ିକୁ ପୁଟିନ୍‌ଙ୍କ ବିରୋଧରେ ମନ୍ତବ୍ୟ ପ୍ରଦାନ କରୁଥିବା ଆକାଉଣ୍ଟ୍‌ ଉପରେ ନଜର ରଖିଛନ୍ତି। ଏହାଦ୍ୱାରା ପୁଟିନ୍‌ ଗଣମାଧ୍ୟମର କଣ୍ଠରୋଧ କରୁଥିବା ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ଏଣିକି ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର, ୪ର୍ଥରେ ୪୦ ହଜାର ଟଙ୍କା

ଅମରାବତି,୧୬।୫: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ସରକାର…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

ଭବାନୀପାଟଣାରେ କାଳବୈଶାଖୀ କୁଆପଥର ବର୍ଷା,କାର ଉପରେ ପଡ଼ିଲା ଗଛ

ଭବାନୀପାଟଣା,୧୬।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଶନିବାର ଅପରାହ୍ନରେ କାଳବୈଶାଖୀ ହୋଇଥିଲା। ଏହାର ପ୍ରଭାବରେ ଜୋରରେ ପବନ ବୋହିବା ସହ କୁଆପଥର ବର୍ଷା ହୋଇଥିଲା। ପଵନ…

୫ଟଙ୍କା ଶସ୍ତା ହେଲା ପେଟ୍ରୋଲ; ଏହି ସରକାର କମାଇଲେ ତେଲଦାମ୍‌

ଇସଲାମାବଦ,୧୬।୫: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଅନେକ ଦେଶକୁ ପ୍ରଭାବିତ କରୁଛି। ଯେତେବେଳେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପରିବର୍ତ୍ତନ ଘଟେ, ଏହାର ତୁରନ୍ତ ପ୍ରଭାବ ସାଧାରଣ ଲୋକଙ୍କ…

୩୩ କେଭି ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଦିବ୍ୟାଙ୍ଗ ମହିଳା ଗୁରୁତର

ନନ୍ଦପୁର,୧୬ା୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ମାଳିବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମର ଚାଷଜମି ଦେଇ ଯାଇଥିବା ୩୩ କେଭି ବିଦ୍ୟୁତ୍‌ ଲାଇନର ଖୁଣ୍ଟ ଓ ତାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri