Posted inଖେଳ

ୟୁଏଇ କ୍ରିକେଟର କାଦିର ଖାଁ ୫ ବର୍ଷ ବାସନ୍ଦ

ଦୁବାଇ,୨୨।୪(ପି.ଟି.): ଦୁର୍ନୀତି ଅଭିଯୋଗରେ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ) କ୍ରିକେଟର କାଦିର ଖାଁ ସବୁ ପ୍ରକାର କ୍ରିକେଟରୁ ବାସନ୍ଦ ହୋଇଛନ୍ତି। ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ତାଙ୍କୁ ୫ ବର୍ଷ ପାଇଁ ବାସନ୍ଦ କରିଛି। ଦୁର୍ନୀତି ଆଚରଣବିଧି ଉଲ୍ଲଂଘନ କରିବା ନେଇ ସେ ସ୍ବୀକାର କରିବା ପରେ ଆଇସିସି ଏହି ନିଷ୍ପତ୍ତି ନେଇଛି ବୋଲି ଘୋଷଣା କରିଛି। ଏଥିସହିତ ୟୁଏଇର ଆଜମାନରେ ଘରୋଇ କ୍ରିକେଟ ଖେଳିଥିବା ମେହେରଦୀପ ଛାୟାକାରଙ୍କ ବିରୋଧରେ ଦୁର୍ନୀତି ନେଇ ୬ଟି ଅଭିଯୋଗ ଅଣାଯାଇଛି।
୨୦୧୯ରେ କାଦିରଙ୍କ ବିରୋଧରେ ଅଭିଯୋଗ ଆଗତ କରାଯାଇଥିଲା। କାଦିର ୬ଟି ନିୟମର ଉଲ୍ଲଂଘନ କରିବା କଥା ସ୍ବୀକାର କରିଛନ୍ତି। ୨୦୧୯ରେ ଜିମ୍ବାଓ୍ବେ- ୟୁଏଇ ସିରିଜରେ ଦୁର୍ନୀତି ପାଇଁ ବିଭିନ୍ନ ପ୍ରସ୍ତାବ ପାଇଥିଲା ଓ ସେ ଏଗୁଡିକ ସାର୍ବଜନୀନ କରି ନ ଥିଲେ। ଏହି ସିରିଜ ସମ୍ପର୍କରେ ସେ ୬ଟି ନିୟମ ଉଲ୍ଲଂଘନ କରିଥିବା ସ୍ବୀକାର କରିଛନ୍ତି। ଆଇସିସି ଦୁର୍ନୀତି ନିବାରଣ ବିଭାଗ (ଏସିୟୁ)କୁ ସେ ଏ ନେଇ କିଛି ସୂଚନା ଦେଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏସିଆନ୍‌ କୋଚ୍‌ ଭାବେ ଏହେସାସ ହୋତାଙ୍କ ସଫଳତା

ବୀରମହାରାଜପୁର, ୧୦।୬ (ଡି.ଏନ୍‌.ଏ): ଜାତୀୟ ଏବଂ ଅନ୍ତର୍ଜାତୀୟସ୍ତରର କ୍ରୀଡ଼ା କ୍ଷେତ୍ରରେ ଲଗାତର ପାରଦର୍ଶିତା ପ୍ରଦର୍ଶନ କରି ଚର୍ଚ୍ଚାକୁ ଆସିଥିବା ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରର ଯୁବ କ୍ରୀଡାବିତ୍‌...

କୋହଲିଙ୍କୁ ପଛରେ ପକାଇଲେ ସ୍ମିଥ୍‌

ଦୁବାଇ,୧୨।୧: ସିଡ୍‌ନୀ ଟେଷ୍ଟ ପରେ ଆଇସିସି ଟେଷ୍ଟ ବ୍ୟାଟ୍ସମ୍ୟାନଙ୍କ ତାଲିକାରେ ବଡ଼ ପରିବର୍ତ୍ତନ ଘଟିଛି। ଭାରତୀୟ ଦଳର ଅଧିନାୟକ ବିରାଟ କୋହଲିଙ୍କୁ ପଛରେ ପକାଇ ଦେଇଛନ୍ତି...

ଏନ୍‌ସିଏ ମୁଖ୍ୟ ପଦବୀ ପାଇଁ ପୁଣି ଆବେଦନ କଲେ ଦ୍ରାବିଡ

ବେଙ୍ଗାଲୁରୁ,୧୯।୮: ଭାରତୀୟ କ୍ରିକେଟଜଗତରେ ରାହୁଲ ଦ୍ରାବିଡ଼ ଅନ୍ୟତମ ସମ୍ମାନିତ ଖେଳାଳି। ସେ ଜଣେ ସକ୍ରିୟ କ୍ରିକେଟର ହିସାବରେ ତ କେବେ କୋଚିଂ କ୍ୟାରିୟରକୁ ନେଇ ଚର୍ଚ୍ଚାରେ...

ପନ୍ତଙ୍କ ଉପରେ ପ୍ରବଳ ରାଗିଗଲେ ରୋହିତ ଶର୍ମା: ଦେଖନ୍ତୁ ଭିଡିଓ

ଦୁବାଇ,୫।୯: ଏସିଆ କପ ୨୦୨୨ର ସୁପର-୪ ରାଉଣ୍ଡର ଏକ ମ୍ୟାଚ୍‌ରେ ପାକିସ୍ତାନ ୫ ଉଇକେଟ୍‌ରେ ଭାରତକୁ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ ଭାରତ ଆରମ୍ଭ ଭଲ...

୩ୟ ଟେଷ୍ଟରେ ନ୍ୟୁଜିଲାଣ୍ଡ ପରାସ୍ତ: ଅଷ୍ଟ୍ରେଲିଆର ସିରିଜ ସୁଇପ୍‌

ସିଡ୍‌ନୀ, ୬।୧ (ଏପି)- ଭ୍ରମଣକାରୀ ନ୍ୟୁଜିଲାଣ୍ଡ ବିପକ୍ଷରେ ସ୍ଥାନୀୟ ସିଡ୍‌ନୀ କ୍ରିକେଟ୍‌ ଗ୍ରାଉଣ୍ଡରେ ଅନୁଷ୍ଠିତ ଅନ୍ତିମ ତଥା ୩ୟ ଟେଷ୍ଟ ମ୍ୟାଚ୍‌କୁ ଅଷ୍ଟ୍ରେଲିଆ ୨୭୯ ରନରେ...

ଟେନିସ ବେଟିଂ: ଟପ୍‌ ୩୦ ମଧ୍ୟରୁ ଜଣେ ଖେଳାଳି ସମ୍ପୃକ୍ତ

ବର୍ଲିନ, ୧୬।୧୨ (ଏଏଫ୍‌ପି)- ଏଟିପି ମାନ୍ୟତାର ଶ୍ରେଷ୍ଠ ୩୦ ମଧ୍ୟରେ ସ୍ଥାନ ପାଇଥିବା ଜଣେ ଖେଳାଳିଙ୍କ ସମେତ ମୋଟ ୧୩୫ ଜଣ ଟେନିସ ଖେଳାଳି ଅନ୍ତର୍ଜାତୀୟ...

ପାକିସ୍ତାନ ସିରିଜ ବିଜୟୀ

ରାଓ୍ବଲପିଣ୍ଡି: ଅନ୍ତର୍ଜାତୀୟ ଦିନିକିଆରେ ଇଫ୍‌ତିଖର ଅହମ୍ମଦଙ୍କ ପ୍ରଥମ ୫ଉଇକେଟ ସଫଳତା ଏବଂ ବାବର ଆଜାମଙ୍କ ଆକର୍ଷଣୀୟ ଅପରାଜିତ ୭୭ରନ ସହାୟତାରେ ପାକିସ୍ତାନ ଏଠାରେ ରବିବାର ଅନୁଷ୍ଠିତ...

ଫର୍ମୁଲା ଓ୍ବାନ୍‌ ସୁପରଷ୍ଟାର

ଲୁଇସ୍‌ ହାମିଲଟନ ଷଷ୍ଠଥର ପାଇଁ ବିଶ୍ୱ ଚାମ୍ପିୟନଶିପ୍‌ ଟାଇଟଲ ହାସଲ କରି ମାଇକେଲ ସୁମାକରଙ୍କଠାରୁ ଗୋଟିଏ ପାଦ ଦୂରରେ ରହିଛନ୍ତି। ୩୪ ବର୍ଷରେ ପଦାର୍ପଣ କରିଥିବାରୁ...

Advertisement
Archives

Model This Week