Posted inଖେଳ

କ୍ୱାଲିଫାୟର-୧: ହୋଇପାରେ ହାଇସ୍କୋରିଂ ମ୍ୟାଚ୍‌

ଧର୍ମଶାଳା,୨୬ା୫; ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏସନ ଷ୍ଟାଡିୟମ ଧର୍ମଶାଳାରେ ମଙ୍ଗଳବାର କ୍ୱାଲିଫାୟର-୧ ମ୍ୟାଚ୍‌ ଖେଳାଯିବ। ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି) ପରସ୍ପରକୁ ଭେଟିବେ। ଏହି ମ୍ୟାଚ୍‌ର ବିଜେତା ସିଧାସଳଖ ଫାଇନାଲରେ ପ୍ରବେଶ କରିବ। ଏପରିକି ପରାଜିତ ହୋଇଥିବା ଦଳ ଶୁକ୍ରବାର କ୍ୱାଲିଫାୟର-୨ ମ୍ୟାଚ୍‌ରେ ଏଲିମିନେଟର ବିଜେତା ଦଳକୁ ଭେଟିବ।

ଅନ୍ୟପକ୍ଷେ ଧର୍ମଶାଳାରେ ଚଳିତ ଆଇପିଏଲ୍‌ରେ ଖେଳାଯାଇଥିବା ୩ ମ୍ୟାଚ୍‌ ହାଇସ୍କୋରିଂ ରହିଥିଲା। ବ୍ୟାଟରଙ୍କ ଭଳି ପେସରଙ୍କୁ ମଧ୍ୟ ଏଠାକାର ପିଚ୍‌ ସୁହାଏ। ପ୍ରାରମ୍ଭିକ ଭାବେ ଏଠାରେ ବଲକୁ ଅତିରିକ୍ତ ବାଉନ୍ସ ଓ ସିମ ମୁଭମେଣ୍ଟ ମିଳିଥାଏ। ଏଠାରେ ଖେଳାଯାଇଥିବା ପ୍ରତ୍ୟେକ ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରିଥିବା ଦଳ ୨୦୦ ଛୁଇଁଛି ନ ହେଲେ ଅତିକ୍ରମ କରିଛି। ଏଣୁ ପାଓ୍ବାରପ୍ଲେରେ କେଉଁ ଦ ଅଧିକ ସ୍କୋର କରୁଛି, ତାହା ଉପରେ ମ୍ୟାଚ୍‌ର ଫଳାଫଳ ନିର୍ଭର କରିବ।


Enter your email to get our daily news in your inbox.

All Right Reserved By Dharitri.Com

କଥା ଓ କାମରେ ପ୍ରଭେଦ

ହିନ୍ଦୁତ୍ୱବାଦୀ ଚିନ୍ତାଧାରାରେ ଥିବା ଭାରତ ସମ୍ପୂର୍ଣ୍ଣ ଭାବେ ଏକ ସମ୍ପ୍ରଦାୟଭିତ୍ତିକ ରାଷ୍ଟ୍ର ନୁହେଁ ବୋଲି ମୁଁ ପୂର୍ବରୁ ଲେଖିଛି। ମୋ ଯୁକ୍ତି ହେଉଛି, ୨୦୦୮ ପୂର୍ବରୁ ନେପାଳ…

ଏଇ ଭାରତରେ

ଜଙ୍ଗଲରେ ବାସସ୍ଥାନ ଓ ଖାଦ୍ୟ ଅଭାବ ଯୋଗୁ ହାତୀମାନେ ଜନବସତି ଆଡ଼କୁ ମୁହଁାଉଛନ୍ତି। ଫସଲ ଓ ଧନଜୀବନ ରକ୍ଷା କରିବା ପାଇଁ ମଣିଷ ସେମାନଙ୍କର ମୁକାବିଲା କରୁଛି।…

ବୈଶ୍ୱିକ କ୍ଷୁଧା ସୂଚକାଙ୍କରେ ଭାରତ

ଚଳିତ ୨୦୨୬ ମସିହାରେ ଗଣନା କରାଯାଇଥିବା ବୈଶ୍ୱିକ କ୍ଷୁଧା ସୂଚକାଙ୍କରେ ୧୨୨ଟି ଦେଶ ମଧ୍ୟରେ ଭାରତ ୧୦୩ତମ ସ୍ଥାନ ଅଧିକାର କରିଛି। ଏ କ୍ଷେତ୍ରରେ ଅର୍ଥନୈତିକ ଦୃଷ୍ଟିକୋଣରୁ…

ରହସ୍ୟଘେରରେ ନିଖୋଜ ଶିଶୁ

ସଭ୍ୟତାର କ୍ରମବିକାଶ ସହ ତାଳ ଦେଇ ଅନେକ ଅରୁଚିକର ଘଟଣା ପ୍ରତ୍ୟହ ସଂଘଟିତ ହୋଇ ଆମ ସଂସ୍କୃତି, ଐତିହ୍ୟ ଓ ଉଚ୍ଚ ପରମ୍ପରା ପ୍ରତି ଆହ୍ବାନ ସୃଷ୍ଟି…

କଥା ଓ କାମରେ ପ୍ରଭେଦ

ହିନ୍ଦୁତ୍ୱବାଦୀ ଚିନ୍ତାଧାରାରେ ଥିବା ଭାରତ ସମ୍ପୂର୍ଣ୍ଣ ଭାବେ ଏକ ସମ୍ପ୍ରଦାୟଭିତ୍ତିକ ରାଷ୍ଟ୍ର ନୁହେଁ ବୋଲି ମୁଁ ପୂର୍ବରୁ ଲେଖିଛି। ମୋ ଯୁକ୍ତି ହେଉଛି, ୨୦୦୮ ପୂର୍ବରୁ ନେପାଳ…

ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବ: ବନ୍ୟା ଜଳରୁ ୧୦ କୃଷ୍ଣସାର ଉଦ୍ଧାର, ୨ ମୃତ

ଗଞ୍ଜାମ,୧।୧୧,(ଅନାଥ ତରାଇ ): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ଋଷିକୁଲ୍ୟା ନଦୀରେ ଆସିଥିବା ବନ୍ୟା ଯୋଗୁ ଗଞ୍ଜାମ ବ୍ଲକର ବିଭିନ୍ନ ଅଞ୍ଚଳରେ କେତେକ କୃଷ୍ଣସାର ମୃଗ ଭାସିଯାଉଥିବା ଦେଖିବାକୁ…

ଚଳଚ୍ଚିତ୍ର ନିର୍ଦ୍ଦେଶକ ସଞ୍ଜୟ ଗୁପ୍ତାଙ୍କ ପରଲୋକ

ନୂଆଦିଲ୍ଲୀ, ୧।୧୧: ‘କାଣ୍ଟେ’, ‘ସୁଟ୍‌ଆଉଟ ଆଟ୍‌ ଲୋଖଣ୍ଡୱାଲା’ ଏବଂ ‘କାବିଲ’ ଭଳି ଚଳଚ୍ଚିତ୍ରର ନିର୍ଦ୍ଦେଶନା ପାଇଁ ଜଣାଶୁଣା ଚଳଚ୍ଚିତ୍ର ନିର୍ମାତା ସଞ୍ଜୟ ଗୁପ୍ତାଙ୍କର ୫୯ ବର୍ଷ ବୟସରେ…

ବାତ୍ୟାଞ୍ଚଳ ବୁଲି ଲୋକଙ୍କ ସମସ୍ୟା ବୁଝିଲେ ବ୍ରହ୍ମପୁର ଏମ୍‌ପି

ଦିଗପହଣ୍ଡି,୩୧।୧୦(ଅଶେଷ ନାଥ ମିଶ୍ର): ବ୍ରହ୍ମପୁର ଏମ୍‌ପି ଡ.ପ୍ରଦୀପ ପାଣିଗ୍ରାହୀ ଶନିବାର ଦିଗପହଣ୍ଡି ବ୍ଳକ ଗସ୍ତରେ ଆସି ବାତ୍ୟା ଅର୍ଣ୍ଣବର କରାଳ ରୂପରେ କ୍ଷତିଗ୍ରସ୍ତ ହୋଇଥିବା ବିଭିନ୍ନ ଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?