ବେଡ୍‌ରୁମ୍‌ରେ ଏହି ଦେବତାଙ୍କ ଫଟୋ ରଖିଲେ ସ୍ତ୍ରୀ-ସ୍ବାମୀଙ୍କ ସମ୍ପର୍କ ହୋଇଥାଏ ସୁଦୃଢ଼

ବେଡ୍‌ରୁମ୍‌ ହେଉଛି ଘରର ସେହି ସ୍ଥାନ, ଯେଉଁଠାରେ ଦିନଯାକର ଥକ୍କାପଣ ମେଣ୍ଟାଇ ବ୍ୟକ୍ତି ଆରାମ ଅନୁଭବ କରେ। ମାତ୍ର ଯଦି ବେଡ୍‌ରୁମ୍‌ ଦିଗ, ସେଠାରେ ଥିବା ସାମଗ୍ରୀ ବାସ୍ତୁ ସହିତ ଖାପ ନ ଖାଏ , ତେବେ ଅନେକ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିଥାଏ। ବୈବାହିକ ଜୀବନରେ ମତଭେଦ, ଆର୍ଥିକ ସଙ୍କଟ ଏବଂ ସ୍ବାସ୍ଥ୍ୟ ସମସ୍ୟା ସୃଷ୍ଟି କରିଥାଏ।

ବେଡ୍‌ରୁମ୍‌ରେ ବାସ୍ତୁ ଦୋଷ କାରଣରୁ ନକାରାତ୍ମକ ଶକ୍ତି ସୃଷ୍ଟି ହୁଏ, ଯାହା ସ୍ତ୍ରୀ-ସ୍ବାମୀ ମଧ୍ୟରେ ତିକ୍ତତା ସୃଷ୍ଟି କରେ। ବାସ୍ତୁ ବିତ୍‌ଙ୍କ ଅନୁଯାୟୀ, ବେଡ୍‌ରୁମ୍‌ରେ ଥିବା କେତେକ ଦିଗ ଉପରେ ଧ୍ୟାନ ଦେଲେ ସକରାତ୍ମକ ଶକ୍ତି ଘର ଉପରେ ପଡ଼ିଥାଏ।

> ବେଡ୍‌ରୁମ୍‌ ଉତ୍ତର-ପୂର୍ବ କିମ୍ବା ଦକ୍ଷିଣ-ପୂର୍ବରେ ରହିବା ଉଚିତ୍‌ ନୁହେଁ। ଦକ୍ଷିଣ ପୂର୍ବରେ ବେଡ୍‌ରୁମ୍‌ ରହିବା ଫଳରେ ସ୍ତ୍ରୀ-ସ୍ବାମୀ ମଧ୍ୟରେ ଝଗଡା ସୃଷ୍ଟି ହେଉଥିବା ବେଳେ ଉତ୍ତର-ପୂର୍ବରେ ରହିଲେ ସ୍ବାସ୍ଥ୍ୟ ସମସ୍ୟା ସୃଷ୍ଟି କରେ।

> ବେଡ୍‌ରୁମ୍‌ରେ ଆକ୍ରମଣାତ୍ମକ ପ୍ରାଣୀଙ୍କର ଫଟୋ ଏବଂ ଦେବତାମାନଙ୍କର କ୍ରୋଧିତ ଅବସ୍ଥାରେ କିଛି ଫଟୋ ରଖିବା ଉଚିତ ନୁହେଁ। ତେବେ ସ୍ତ୍ରୀ-ସ୍ବାମୀ ସମ୍ପର୍କକୁ ସୁଦୃଢ଼ କରିବା ପାଇଁ ରାଧା-କୃଷ୍ଣଙ୍କ ଫଟୋ ଲଗାଇ ପାରିବେ।

> ଘର ମାଲିକଙ୍କ ବେଡରୁମ ଦକ୍ଷିଣ ପଶ୍ଚିମ କୋଣରେ ରହିବା ଉଚିତ୍‌।

> ପିଲାମାନଙ୍କର ବେଡ୍‌ରୁମ୍‌ ପୂର୍ବ କିମ୍ବା ଉତ୍ତର-ପଶ୍ଚିମ ଦିଗରେ ରହିବା ଠିକ୍‌।

> ଠାକୁରଙ୍କୁ ବେଡ୍‌ରୁମ୍‌ ରଖିବା ଠିକ୍‌ ନୁହେଁ


Enter your email to get our daily news in your inbox.

All Right Reserved By Dharitri.Com

ଦୃଷ୍ଟିଶକ୍ତି ପ୍ରଖର କରେ ମର୍ନିଂ ଓ୍ବାକ୍‌

ଆଜିକାଲି ଅନେକେ ନିଜର ଦୈନନ୍ଦିନ ଜୀବନ ତାଲିକାରେ ବ୍ୟାୟାମକୁ ସାମିଲ କରୁଛନ୍ତି। ପ୍ରତିଦିନ ସକାଳୁ ଅତିକମ୍‌ରେ ଅଧ ଘଣ୍ଟାଏ ଚାଲିଲେ ତାହାର କେତେ ସୁଫଳ ମିଳେ...

ରୋଗ ପ୍ରତିରୋଧକ ଶକ୍ତି ଓ ଡାଇବେଟିସ୍‌

ଡାଇବେଟିସ ଏପରି ଏକ ସମସ୍ୟା ଯାହା ଥରେ ଦେଖାଦେଲେ ତାହା ପରୋକ୍ଷରେ କେତେକ ରୋଗକୁ ଆମନ୍ତ୍ରଣ କରିଥାଏ। ଯଦି ଦୀର୍ଘ ମାସ ଧରି ଆପଣଙ୍କର ସୁଗାର...

କିଡ୍‌ନୀ ଷ୍ଟୋନର ଘରୋଇ ଉପଚାର

ମନୁଷ୍ୟ ଶରୀରର ଗୁରୁତ୍ୱପୂର୍ଣ୍ଣ ଅଙ୍ଗ ମଧ୍ୟରେ କିଡ୍‌ନୀ ବା ବୃକକ୍‌ ଅନ୍ୟତମ। ଶରୀରରେ ପାଣି ଭଳି ବିଭିନ୍ନ ତରଳପଦାର୍ଥ ଯଥା ମିନେରାଲ ଓ କେମିକାଲର ସ୍ତର...

ପେଁକାଳିର ସରିତା

‘ମୋ ପେଁକାଳି ବଜେଇ ଦେ’ ନାଟକ ଦେଖିଥିବା ଦର୍ଶକ ଖୁବଶୀଘ୍ର ମନେ ପକେଇ ପାରିବେ ସରିତା ଚରିତ୍ରଟିକୁ। ମିତାର ଭାଉଜ। ମିତାର ବଡ଼ଭାଇ ଚିନ୍ମୟ ଜଗଦ୍ଦେବର...

ଚିକେନ ୟୋଗା

ଆଜିକାଲି ଯୁବଗୋଷ୍ଠୀ ଖାଇବାରେ ସବୁବେଳେ କିଛି ନା କିଛି ନୂଆ ଚାହୁଁଥିବା ବେଳେ ସ୍ବାଦକୁ ମଧ୍ୟ ଗୁରୁତ୍ୱ ଦେଉଛନ୍ତି। ଏମାନଙ୍କ ପସନ୍ଦକୁ ଦୃଷ୍ଟିରେ ରଖି ହୋଟେଲରେ...

ଫଙ୍ଗସ୍‌ : ଆଉ ଏକ ମହାମାରୀ

ଦୁଇ ହଜାର ମସିହା ଆରମ୍ଭରୁ କେବଳ ଆମେ ଓଡ଼ିଶାବାସୀ ଏହି କୋଭିଡ୍‌-୧୯କୁ ସହ୍ୟ କରି ଚାଲିଛୁ। ବହୁତ ଜଣ ନିଜର ଆତ୍ମୀୟ ସ୍ବଜନଙ୍କୁ ମଧ୍ୟ ହରାଇ...

ଆପଣଙ୍କର ଏଭଳି କୁଅଭ୍ୟାସ ଅଛି କି? ବିଗିଡ଼ିଯିବ ସବୁ କାମ..

ଜୀବନର ମୂଲ୍ୟକୁ ନେଇ ଆଚାର୍ଯ୍ୟ ଚାଣକ୍ୟ ଅନେକ ନୀତି ବିଷୟରେ ବର୍ଣ୍ଣନା କରିଛନ୍ତି। ସେ ନିଜର ନୀତିଶାସ୍ତ୍ର ଅର୍ଥାତ ଚାଣକ୍ୟନୀତିର ୧୩ତମ ଅଧ୍ୟାୟରେ ଲେଖିଥିବା ଏକ...

ଜାଣନ୍ତୁ ଏହି ରାଶିର ମହିଳାଙ୍କ ସ୍ବଭାବ: ବିବାହ ସମୟରେ ଆସିବ କାମରେ

ଅଧିକାଂଶ ପୁଅ ଚାହିଁଥାଆନ୍ତି ଯାହାକୁ ସେମାନେ ବିିବାହ କରିବେ ସେ ଭଲ ସ୍ବଭାବର ହେବା ସହ ତାଙ୍କୁ ମଧ୍ୟ ଅନୁରୂପ ଭାବେ ଭଲ ପାଆନ୍ତୁ। ତେବେ...

Advertisement


Archives

Model This Week

Why Dharitri