ଭେଲୋର,୧୧।୩: କ୍ୟୁଏସ୍ ର଼୍ୟାଙ୍କିଙ୍ଗ୍ରେ ଭେଲୋର ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି (ଭିଆଇଟି) ଇଞ୍ଜିନିୟରିଂ ଏବଂ ଟେକ୍ନୋଲୋଜି କ୍ଷେତ୍ରରେ ଦେଶର ୧୨ ଶୀର୍ଷ ପ୍ରତିଷ୍ଠାନ ମଧ୍ୟରେ ପ୍ରଥମ ସ୍ଥାନରେ ରହିଛି। କ୍ୟୁଏସ୍ ସବ୍ଜେଷ୍ଟ ର଼୍ୟାଙ୍କିଙ୍ଗ୍ରେ ବିଶ୍ୱର ୪୫୦ ବିଶ୍ୱ ବିଦ୍ୟାଳୟକୁ ସାମିଲ କରାଯାଇଥିଲା। ଏହି ତାଲିକାରେ ଭିଆଇଟିର ୭ ବିଷୟକୁ ସ୍ଥାନିତ କରାଯାଇଛି। କମ୍ପ୍ୟୁଟର ସାଇନ୍ସ ଆଣ୍ଡ ଇନ୍ଫରମେଶନ ସିଷ୍ଟମ, ଇଲେକ୍ଟ୍ରିକାଲ ଆଣ୍ଡ ଇଲେକ୍ଟ୍ରୋନିକ୍ସ ଇଞ୍ଜିନିୟରିଂ, ମେକାନିକାଲ ଇଞ୍ଜିନିୟରିଂ ଏବଂ କେମିଷ୍ଟ୍ରି ଗତ ବର୍ଷ ତୁଳନାରେ ୫୦ ସ୍ଥାନ ଉପରକୁ ଉଠିଛନ୍ତି। ସେହିଭଳି କମ୍ପ୍ୟୁଟର ସାଇନ୍ସ ଏବଂ ଇନ୍ଫରମେଶନ ସିଷ୍ଟମ, ଇଲେକ୍ଟ୍ରିକାଲ ଆଣ୍ଡ ଇଲେକ୍ଟ୍ରୋନିକ୍ସ ଇଞ୍ଜିନିୟରିଂ ଭାରତରେ ଶୀର୍ଷ ୧୦ ମଧ୍ୟରେ ରହିଛନ୍ତି। ଟପ୍ ୩୦୦ ମଧ୍ୟରେ ଇଲେକ୍ଟ୍ରିକାଲ ଆଣ୍ଡ ଇଲେକ୍ଟ୍ରୋନିକ୍ସ ଇଞ୍ଜିନିୟରିଂ, ଟପ୍ ୪୦୦ ମଧ୍ୟରେ ଉଭୟ କମ୍ପ୍ୟୁଟର ସାଇନ୍ସ ଆଣ୍ଡ ଇନ୍ଫରମେଶନ ସିଷ୍ଟମ ଓ ମେକାନିକାଲ ଇଞ୍ଜିନିୟରିଂ ରହିଛି। ର଼୍ୟାଙ୍କିଙ୍ଗ୍ରେ ପ୍ରଥମଥର ଲାଗି ମ୍ୟାଇମେଟିକ୍ସ ଏବଂ ବାୟୋଲୋଜିକାଲ ସାଇନ୍ସ ସାମିଲ ହୋଇଛି। ସାରା ବିଶ୍ୱରେ ଟପ୍ ୫୦୦ ଏବଂ ୬୦୦ ମଧ୍ୟରେ ଏହା ସାମିଲ ହୋଇଥିବା ଅନୁଷ୍ଟାନ ପକ୍ଷରୁ ସୂଚନା ରହିଛି।
୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ
ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…
ଚିନି ପରେ ଏବେ ଗୁଡ଼ ହେଲା ମହଙ୍ଗା, ଦୁଇଗୁଣା ବଢିଲା ଦର; ଜାଣନ୍ତୁ ଦାମ ବଢ଼ିବାର କାରଣ
ନୂଆଦିଲ୍ଲୀ,୨୫।୮: ଗତ କିଛି ଦିନ ଧରି ଚିନିର ବଢ଼ୁଥିବା ଦାମ ଲୋକଙ୍କ ଚିନ୍ତା ବଢ଼ାଇଥିବା ବେଳେ ଏବେ ଗୁଡ଼ ମଧ୍ୟ ମହଙ୍ଗା ହୋଇଛି। ଚିନି ପରେ ଗୁଡ଼ର…
ସରକାରଙ୍କ ବଡ଼ ଘୋଷଣା: ଏହି ୫ ସହରରେ ମିଳିବ ୩୫ ଟଙ୍କା କିଲୋରେ ପିଆଜ
ନୂଆଦିଲ୍ଲୀ,୨୫।୮: ପର୍ବପର୍ବାଣୀ ଋତୁ ଆସୁଥିବା ବେଳେ ଦେଶରେ ବଢ଼ୁଥିବା ପିଆଜ ଦରକୁ ନିୟନ୍ତ୍ରଣ କରିବାକୁ କେନ୍ଦ୍ର ସରକାର ନିଜର ବଫର ଷ୍ଟକ୍କୁ ପିଆଜ ବଜାରକୁ ଛାଡ଼ିବା ଆରମ୍ଭ…
ଏହି ଦିନ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ, ଲଗାତାର ୪ ଦିନ ବନ୍ଦ ରହିବ…
ନୂଆଦିଲ୍ଲୀ,୨୫ା୮: ୫ ଦିନିଆ ବ୍ୟାଙ୍କିଙ୍ଗ୍ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ବିଳମ୍ବ, କାର୍ଯ୍ୟଦକ୍ଷତା ଭିତ୍ତିକ ପ୍ରୋତ୍ସାହନ (ପିଏଲ୍ଆଇ) ଯୋଜନାକୁ ନେଇ ମତଭେଦ, ପେନ୍ସନ ସମ୍ବନ୍ଧୀୟ ସମସ୍ୟା ଓ ଆହୁରି…
ଗହମକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ବର୍ଷେ ପରେ ହଟିଲା କଟକଣା
ନୂଆଦିଲ୍ଲୀ,୨୪।୮: ଭାରତ ସରକାର ଗହମ ରପ୍ତାନି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି। ଡାଇରେକ୍ଟରେଟ ଜେନେରାଲ ଅଫ ଫରେନ ଟ୍ରେଡ (DGFT) ପକ୍ଷରୁ ଜାରି ନୋଟିଫିକେସନରେ ଏହି…
ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…
ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…
SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍ ଥିଲେ ମିଳିବନି…
ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…
ଖୁସିଖବର: ମାତ୍ର ୧୩-୧୪ ଟଙ୍କାରେ ମିଳୁଛି ଚିନି! ଜାଣନ୍ତୁ କିଏ ପାଇପାରିବେ ଏହି ସୁବିଧା
ନୂଆଦିଲ୍ଲୀ,୨୪।୮: ଚିନିର ଦର ଲଗାତାର ବଢ଼ିବାରୁ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ବଢ଼ିଛି। ଦୈନନ୍ଦିନ ରୋଷେଇରେ ଚିନିର ବ୍ୟବହାର ହେଉଥିବା ବେଳେ ପର୍ବପର୍ବାଣୀ ସମୟରେ ଏହାର…
Archives

