କାର ଭିତରେ ଅଜଗର: ୫ ଘଣ୍ଟା ଉଦ୍ୟମ ପରେ ହେଲା ଉଦ୍ଧାର

ଯାଜପୁର,୧୬।୯: କାର ଭିତରୁ ବାହାରିଲା ଅଜଗର। ଏଭଳି ଆଶ୍ଚର୍ଯ୍ୟକର ଘଟଣା ଦେଖିବାକୁ ମିଳିଛି ଯାଜପୁର ଜିଲ୍ଲା ତେନ୍ତୁଲିଖୁଣ୍ଟା ଗାଁ ହୁଣ୍ଡାଇ ସୋ’ ରୁମ ନିକଟରେ। ଜଣେ କାର ମାଲିକ ରବିବାର ନିଜ ଗାଡିର ସର୍ଭିସିଂ ପାଇଁ ସୋ ରୁମକୁ ଆଣିଥିଲେ । ତେବେ କାରକୁ ରଖିବା ପରେ ଡାସ୍‌ ବୋର୍ଡରେ ଏକ ସାପ ଥିବା ଦେଖିବାକୁ ପାଇଥିଲେ । ଏହା ଦେଖି କାର୍ଯ୍ୟ କରୁଥିବା ମେକାନିକ ଏବଂ କାର ଚାଳକ ଭୟଭୀତ ହୋଇଯାଇଥିଲେ। ଏହାପରେ ସେମାନେ ତୁରନ୍ତ ସ୍ନେକ ହେଲପ ଲାଇନ ସଦସ୍ୟ ମଣିଭଦ୍ର ମଲ୍ଲିକଙ୍କୁ ଜଣାଇଥିଲେ ।

ସୂଚନା ପାଇ ସ୍ନେକ ହେଲପ ଲାଇନ୍ ସଦସ୍ୟ ସାପଟିକୁ ଉଦ୍ଧାର କରିଥିଲେ। ତେବେ ସାପଟି ଇଟିଇବେଳେ କାରର ଏସି ଚାମ୍ବର ଭିତରକୁ ପଶିଯାଇଥିଲା । ଶେଷରେ ତେବେ ଦୀର୍ଘ ୫ ଘଣ୍ଟା ଧରି ସୋ ରୁମ୍ କର୍ମଚାରୀ ଓ ସ୍ନେକ ହେଲପଲାଇନ ସଦସ୍ୟଙ୍କ ଉଦ୍ୟମ ପରେ ସାପଟିକୁ ଗାଡିରୁ ଉଦ୍ଧାର କରିବାରେ ସଫଳ ହୋଇଥିଲେ । କାର ମଧ୍ୟରୁ ସାପଟିକୁ ଉଦ୍ଧାର କରି ନିକଟସ୍ଥ ଜଙ୍ଗଲରେ ଛାଡି ଦିଆଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ…

ବଢିପାରେ ସ୍କୁଲ ଛୁଟି ଅବଧି! ରାଜ୍ୟ ସରକାର ନେବେ ବଡ଼ ନିଷ୍ପତ୍ତି…

ଭୁବନେଶ୍ୱର,୧୬।୬: ମୌସୁମୀରେ ପ୍ରତିବନ୍ଧକ ସାଜୁଛି କି ଏଲ ନି ନୋ?  କେବଳ ରାଜ୍ୟ ନୁହେଁ ସାରା ଦେଶରେ ଏଭଳି ସ୍ଥିତି ।ଏବେ ବି ଦିନରେ ଖରା ଗରମ…

ଥୁଆମୂଳ ରାମପୁରରେ ରଜ ଉତ୍ସବ, ଦୋଳି ଖେଳିଲେ ଲାଞ୍ଜିଗଡ଼ ବିଧାୟକ; ଦଳୀୟ ଆଭିମୁଖ୍ୟ ଭୁଲି…

ଥୁଆମୂଳ ରାମପୁର, ୧୬।୬(ଦୁର୍ଗା କୀର୍ତ୍ତି): ଓଡ଼ିଶାର ଗଣପର୍ବ ‘ରଜ’ ଏବେ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ମଧ୍ୟ ବେଶ୍ ଲୋକପ୍ରିୟତା ହାସଲ କରିଛି। କଳାହାଣ୍ଡି ଜିଲା ଥୁଆମୂଳ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରମ୍ଭାକୁ ହରାଇ ଛତ୍ରପୁର ଚମ୍ପିୟାନ

ଛତ୍ରପୁର, ୧୬।୬(ବିଦ୍ୟାଧର ସାହୁ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପବିତ୍ର ରଜ ପର୍ବ ଉପଲକ୍ଷେ ବାବା ବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଏକ ୬-ଓଭର…

ରକ୍ତଦାନରେ ଉଲ୍ଲେଖନୀୟ ଅବଦାନ: ଜାତୀୟ ସ୍ତରରେ ସମ୍ମାନିତ ହେଲା ବରଗଡ଼ର ‘ନିଷ୍ଠା ପରିବାର’

ବରଗଡ଼, ୧୬ ଜୁନ୍ (ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ‘ନିଷ୍ଠା ପରିବାର’ ପାଇଁ ଏକ ଗର୍ବର ବିଷୟ । ମଙ୍ଗଳବାର ଦିନ ଗୁଜରାଟର ଅହମଦାବାଦଠାରେ…

ଜୁନ୍ ୧୯ରୁ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ପ୍ରସିଦ୍ଧ ଯାତ୍ରା: ଖଣି ଖନନ ବିରୋଧରେ ବଜ୍ର ଶପଥ ନେବେ ହଜାର ହଜାର…

ଥୁଆମୂଳ ରାମପୁର,  ୧୬।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ କର୍ଲାପାଟ ଅଭୟାରଣ୍ୟ ପାର୍ଶ୍ୱ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ଆସନ୍ତା ଜୁନ୍ ୧୯…

ମହେନ୍ଦ୍ରତନୟାରେ ବୁଡ଼ି ଚାଲିଗଲା ଜୀବନ, ଶବାଗାରର ଅଚଳ ଆଇସ୍ ବକ୍ସକୁ ନେଇ ପ୍ରବଳ ଅସନ୍ତୋଷ

ପାରଳାଖେମୁଣ୍ଡି,  ୧୬।୬(ଗିରିଧାରୀ ପରିଛା): ଗଜପତି ଜିଲା କେରାଣ୍ଡି ଗ୍ରାମର ମହେନ୍ଦ୍ରତନୟା ନଦୀରେ ବୁଡ଼ି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି କେରାଣ୍ଡି ଗ୍ରାମର ସୁବାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri