ଆଫଗାନିସ୍ତାନରେ ପହଞ୍ଚିଲେ କତାର ପ୍ରଧାନମନ୍ତ୍ରୀ, ପଶ୍ଚିମ ଏସିଆ ରାଜନୀତିରେ ହୋଇପାରେ ବଡ ଧରଣର ପରିବର୍ତ୍ତନ

କାବୁଲ,୧୩।୫: କତାରର ପ୍ରଧାନମନ୍ତ୍ରୀ ତଥା ବୈଦେଶିକ ମନ୍ତ୍ରୀ ଶେଖ ମହମ୍ମଦ ବିନ ଅବଦୁଲ ରହମାନ ଅଲ ଥାନି ଶୁକ୍ରବାର ଆଫଗାନିସ୍ତାନ ଗସ୍ତରେ ଯାଇଛନ୍ତି। କନ୍ଧାରରେ କତାରର ପ୍ରତିନିଧି ମଣ୍ଡଳ ତାଲିବାନର ଶୀର୍ଷ ନେତାଙ୍କ ସହ ସାକ୍ଷାତ୍‌ କରିଛନ୍ତି। କତାର ପ୍ରଧାନମନ୍ତ୍ରୀଙ୍କ ଆଫଗାନିସ୍ତାନ ଗସ୍ତକୁ ନେଇ ବଡ ଧରଣର ଅନୁମାନ କରାଯାଉଛି। ସୂଚନାଯୋଗ୍ୟ, ୨୦୨୦ରେ ଯେତେବେଳେ ଆମେରିକା ଆଫଗାନିସ୍ତାନରୁ ବାହାରି ଆସିଥିଲା ସେତେବେଳେ ଦୁଇ ଦେଶ ମଧ୍ୟରେ ବଥାବାର୍ତ୍ତା ପାଇଁ କତାର ହିଁ ମଧ୍ୟସ୍ଥି ଭୂମିକା ଗ୍ରହଣ କରିଥିଲା।

କତାରର ପ୍ରଧାନମନ୍ତ୍ରୀ ଆଫଗାନିସ୍ତାନର ପ୍ରଧାନମନ୍ତ୍ରୀ ମହମ୍ମଦ ହାସନ ଅଖଣ୍ଡଙ୍କ ସହ ଆଲୋଚନା କରିବେ। ଦୁଇ ନେତାଙ୍କ ମଧ୍ୟରେ ବୈଠକ ପୂର୍ବରୁ ତାଲିବାନ ମୁଖପାତ୍ର ଜାଇବୁଲ୍ଲା ମୁଜାହିଦ ଟୁଇଟ କରି କହିଛନ୍ତି ଯେ ଦୁଇ ଦେଶର ପ୍ରଧାନମନ୍ତ୍ରୀଙ୍କ ବୈଠକରେ ସମ୍ପର୍କକୁ ମଜବୁତ କରିବା ଏବଂ ଦୁଇ ଦେଶ ମଧ୍ୟରେ ବିଶ୍ୱାସ ବୃଦ୍ଧି ଉପରେ ଆଲୋଚନା ହେବ। ଏହା ସହିତ ଶିକ୍ଷା, ସ୍ବାସ୍ଥ୍ୟ ଏବଂ ଅର୍ଥନୈତିକ କ୍ଷେତ୍ରରେ ଆଫଗାନିସ୍ତାନ ଏବଂ ଆଫଗାନିସ୍ତାନ ମଧ୍ୟରେ ସହଯୋଗ ବୃଦ୍ଧି ଉପରେ ଆଲୋଚନା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

ଭବାନୀପାଟଣାରେ କାଳବୈଶାଖୀ କୁଆପଥର ବର୍ଷା,କାର ଉପରେ ପଡ଼ିଲା ଗଛ

ଭବାନୀପାଟଣା,୧୬।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଶନିବାର ଅପରାହ୍ନରେ କାଳବୈଶାଖୀ ହୋଇଥିଲା। ଏହାର ପ୍ରଭାବରେ ଜୋରରେ ପବନ ବୋହିବା ସହ କୁଆପଥର ବର୍ଷା ହୋଇଥିଲା। ପଵନ…

୫ଟଙ୍କା ଶସ୍ତା ହେଲା ପେଟ୍ରୋଲ; ଏହି ସରକାର କମାଇଲେ ତେଲଦାମ୍‌

ଇସଲାମାବଦ,୧୬।୫: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଅନେକ ଦେଶକୁ ପ୍ରଭାବିତ କରୁଛି। ଯେତେବେଳେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପରିବର୍ତ୍ତନ ଘଟେ, ଏହାର ତୁରନ୍ତ ପ୍ରଭାବ ସାଧାରଣ ଲୋକଙ୍କ…

୩୩ କେଭି ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଦିବ୍ୟାଙ୍ଗ ମହିଳା ଗୁରୁତର

ନନ୍ଦପୁର,୧୬ା୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ମାଳିବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମର ଚାଷଜମି ଦେଇ ଯାଇଥିବା ୩୩ କେଭି ବିଦ୍ୟୁତ୍‌ ଲାଇନର ଖୁଣ୍ଟ ଓ ତାର…

ଗୃହ ବିଭାଗ ନିଜ ପାଖରେ ରଖିଲେ ବିଜୟ

ଚେନ୍ନାଇ,୧୬।୫: ତାମିଲନାଡୁର ନବନିର୍ବାଚିତ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ସୁପାରିଶ ଉପରେ କାର୍ଯ୍ୟ କରି ରାଜ୍ୟପାଳ ବିଶ୍ୱନାଥ ଆର୍ଲେକର ରାଜ୍ୟର ନୂତନ କ୍ୟାବିନେଟକୁ ବିଭାଗ ଆବଣ୍ଟନ କରିଛନ୍ତି।…

ଶକ୍ତି ସଙ୍କଟକୁ ନେଇ ବଡ଼ ଚେତାବନୀ ଦେଲେ ମୋଦି

ଆମଷ୍ଟରଡମ,୧୬।୫: ନେଦରଲ୍ୟାଣ୍ଡସର ହେଗରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱକୁ ଶକ୍ତି ସଙ୍କଟ ବିଷୟରେ ସତର୍କ କରାଇ ଦେଇଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଥିଲେ…

Video: ପଡ଼ିଆରେ ଏହି କ୍ରିକେଟରଙ୍କ ମୁଣ୍ଡରେ ଲାଗିଲା ଶକ୍ତ ଆଘାତ

ଇସଲାମାବାଦ,୧୫।୬: ପାକିସ୍ତାନ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ ଶନିବାର (୧୬ ମଇ) ଠାରୁ ଆରମ୍ଭ ହୋଇଛି। ସିଲହଟରେ ଖେଳାଯାଉଥିବା ଏହି ମ୍ୟାଚର ପ୍ରଥମ ଦିନରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri