ଭେଲୋର,୧୧।୩: କ୍ୟୁଏସ୍ ର଼୍ୟାଙ୍କିଙ୍ଗ୍ରେ ଭେଲୋର ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି (ଭିଆଇଟି) ଇଞ୍ଜିନିୟରିଂ ଏବଂ ଟେକ୍ନୋଲୋଜି କ୍ଷେତ୍ରରେ ଦେଶର ୧୨ ଶୀର୍ଷ ପ୍ରତିଷ୍ଠାନ ମଧ୍ୟରେ ପ୍ରଥମ ସ୍ଥାନରେ ରହିଛି। କ୍ୟୁଏସ୍ ସବ୍ଜେଷ୍ଟ ର଼୍ୟାଙ୍କିଙ୍ଗ୍ରେ ବିଶ୍ୱର ୪୫୦ ବିଶ୍ୱ ବିଦ୍ୟାଳୟକୁ ସାମିଲ କରାଯାଇଥିଲା। ଏହି ତାଲିକାରେ ଭିଆଇଟିର ୭ ବିଷୟକୁ ସ୍ଥାନିତ କରାଯାଇଛି। କମ୍ପ୍ୟୁଟର ସାଇନ୍ସ ଆଣ୍ଡ ଇନ୍ଫରମେଶନ ସିଷ୍ଟମ, ଇଲେକ୍ଟ୍ରିକାଲ ଆଣ୍ଡ ଇଲେକ୍ଟ୍ରୋନିକ୍ସ ଇଞ୍ଜିନିୟରିଂ, ମେକାନିକାଲ ଇଞ୍ଜିନିୟରିଂ ଏବଂ କେମିଷ୍ଟ୍ରି ଗତ ବର୍ଷ ତୁଳନାରେ ୫୦ ସ୍ଥାନ ଉପରକୁ ଉଠିଛନ୍ତି। ସେହିଭଳି କମ୍ପ୍ୟୁଟର ସାଇନ୍ସ ଏବଂ ଇନ୍ଫରମେଶନ ସିଷ୍ଟମ, ଇଲେକ୍ଟ୍ରିକାଲ ଆଣ୍ଡ ଇଲେକ୍ଟ୍ରୋନିକ୍ସ ଇଞ୍ଜିନିୟରିଂ ଭାରତରେ ଶୀର୍ଷ ୧୦ ମଧ୍ୟରେ ରହିଛନ୍ତି। ଟପ୍ ୩୦୦ ମଧ୍ୟରେ ଇଲେକ୍ଟ୍ରିକାଲ ଆଣ୍ଡ ଇଲେକ୍ଟ୍ରୋନିକ୍ସ ଇଞ୍ଜିନିୟରିଂ, ଟପ୍ ୪୦୦ ମଧ୍ୟରେ ଉଭୟ କମ୍ପ୍ୟୁଟର ସାଇନ୍ସ ଆଣ୍ଡ ଇନ୍ଫରମେଶନ ସିଷ୍ଟମ ଓ ମେକାନିକାଲ ଇଞ୍ଜିନିୟରିଂ ରହିଛି। ର଼୍ୟାଙ୍କିଙ୍ଗ୍ରେ ପ୍ରଥମଥର ଲାଗି ମ୍ୟାଇମେଟିକ୍ସ ଏବଂ ବାୟୋଲୋଜିକାଲ ସାଇନ୍ସ ସାମିଲ ହୋଇଛି। ସାରା ବିଶ୍ୱରେ ଟପ୍ ୫୦୦ ଏବଂ ୬୦୦ ମଧ୍ୟରେ ଏହା ସାମିଲ ହୋଇଥିବା ଅନୁଷ୍ଟାନ ପକ୍ଷରୁ ସୂଚନା ରହିଛି।
‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରସ୍ତ ମିଳିବ ଟଙ୍କା…
ନୂଆଦିଲ୍ଲୀ, ୨୭।୧୨: ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...
ନୂଆବର୍ଷରୁ ବଢିଯିବ ଏସବୁ ଗାଡିର ଦାମ୍, କମ୍ପାନୀଗୁଡିକର ବଡ଼ ଘୋଷଣା, ଜାଣନ୍ତୁ କାହିଁକି?
ନୂଆଦିଲ୍ଲୀ,୨୭।୧୨: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ଭାରତରେ କାର୍ କିଣିବାକୁ ଯୋଜନା କରୁଥିବା ଲୋକଙ୍କୁ ଟିକେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ପ୍ରକୃତରେ,...
୨୦୨୬ରେ ଧନୀ ହେବେ କେମିତି? ଆପଣାନ୍ତୁ ଏହି ୫ଟି ଟ୍ରିକ୍, ହେବେ କୋଟିପତି!
ଆଜିକାଲି ସମସ୍ତେ ଧନୀ ହେବାର ସ୍ୱପ୍ନ ଦେଖନ୍ତି। ସମସ୍ତେ ବଡ଼ ବଡ଼ ଗାଡ଼ିରେ ଗାଡ଼ି ଚଲାଇ ଏକ ବିଳାସପୂର୍ଣ୍ଣ ଘରେ ରହିବାକୁ ଚାହାଁନ୍ତି। କିନ୍ତୁ ଏସବୁ...
ଡିସେମ୍ବର ୩୧ ପୂର୍ବରୁ ଯଦି ନ କରନ୍ତି ଏହି କାମ, ତେବେ ବନ୍ଦ ହୋଇଯିବ ଆପଣଙ୍କର…
ନୂଆଦିଲ୍ଲୀ,୨୭।୧୨: ଯଦି ଆପଣ ଜଣେ କରଦାତା, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। PAN ଏବଂ ଆଧାରକୁ ଲିଙ୍କ କରିବା ଆଉ କେବଳ...
ଫେସବୁକରେ ଭିଡିଓ କରି କମାଇ ପାରିବେ ମୋଟା ଅଙ୍କର ଟଙ୍କା! ଜାଣନ୍ତୁ ପୂରା ପ୍ରକ୍ରିୟା
ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ...
ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!
ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...
୨ଦିନ ଯାଏ ଆସିବନି ଅନଲାଇନରେ ଅର୍ଡର! ଡେଲିଭରି ଏଜେଣ୍ଟ କଲେ ବଡ଼ ଘୋଷଣା
ନୂଆଦିଲ୍ଲୀ,୨୬।୧୨: ୨୦୨୬ରେ ଦରମା ବୃଦ୍ଧିରେ କୌଣସି ବିରାମ ନାହିଁ, ହାରାହାରି ୯% ବୃଦ୍ଧି ପାଇଁ ପ୍ରସ୍ତୁତି ଯୁନିୟନଗୁଡ଼ିକ ଚାକିରି ସୁରକ୍ଷା, ଅଧିକ ମଜୁରୀ, ନିରାପଦ କାର୍ଯ୍ୟ...
ନୂଆବର୍ଷରେ ମହଙ୍ଗା ଯୋଇଯିବ ଏହିସବୁ ଔଷଧ, ଜାଣି ନିଅନ୍ତୁ…
ନୂଆଦିଲ୍ଲୀ,୨୬।୧୨:ସରକାର ଅତ୍ୟାବଶ୍ୟକ ଔଷଧ ପାଇଁ ସୁଲଭ ଏବଂ ନିରାପଦ କଞ୍ଚାମାଲ ସୁନିଶ୍ଚିତ କରିବା ପାଇଁ ନୂତନ ପଦକ୍ଷେପ ନେଉଛନ୍ତି, କିନ୍ତୁ ଔଷଧ ଶିଳ୍ପ ବିଶେଷଜ୍ଞମାନେ ଭୟ...
Archives


