ଯୁବବର୍ଗଙ୍କୁ ଗୁଣାତ୍ମକ ତାଲିମ

ଭୁବନେଶ୍ୱର୨୨।୧୨: ଡାଲମିଆ ସିମେଣ୍ଟ ଭାରତ ଲିମିଟେଡ୍‌ (ଡିସିବିଏଲ୍‌)ର ସହଯୋଗୀ ସଂସ୍ଥା ଡାଲମିଆ ଭାରତ ଫାଉଣ୍ଡେଶନ (ଡିବିଏଫ୍‌) ଦ୍ୱାରା ଦୀକ୍ଷା ଶିକ୍ଷାନବିସଙ୍କ ପାଇଁ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମ ନିକଟରେ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି ଡିବିଏଫ୍‌ ଓ ନ୍ୟାଶନାଲ ବ୍ୟାଙ୍କ ଫର୍‌ ଏଗ୍ରିକଲଚର ଆଣ୍ଡ ରୁରାଲ ଡେଭଲପମେଣ୍ଟ (ନାବାର୍ଡ)ର ମିଳିତ ସଯୋଗରେ ଦୀକ୍ଷା ଶିକ୍ଷାନବିସଙ୍କ ପାଇଁ ଏକ ବିଦାୟୀ ଉତ୍ସବର ଆୟୋଜନ କରାଯାଇଥିଲା। ଏପରିକି ସଫଳତାର ସହ ତାଲିମ ଶେଷ କରିଥିବା ପ୍ରାୟ ୧୯୦ ଜଣ ଶିକ୍ଷାନବିସ(ଛାତ୍ର)ଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା। ଏହି ଅବସରରେ ନାବାର୍ଡର ଡିଡିଏମ୍‌ ତାପସ କୁମାର ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ରାଜଗାଙ୍ଗପୁର ୟୁକୋ ବ୍ୟାଙ୍କର ଶାଖା ପରିଚାଳକ ବିକାଶ ପଟ୍ଟନାୟକଙ୍କ ସମେତ ଡାଲମିଆ ଭାରତ ଫାଉଣ୍ଡେଶନର ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

ଏ ସମ୍ପର୍କରେ ଡିସିବିଏଲ୍‌ର କାର୍ଯ୍ୟନିର୍ବାହୀ ନର୍ଦ୍ଦେଶକ ତଥା ରାଜଗାଙ୍ଗପୁର ୟୁନିଟ୍‌ ହେଡ୍‌ ଚେତନ ଶ୍ରୀବାସ୍ତବ କହିଛନ୍ତି, ଯୁବବର୍ଗ ସଶକ୍ତ ହେବା ଏବଂ ଭବିଷ୍ୟତରେ ଆଗକୁ ବଢ଼ିବାକୁ ଉଦ୍ୟମ କରୁଥିବା ଦେଖି ଅତ୍ୟନ୍ତ ଆନନ୍ଦିତ ଲାଗୁଛି। ଅବହେଳିତ ଯୁବବର୍ଗଙ୍କୁ ଗୁଣାମତ୍କ ତାଲିମ ଯୋଗାଇଦେବାର ପ୍ରତିବଦ୍ଧତା ନେଇ ଆମେ ଭାରତକୁ କୁଶଳୀ ରାଷ୍ଟ୍ରରେ ପରିଣତ କରିବା ଦିଗରେ ଅବଦାନ ରଖିବା ଏବଂ ଏକ ଆମତ୍ନିର୍ଭର ଭାରତ ଗଠନ କରିବାକୁ ଚାହୁଁଛୁ।


Enter your email to get our daily news in your inbox.

All Right Reserved By Dharitri.Com

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ହୁକିଟୋଲାର ସୌନ୍ଦର୍ଯ୍ୟ

ମହାକାଳପଡ଼ା,୩୦ା୧୨ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଙ୍ଗୋପସାଗର ନୀଳ ଜଳରାଶି ସହ ବିଶାଳ ବାଲୁକା ଶଯ୍ୟା ଆଇଲାଣ୍ଡ ହୁକିଟୋଲା ସୌନ୍ଦର୍ଯ୍ୟ ପର୍ଯ୍ୟଟକଙ୍କୁ ଖୁବ୍‌...

ଭୟଙ୍କର ଦୁର୍ଘଟଣା: ନିୟନ୍ତ୍ରଣ ହରାଇ ଘାଇକୁ ଖସିଲା ବସ୍, ୭ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୩୦।୧୨: ଉତ୍ତରାଖଣ୍ଡରୁ ବଡ଼ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି । ଅଲମୋରା ଜିଲାରେ ଏକ ଯାତ୍ରୀବାହୀ ବସ ନିୟନ୍ତ୍ରଣ ହରାଇ ଘାଇକୁ ଖସି ଯାଇଥିଲା ।...

ୟାମିଙ୍କ ଇଚ୍ଛା

ମୁମ୍ବାଇ: ଆଦିତ୍ୟ ଧରଙ୍କ ଫିଲ୍ମ ‘ଧୁରନ୍ଧର’ ୨୦୨୫ର ସବୁଠାରୁ ବଡ଼ ଫିଲ୍ମ ହୋଇଛି। ଏହି ଫିଲ୍ମଟି ସାରା ବିଶ୍ୱରେ ୧୦୦୦ କୋଟିରୁ ଅଧିକ ଆୟ କରିଛି।...

ଜିଲା ପାଇଁ ଗୌରବ ଆଣିଲେ ନେହେରୁ: ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ…

ନୂଆପଡା,୩୦।୧୨(ମକାରୁ ବେମାଲ): ନୂଆପଡା ସଦର ବ୍ଲକ ଭାଲେଶ୍ବର ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଲୟର ଦଶମ ଶ୍ରେଣୀ ଛାତ୍ର ରାଜ୍ୟସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ ମେଳାରେ ଦ୍ବିତୀୟ ସ୍ଥାନ...

ଡାଲୋଲ ସବୁଠୁ ଗରମ ସ୍ଥାନ

ଲୋକମାନେ ଯେବେ ଅତ୍ୟଧିକ ଗରମ ସ୍ଥାନ ବିଷୟରେ କଥା ହୁଅନ୍ତି, ସେମାନେ ସାଧାରଣତଃ ସାହାରା କିମ୍ବା ମଧ୍ୟପ୍ରାଚ୍ୟର ସହରଗୁଡ଼ିକ ପରି ମରୁଭୂମି ବିଷୟରେ ଚିନ୍ତା କରନ୍ତି।...

ପ୍ରେମରେ ପଡ଼ିଛନ୍ତି ପ୍ରିୟଙ୍କା ଗାନ୍ଧୀଙ୍କ ପୁଅ: ଏହି ଯୁବତୀ ହେବେ ଭଦ୍ରା ପରିବାରର ବୋହୂ

ନୂଆଦିଲ୍ଲୀ,୩୦।୧୨:କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଏବଂ ରବର୍ଟ ଭଦ୍ରାଙ୍କ ପୁଅ ରେହାନ ପ୍ରେମରେ ପଡ଼ିଛନ୍ତି। ଭଦ୍ରା ପରିବାରର ଭବିଷ୍ୟତ ବୋହୂ ହେଉଛନ୍ତି ଅଭିଭା ବେଗ ।...

ଖାଲେଦା ଜିଆଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୋଦି

ନୂଆଦିଲ୍ଲୀ,୩୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଏବଂ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷା ବେଗମ ଖାଲେଦା ଜିଆଙ୍କ ବିୟୋଗରେ ଶୋକ ପ୍ରକାଶ...

PEOଙ୍କ ଘରେ ପଶିଲା ଭିଜିଲାନ୍ସ: ଜାରି ରହିଛି ଚଢାଉ

ହାଟଡ଼ିହୀ,୩୦।୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହି ବ୍ଲକ PEO(କାର୍ଯ୍ୟନିର୍ବାହୀ ଅଧିକାରୀ) ଜିତେନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଛି। ବସନ୍ତିଆସ୍ଥିତ ତାଙ୍କ ବାସଭବନରେ ଭିଜିଲାନ୍ସ ଚଢାଉ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri