Posted inଜାତୀୟ

ପୋଷ୍ଟର ଲଗାଇଲେ ମୁଖ୍ୟମନ୍ତ୍ରୀ ହୁଅନ୍ତି ନାହିଁ: ଏକନାଥ ସିନ୍ଦେ

ମୁମ୍ବାଇ, ୧।୫: ମହାରାଷ୍ଟ୍ରରେ ରାଜନୈତିକ ହଟଚମଟ ଲାଗିରହିଥିବା ବେଳେ ସୋମବାର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଏନସିପି ନେତା ଜୟନ୍ତ ପାଟିଲଙ୍କ ବୟାନରେ ତାଙ୍କୁ ଟାର୍ଗେଟ କରି କହିଛନ୍ତି, ଆମେ ଜନତାଙ୍କ ପାଇଁ କାମ କରୁଛୁ। ଯେଉଁମାନେ ରାଜନୀତି କରିବାକୁ ଚାହୁଁଛନ୍ତି ସେମାନେ କରନ୍ତୁୁ। ମୁଖ୍ୟମନ୍ତ୍ରୀ କିଏ ହେବେ ତାହା ଜନତା ସ୍ଥିର କରନ୍ତି। ପୋଷ୍ଟର ଲଗାଇଲେ କେହି ମୁଖ୍ୟମନ୍ତ୍ରୀ ହୁଅନ୍ତି ନାହିଁ। ଆମେ ଜନତାଙ୍କର ସେବକ ଏବଂ ଜନତାଙ୍କ ସେବା କରି ଚାଲିଥିବୁ। ବିରୋଧୀ ଦଳରେ ମୁଖ୍ୟମନ୍ତ୍ରୀ ପଦପାଇଁ ପ୍ରତିଯୋଗିତା ଆରମ୍ଭ ହୋଇ ଯାଇଛି। ମହା ବିକାଶ ଅଗାଡି ତିନୋଟି ମେଣ୍ଟ ହୋଇ କାମ ବିଗାଡୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ

ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ…

ଇନଷ୍ଟାଗ୍ରାମ ପ୍ରେମର ଭୟଙ୍କର ଅନ୍ତ; ପ୍ରେମିକାଙ୍କୁ ହତ୍ୟା ପରେ କବର ଦେଲେ ପ୍ରେମିକ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୨ା୭: ଉତ୍ତର ପ୍ରଦେଶର ପ୍ରୟାଗରାଜରୁ ଏକ ଅଜବ ଏବଂ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଇନଷ୍ଟାଗ୍ରାମରୁ ହୋଇଥିବା ପ୍ରେମ ମୃତ୍ୟୁର କାରଣ ସାଜିଛି । ଘଟଣାଟି ପ୍ରୟାଗରାଜର…

ହ୍ବାଟ୍ସଆପ୍‌ ‘ୟୁଜରନେମ’କୁ ନେଇ ମେଟାର ସ୍ପଷ୍ଟୀକରଣ, ନମ୍ବର ଓ ବ୍ୟକ୍ତିଗତ ତଥ୍ୟକୁ…

ନୂଆଦିଲ୍ଲୀ, ୨ା୭: ହ୍ୱାଟସଆପର ନୂତନ ୟୁଜରନେମ୍ ଫିଚରକୁ ନେଇ ବିବାଦ ଦେଖାଯାଇଥିବା ବେଳେ ମେଟା ସ୍ପଷ୍ଟୀକରଣ ଦେଇଛି । କମ୍ପାନୀ କହିଛି ଯେ ସରକାରଙ୍କ ଦ୍ୱାରା ଉଠାଯାଇଥିବା…

ଚାଇନାକୁ ଅଲ୍ଟିମେଟମ ଦେଲା ଆମେରିକା: ଟ୍ରମ୍ପ କହିଲେ, ନଜର ପକାଇଲେ ଛାଡ଼ିବୁନି

ଓ୍ବାଶିଂଟନ୍‌,୨।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ପାନାମା କେନାଲ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ମନ୍ତବ୍ୟ ଦେଇଛନ୍ତି ଯେ, ଆମେରିକା କେବେବି…

ବାପା ହେବା ପରେ ନିଜକୁ ‘ଗେ’ ବୋଲି କହିଲେ ସ୍ୱାମୀ, ତାଜୁବ ହୋଇଗଲେ ସ୍ତ୍ରୀ…

ନୂଆଦିଲ୍ଲୀ, ୨ା୭: ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେଉଥିବା ଏକ ଭିଡିଓ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଭିଡିଓରେ ଜଣେ ମହିଳା ନିଜ ବୈବାହିକ ଜୀବନର…

IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର,…

ପଡ଼ୋଶୀ ଦେଶରେ ପେଟ୍ରୋଲ-ଡିଜେଲ ଶସ୍ତା! LPG ସିଲିଣ୍ଡର ଦାମ ୧୦୦ ଟଙ୍କା କମିଲା…

ନୂଆଦିଲ୍ଲୀ, ୨ା୭: ଜୁଲାଇ ପହିଲାରେ ଭାରତରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଥିବା ବେଳେ, ପଡ଼ୋଶୀ ଦେଶ ନେପାଳର ଲୋକମାନଙ୍କୁ ମଧ୍ୟ ଏକ ବଡ଼ ଆଶ୍ୱସ୍ତି…

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri