ଭୁବନେଶ୍ୱର,୧୧।୧: ବର୍ତ୍ତମାନ ଗ୍ରାହକ ସୁଲଭ ମୂଲ୍ୟରେ ଗୁଣାତ୍ମକ ସାମଗ୍ରୀ ପାଇବା ସହିତ ଆବଶ୍ୟକ ସହାୟତା ମଧ୍ୟ ସହଜରେ ପାଇପାରିବେ ବୋଲି କାଜାରିଆ ଟାଇଲ୍ସର ଓଡ଼ିଶା ମୁଖ୍ୟ ତ୍ରିବିକ୍ରମ ନନ୍ଦ କହିଛନ୍ତି। ଏପରିକି ଉତ୍ପାଦର ଗୁଣବତ୍ତା ଓ ବ୍ୟବହାର ଉପରେ ମଧ୍ୟ ଶତପ୍ରତିଶତ ସହାୟତା ସହ କାଜାରିଆର ଗୁଣବତ୍ତା, ପ୍ରତିଯୋଗିତାମୂଳକ ମୂଲ୍ୟ, ଲୋକପ୍ରିୟତା ବୃଦ୍ଧି ଦିଗରେ ମଧ୍ୟ ନନ୍ଦ ଗୁରୁତ୍ୱ ଦେଇଥିବାବେଳେ ଗ୍ରାହକ ସନ୍ତୁଷ୍ଟି ଓ ଉତ୍ତମ ଗ୍ରାହକ ସେବା ଉପରେ ମଧ୍ୟ ସେ ଗୁରୁତ୍ୱାରୋପ କରିଥିଲେ। ଉଲ୍ଲେଖଯୋଗ୍ୟ, ମନ୍ତ୍ରୀ ଷ୍ଟୋନ୍ ଇଣ୍ଟରନ୍ୟାଶନାଲ ଆନୁକୂଲ୍ୟରେ ‘କାଜାରିଆ’ର ଏକ୍ସକ୍ଲୁସିଭ ଆଉଟ୍ଲେଟ୍ ଗୁରୁବାର ରସୁଲଗଡ଼ର ପଳାଶୁଣୀଠାରେ ଉଦ୍ଘାଟିତ ହୋଇଯାଇଛି। ଏହି ଅବସରରେ କିଟ୍, କିସ୍ ଓ କିମ୍ସର ପ୍ରତିଷ୍ଠାତା ପ୍ରଫେସର ଡ. ଅଚ୍ୟୁତ ସାମନ୍ତ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ମନ୍ତ୍ରୀ ଷ୍ଟୋନ୍ ଇଣ୍ଟରନ୍ୟାଶନାଲର ଏମ୍ଡି ଶ୍ୟାମସୁନ୍ଦର ମନ୍ତ୍ରୀଙ୍କ ସମେତ ମନ୍ତ୍ରୀ ଗ୍ରୁପ୍ ଅଫ୍ କମ୍ପାନିଜ୍ର ଜଗଦୀଶ ମାହେଶ୍ୱରୀ, ରୋନକ ମାନ୍ଧନା ଓ ନୀତେଶ ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ। ଏ ସମ୍ପର୍କରେ ମନ୍ତ୍ରୀ ଷ୍ଟୋନ୍ ଇଣ୍ଟରନ୍ୟାଶନାଲର ଏମ୍ଡି ଶ୍ୟାମସୁନ୍ଦର ମନ୍ତ୍ରୀ କାଜାରିଆ ଟାଇଲ୍ସର ଗୁଣବତ୍ତା ଏବଂ ଦୈନନ୍ଦୀନ ଜୀବନରେ ଏହାର ବ୍ୟବହାର ସମ୍ପର୍କରେ ବିସ୍ତୃତ ଭାବେ ଆଲୋକପାତ କରିଥିଲେ।
ଦେଶୀ ବନ୍ଧୁକ ଜବତ, ଜଣେ ଗିରଫ
ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ପୋଲିସ ରବିବାର ଉକ୍ତ ଥାନା ଅନ୍ତର୍ଗତ ଧଉରାଖମଣ ଗ୍ରାମର କେଶବ ହେମ୍ରମ (୩୦)…
ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…
ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…
ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…
ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…
ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…
ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…
ବସ୍ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ
ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…
ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ
ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…
ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍, ମରାମତି ହେଲା ‘ମରଣଯନ୍ତା’
ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…
ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ
ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…
Archives

