ଆଇଆଇଟି କ୍ୟାମ୍ପସରେ ଅଜଗର

ଭୁବନେଶ୍ୱର,୩।୧(ବ୍ୟୁରୋ): ଜଟଣୀସ୍ଥିତ ଆଇଆଇଟି କ୍ୟାମ୍ପସରୁ ମଙ୍ଗଳବାର ଏକ ଅଜଗର ସାପକୁ ଉଦ୍ଧାର କରାଯାଇଛି। ଆଇଆଇଟି ସିକ୍ୟୁରିଟି ମ୍ୟାନେଜର ନିତ୍ୟାନନ୍ଦ ପ୍ରଧାନଙ୍କ କହିବା ମୁତାବକ ମଙ୍ଗଳବାର ସକାଳେ ସିକ୍ୟୁରିଟି ଟିମ୍‌ ଆଇଆଇଟି ପରିସରରେ ପାଟ୍ରୋଲିଂ କରୁଥିବା ବେଳେ ଉତ୍ତର ଦିଗ ପାଚେରୀକୁ ଲାଗିରହିଥିବା ଗଛରେ ଏକ ଅଜଗର ସାପ ଥିବା ଦେଖିବାକୁ ପାଇଥିଲେ। ପରେ ସ୍ନେକ ହେଲ୍ପଲାଇନକୁ ଖବର ଦିଆଯାଇଛି। ସ୍ନେକ ହେଲ୍ପଲାଇନ ସଦସ୍ୟ ପହଞ୍ଚି ୧୫ ଫୁଟ୍‌ ଲମ୍ବର ଅଜଗର ସାପକୁ ଉଦ୍ଧାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ନାମାଙ୍କନ ଶେଷ

ଭୁବନେଶ୍ୱର,୨୬ା୪(ଅନିଲ ଦାସ): ରାଜ୍ୟର ପ୍ରଥମ ପର୍ଯ୍ୟାୟ(ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ଏପ୍ରିଲ ୧୮ରୁ ୨୪ ତାରିଖ...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri