୮ ପୂର୍ବତନ ଭାରତୀୟ ନୌସେନାଙ୍କ ମୃତ୍ୟୁଦଣ୍ଡ ସ୍ଥଗିତ, ଭାରତ ସରକାରଙ୍କ ଅପିଲ ପରେ ମିଳିଲା ଆଶ୍ୱସ୍ତି

ଦୋହା,୨୮।୧୨: କତାରରେ ମୃତ୍ୟୁଦଣ୍ଡ ପାଇଥିବା  ୮ ଜଣ ପୂର୍ବତନ ଭାରତୀୟ ନୌସେନା ଗୁରୁବାର ଏକ ବଡ଼ ଆଶ୍ୱସ୍ତି ପାଇଛନ୍ତି। ଭାରତ ସରକାରଙ୍କ ଅପିଲ ପରେ ସମସ୍ତ ୮ ଜଣଙ୍କ ମୃତ୍ୟୁଦଣ୍ଡ ଉପରେ ରୋକ ଲଗାଯାଇଛି। ବୈଦେଶିକ ମନ୍ତ୍ରଣାଳୟ କହିଛି ଯେ, ଏହି ପ୍ରସଙ୍ଗକୁ ନେଇ କତାରସ୍ଥିତ କୋର୍ଟରେ ଶୁଣାଣି ହୋଇଥିଲା। ଶୁଣାଣି ସମୟରେ କୋର୍ଟ ଏହି ଦଣ୍ଡକୁ ହ୍ରାସ କରିଦେଇଛନ୍ତି।

ବୈଦେଶିକ ମନ୍ତ୍ରଣାଳୟ କହିଛି, ବିସ୍ତୃତ ନିଷ୍ପତ୍ତିର ଏକ କପିକୁ ଅପେକ୍ଷା କରାଯାଇଛି। ଆମର ଆଇନଗତ ଦଳ ପରବର୍ତ୍ତୀ ପଦକ୍ଷେପ ବିଷୟରେ ୮ ଜଣ ଭାରତୀୟଙ୍କ ପରିବାର ସହିତ ଯୋଗାଯୋଗରେ ଅଛନ୍ତି। ଶୁଣାଣି ସମୟରେ ରାଷ୍ଟ୍ରଦୂତ ଓ ଅଧିକାରୀମାନେ କୋର୍ଟରେ ଉପସ୍ଥିତ ଥିଲେ।

ମନ୍ତ୍ରଣାଳୟ ଆହୁରି କହିଛି , ଆମେ ଆରମ୍ଭରୁ ୮ ଭାରତୀୟ ନୌସେନାଙ୍କ ପରିବାର ସହିତ ଛିଡା ହୋଇଛୁ। ବିଷୟର ସମ୍ବେଦନଶୀଳତାକୁ ବିଚାରକୁ ନେଇ, ଏହା ବିଷୟରେ ଅଧିକ କହିବା ଆମ ପାଇଁ ଠିକ୍‌ ହେବ ନାହିଁ । ଆମେ କ୍ରମାଗତ ଭାବରେ କତାର ପ୍ରଶାସନ ସହିତ ଏହି ପ୍ରସଙ୍ଗ ଉଠାଉଛୁ ଏବଂ ଜାରି ରଖିବୁ।


Enter your email to get our daily news in your inbox.

All Right Reserved By Dharitri.Com

ନିୟମ ବଦଳାଇଲେ କେନ୍ଦ୍ର ସରକାର, ଏଥର ବିନା ପ୍ରେସକ୍ରିପସନରେ ମିଳିବନି କଫ ସିରପ୍‌

ନୂଆଦିଲ୍ଲୀ,୧୬।୬: କାଶ ସିରପ ସମେତ ବିଭିନ୍ନ ଔଷଧୀୟ ସିରପ କିଣିବା ପାଇଁ ଏବେ ସାରା ଦେଶରେ ଡାକ୍ତରଙ୍କ ପ୍ରେସକ୍ରିପସନ ବାଧ୍ୟତାମୂଳକ ହେବ। ଔଷଧ ନିୟମ, ୧୯୪୫ ସଂଶୋଧନ…

Vaibhav Sooryavanshi: ବୈଭବଙ୍କ ଜେଜେ ଲେଖନ୍ତି ସିଂହ, ହେଲେ କାହିଁକି ନିଜର ସରନେମ ‘ସୂର୍ଯ୍ୟବଂଶୀ’ ବାଛିଲେ କ୍ରିକେଟର? ଜେଜେ କହିଲେ…

ନୂଆଦିଲ୍ଲୀ,୧୬।୬: ସମସ୍ତିପୁରର ତାଜପୁର ନଗର ପରିଷଦ ଅଞ୍ଚଳର ମୋତିପୁର ନିବାସୀ ବୈଭବ ସୂର୍ଯ୍ୟବଂଶୀଙ୍କ ଲୋକପ୍ରିୟତା ବଢ଼ିବା ସହିତ, ଲୋକଙ୍କ ମଧ୍ୟରେ ପ୍ରାୟତଃ ଏକ ପ୍ରଶ୍ନ ଉଠୁଥିଲା: ତାଙ୍କ…

ମେସି-ରୋନାଲ୍ଡୋ ଯଦି ଏକାଠି ହୁଅନ୍ତି ତେବେ ଫିକା ପଡିଯିବ BCCI! ଏମାନଙ୍କ ନେଟ ଓ୍ବର୍ଥ ଶୁଣିଲେ ହୋସ ଉଡିଯିବ

ନୂଆଦିଲ୍ଲୀ,୧୬।୬: ଫୁଟବଲ ବିଶ୍ୱର ସବୁଠାରୁ ଲୋକପ୍ରିୟ ଖେଳ, ପ୍ରାୟ ପ୍ରତ୍ୟେକ ଦେଶରେ ଖେଳାଯାଏ। କ୍ରିକେଟ ଦ୍ୱିତୀୟ ସ୍ଥାନରେ ଅଛି ଏବଂ ବିଶ୍ୱ ଦର୍ଶକଙ୍କ ଉପରେ ଏହାର କବଜାକୁ…

କେନାଲରୁ ମିଳିଲା ୬ ପିତ୍ତଳ ନାଗ, ଦିଗପହଣ୍ଡିରେ ଚର୍ଚ୍ଚା

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ପଞ୍ଚାୟତ ଚକ୍ରପୁର ଗାଁ ନିକଟ କେନାଲରୁ ୬ ଟି ପିତ୍ତଳ ନିର୍ମିତ ନାଗ ମିଳିଛି। ଗ୍ରାମର…

NEET ପୁନଃପରୀକ୍ଷା ପୂର୍ବରୁ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଟେଲିଗ୍ରାମ ଉପରେ ଲାଗିଲା ଅସ୍ଥାୟୀ ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୬।୬: କେନ୍ଦ୍ର ସରକାର NEET-UG ପୁନଃପରୀକ୍ଷା ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଜୁନ ୨୨ ପର୍ଯ୍ୟନ୍ତ ଟେଲିଗ୍ରାମ ବ୍ୟବହାର ଉପରେ ଏକ ଅସ୍ଥାୟୀ କଟକଣା ଜାରି…

କେନ୍ଦୁଝରରେ ଚାଞ୍ଚଲ୍ୟ, ପାରିବାରିକ କଳହରୁ ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

କେନ୍ଦୁଝର,୧୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଟାଉନ୍‌ ଥାନା ଅନ୍ତର୍ଗତ ଜାମୁଡ଼ିହା ଗ୍ରାମରେ ବିଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ୱାମୀଙ୍କ ଆକ୍ରମଣରେ ସ୍ତ୍ରୀଙ୍କ ମୃତ୍ୟୁ ଘଟଣା ଚାଞ୍ଚଲ୍ୟ…

ଶିଳ୍ପ ପ୍ରତିଷ୍ଠା ଦାବିରେ ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ, ଗାଡ଼ି ଚଳାଚଳ ସଂପୂର୍ଣ୍ଣ ବନ୍ଦ

ବଲାଙ୍ଗୀର,୧୬।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜିରେ ମଙ୍ଗଳବାର ୧୨ ଘଂଟିଆ ବନ୍ଦ ପାଳନ କରାଯାଉଛି । ସ୍ଥାନୀୟ ଟ୍ରକ ମାଲିକ ସଂଘ ପକ୍ଷରୁ ୧୨ ଘଣ୍ଟିଆ…

ଭାତହାଣ୍ଡିର ଚାଷୀଙ୍କୁ ହତାଦର, ମାସେ ପରେ ବି ମିଳିପାରିନି ଟୋକନ

ବରଗଡ଼,୧୬।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି । ଆଉ ୨ସପ୍ତାହ ପରେ ଏହି ପ୍ରକ୍ରିୟା ସରିଯିବ। ହେଲେ ଏପର୍ଯ୍ୟନ୍ତ ଜିଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri