ଉଦ୍ଧାର ହେଲା ଅଜଗର

କର୍ଲାମୁଣ୍ଡା,୧୦ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ନିକଟରୁ ବନ ବିଭାଗ ଗୁରୁବାର ୮ଫୁଟ୍‌ ଲମ୍ବର ଏକ ଅଜଗର ଉଦ୍ଧାର କରିଛି। ସୂଚନା ମତେ ଅବୁଜବାହାଲ ଗ୍ରାମର ରଞ୍ଜନ ସାହୁ ତାଙ୍କ ଜମିକୁ ଯାଇଥିବା ବେଳେ ସାପଟିକୁ ଦେଖି ମଦନପୁର ବନ ବିଭାଗକୁ ସୂଚନା ଦେଇଥିଲେ।

ମଦନପୁର ବନପାଳ ସମ୍ପଦ କୁମାର, ମ. ରାମପୁର ବନାଞ୍ଚଳ ସହକାରୀ ବନ ସରକ୍ଷକ ଅସିତ କୁମାର ଦାସ, ମ. ରାମପୁର ବନପାଳ ଦୀପକ ସା, ମୋହନଗିରୀ ବନପାଳ ବିଶ୍ୱଜିତ ଠାକୁର, ବନରକ୍ଷୀ ସତ୍ୟ ଭାମା ନାଗ ପ୍ରମୁଖ ସାପଟିକୁ ଉଦ୍ଧାର କରିବା ସହ ଅଲାତରା ସୁନାମୁଖୀ ଜଙ୍ଗଲରେ ଛାଡିଥିବା ମଦନପୁର ବନପାଳ ସମ୍ପଦ କୁମାର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାତଳକୁ ଖସିଲା ବସ୍‌, ଯାତ୍ରୀମାନେ ଭୟରେ ଚିତ୍କାର କରିବାରୁ…

ପଟ୍ଟାମୁଣ୍ଡାଇ,୯ା୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ-ରାଜନଗର ତଳ ରାସ୍ତା ନିକଟସ୍ଥ ଦୋଶିଆ କେନାଲ ରାସ୍ତାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୪୨ ଜଣ ଯାତ୍ରୀଙ୍କୁ ନେଇ ଦ୍ରୁତଗତିରେ…

ପାଇଖାନା ଟାଙ୍କିରେ ପଡ଼ି ଚାଲିଗଲା ୩ ଜୀବନ

ଗୁଣପୁର,୯ା୯(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ରାଗୟଡ଼ା ଜିଲା ପଦ୍ମପୁର ଥାନା ଗୁଲୁଗୁଡ଼ାର ତାରପାଗୁଡ଼ାରେ ଘଟିଛି ଅଘଟଣ। ପାଇଖାନା ଟାଙ୍କିକୁ ଜଣଙ୍କ ପରେ ଜଣେ ଓହ୍ଲାଇ ତିନି ଜଣ ଶାସରୁଦ୍ଧ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ହାଇକୋର୍ଟରେ ସ୍ତ୍ରୀ ବିଦ୍ୟାଭାରତୀଙ୍କ ଆବେଦନ ଖାରଜ, ହୋଇପାରନ୍ତି ଗିରଫ

କଟକ,୯ା୯(ପ୍ରଭୁକଲ୍ୟାଣ ପାଲ୍‌): ଗଜପତି ଜିଲା ପାରଳାଖେମୁଣ୍ଡିର ସହକାରୀ ବନ ସଂରକ୍ଷକ (ACF) ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାରେ ତାଙ୍କ ସ୍ତ୍ରୀ ବିଦ୍ୟାଭାରତୀ ପଣ୍ଡାଙ୍କ ପାଇଁ ଆଇନଗତ…

ଧାନ କାଟିବାକୁ ଯାଇଥିବା ନାବାଳିକାଙ୍କୁ ବଳାତ୍କାର, ଜଣେ ନାବାଳକଙ୍କୁ ଅଟକ ରଖି…

ବଞ୍ଚୋ,୯ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅଞ୍ଚଳର ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗରେ ଜଣେ ୧୭ ବର୍ଷ ୧୦ ମାସ ବୟସର ନାବାଳକଙ୍କୁ ପୋଲିସ…

ଘର ଆଗରୁ ବାଇକ୍‌ ଚୋରି କରି ନେଇଗଲେ ଦୁର୍ବୃତ୍ତ

ଦିଗପହଣ୍ଡି,୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜନଗର ମେନ୍‌ରୋଡ୍‌ରେ ଥିବା ଏ. ମୁନା ଦୋରାଙ୍କ ଘର ସମ୍ମୁଖରୁ କେହି ଦୁର୍ବୃତ୍ତ ତାଙ୍କ ବାଇକ୍‌କୁ ଚୋରି କରି…

ପାଖେଇ ଆସିଲାଣି ଗଣେଶ ପୂଜା, ମୂର୍ତ୍ତି ନିର୍ମାଣରେ ବ୍ୟସ୍ତ କାରିଗର

ରିଷିଡ଼ା,୯ା୯(ସୁଶାନ୍ତ ମଲ୍ଲିକ): ଗଣେଶ ପୂଜା ଉପଲକ୍ଷେ କଳାହାଣ୍ଡି ଜିଲା ଉତ୍ସବ ମୁଖର ହୋଇଉଠିଛି। ବିଶେଷକରି କର୍ଲାମୁଣ୍ତା ବ୍ଲକ ରିଷିଡ଼ା ଅଞ୍ଚଳର ମୂର୍ତ୍ତି କାରିଗରମାନେ ମାଟି ମୂର୍ତ୍ତି ନିର୍ମାଣରେ…

ବିଭିନ୍ନ ଦାବିରେ ଉପଜିଲାପାଳ ଅଫିସ ଘେରାଉ କଲା ବିଜେଡି

ପାଟଣାଗଡ଼,୯ା୯(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ରେ ବିଭିନ୍ନ ଦାବି ନେଇ ବୁଧବାର ସ୍ଥାନୀୟ ବିଜେଡି ପକ୍ଷରୁ ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଘେରାଉ କରାଯାଇଛି। ଏହି ଅବସରରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ…

ଦ୍ୱିତୀୟ ସେମିଷ୍ଟାର ପରୀକ୍ଷା ଫଳକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ: ମୂଲ୍ୟାଙ୍କନ ଉପରେ ପ୍ରଶ୍ନବାଚୀ

ଭଞ୍ଜନଗର,୯।୯(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ମଙ୍ଗଳବାର ସନ୍ଧ୍ୟାରେ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଏଥିରେ ଅନେକ ଛାତ୍ରୀଛାତ୍ରଙ୍କ ପେପର ବ୍ୟାକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri