Odisha Elections 2024
Posted inଫୁରସତ

କପାଳରେ କଲେ QR କୋଡ୍‌ ଟାଟୁ, କାରଣ ଜାଣିଲେ ହୋଇଯିବେ ତାଜୁବ

ଆଜିକାଲି ସବୁଠି ସୋସିଆଲ ମିଡିଆ ଫୋବିଆ । ଯାହାକୁ ଦେଖ କିଛିି ନା କିଛି କରି ଭାଇରାଲ ହେଉଛନ୍ତି। ଅନେକ ଲୋକ ଅଜବ ଜିନିଷ କରି ଟ୍ରୋଲ ବି ହେଉଛନ୍ତି । ନିକଟରେ ଏମିତି ଏକ ଭିଡିଓ ଭାଇରାଲ ହୋଇଛି ଯେଉଁଥିରେ ଜଣେ ବ୍ୟକ୍ତି ତାଙ୍କ କପାଳରେ QR କୋଡ୍‌ ଟାଟୁ କରିଛନ୍ତି। ଆଉ ଏହା କରିବା ପଛର କାରଣ ବି ତାଜୁବ କରିଦେବା ଭଳି।

 

View this post on Instagram

 

A post shared by UNILAD (@unilad)

ଏପରି ଟାଟୁ କରିବା ପଛର କାରଣ ହେଉଛି ଏହି QR କୋଡକୁ ଯେ କେହିବି ସ୍କାନ କରିବେ ତାହା ସିଧା ବ୍ୟକ୍ତିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ଖୋଲିବ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଜାତୀୟ ଡେଙ୍ଗୁ ଦିବସ

ଆମେ ସମ୍ମୁଖୀନ ହେଉଥିବା ସ୍ବାସ୍ଥ୍ୟ ସମସ୍ୟାଗୁଡ଼ିକ ମଧ୍ୟରେ ଡେଙ୍ଗୁ ଅନ୍ୟତମ। ଏଡିସ୍‌ ମଶା ହେଉଛି ଏହାର ବାହକ। ପ୍ରାରମ୍ଭରୁ ଡେଙ୍ଗୁର ଚିକିତ୍ସା କରା ନ ଗଲେ...

ଭାରତ ପ୍ରେମରେ ଜାପାନୀ ସିଇଓ

ବେଙ୍ଗାଲୁରୁ: ଟେକ୍‌ ଜାପାନ କମ୍ପାନୀର ପ୍ରତିଷ୍ଠାତା ତଥା ସିଇଓ ନାଓତାକା ନିଶିୟାମା ଗତ ମାସେ ହେବ ଭାରତ ଗସ୍ତରେ ରହିଛନ୍ତି। ଭାରତରେ ସଂସ୍କୃତି, ମୂଲ୍ୟବୋଧ ଓ ବିବିଧତାକୁ...

୨୦ବର୍ଷ ଧରି ବୋର୍ଡରେ ଖବର ଲେଖୁଛନ୍ତି ସରୋଜ ଚର୍ଚ୍ଚି

ଖବରକାଗଜ ସାଧାରଣତଃ ଛପା ଯାଇଥାଏ। ବିଭିନ୍ନ ଅଞ୍ଚଳରୁ ପ୍ରକାଶନ ହେଉଥିବା ଦୈନିକ, ସାପ୍ତାହିକ, ମାସିକ, ପାକ୍ଷିକ ଆଦି ବିଭିନ୍ନ ଭାଷାର ଏକାଧିକ ସଂସ୍କରଣ ରହିଛି। ଆଞ୍ଚଳିକ,...

ଆଧୁନିକ ନାରୀଙ୍କ ପାଇଁ ଦୃଷ୍ଟାନ୍ତ ‘ନନ୍ଦିନୀ’

ଓଡ଼ିଶା ମାଟିର ସୁଯୋଗ୍ୟା ସନ୍ତାନ ସେ । ଜଣେ ପ୍ରତିଷ୍ଠିତ ଲେଖିକା ହେବା ସହ ରାଜନୀତିରେ ବି ସେ ଥିଲେ ବେଶ୍‌ ପାରଙ୍ଗମ। ଯାହା ତାଙ୍କୁ...

ମା’ ଖୁସି ପାଇଁ..ସବୁ ଖୁସି ପାଦ ତଳେ ଥୋଇ ଦେଇଥିବା ସୁଯୋଗ୍ୟ ସନ୍ତାନ…

ମା’;  ଯାହାର ଜୀବନ ନାଟିକା ତା’ ସନ୍ତାନ ପାଖରେ ଅଟକିଥାଏ। ଯାହାର ସବୁ ସୁଖଦୁଃଖ ତା’ ପିଲା ପାଖରୁ ଆରମ୍ଭ ହୋଇ ତାଙ୍କଠି ହିଁ ସରିଯାଏ।...

ଆଜି ବିଶ୍ୱ ମାତୃ ଦିବସ

ବିଶ୍ୱ ମାତୃ ଦିବସ ହେଉଛି ଏକ ବିଶ୍ୱସ୍ତରୀୟ ଉତ୍ସବ ଯାହାକି ମା’ ଏବଂ ମାତୃଭାଷାଙ୍କୁ ସମ୍ମାନିତ କରିବା ଉଦ୍ଦେଶ୍ୟରେ ପାଳନ କରାଯାଏ। ଏହା ଜଣେ ମା’ର...

ଚଳନ୍ତା ବିମାନରେ ମାରପିଟ

ସାନ୍‌ ଫ୍ରାନ୍ସିସ୍କୋ: ସାମ୍ପ୍ରତିକ ସମୟରେ ବିମାନରେ ଯାତ୍ରା କରିବାବେଳେ ଯାତ୍ରୀଙ୍କ ମଧ୍ୟରେ ଝଗଡ଼ା ଓ ମାରପିଟ ଲାଗିବାର ଅନେକ ଖବର ସାମ୍‌ନାକୁ ଆସିଛି। ସୋସିଆଲ ମିଡିଆର ଯୁଗ...

ହେଲିକପ୍ଟର ଭିତରେ ଅନନ୍ୟ ହୋଟେଲ: ଏଥିରେ ଯାହା ସବୁ ରହିଛି, ଭିଡିଓ ଦେଖିଲେ ହେବେ ଆଶ୍ଚର୍ଯ୍ୟ

ଯେତେବେଳେ ଆପଣ କୌଣସି ସ୍ଥାନକୁ ଯାଆନ୍ତି ସେତେବେଳେ ସ୍ଥାନ କିମ୍ବା ହୋଟେଲରେ ରହିବାକୁ ଚାହାନ୍ତି। ଯାହାର ଆଖପାଖ ପରିବେଶ ଆରାମଦାୟକ ହୋଇଥିବା ଦରକାର। ମାତ୍ର ସବୁବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri