ଯୁବବର୍ଗଙ୍କୁ ଗୁଣାତ୍ମକ ତାଲିମ

ଭୁବନେଶ୍ୱର୨୨।୧୨: ଡାଲମିଆ ସିମେଣ୍ଟ ଭାରତ ଲିମିଟେଡ୍‌ (ଡିସିବିଏଲ୍‌)ର ସହଯୋଗୀ ସଂସ୍ଥା ଡାଲମିଆ ଭାରତ ଫାଉଣ୍ଡେଶନ (ଡିବିଏଫ୍‌) ଦ୍ୱାରା ଦୀକ୍ଷା ଶିକ୍ଷାନବିସଙ୍କ ପାଇଁ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମ ନିକଟରେ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି ଡିବିଏଫ୍‌ ଓ ନ୍ୟାଶନାଲ ବ୍ୟାଙ୍କ ଫର୍‌ ଏଗ୍ରିକଲଚର ଆଣ୍ଡ ରୁରାଲ ଡେଭଲପମେଣ୍ଟ (ନାବାର୍ଡ)ର ମିଳିତ ସଯୋଗରେ ଦୀକ୍ଷା ଶିକ୍ଷାନବିସଙ୍କ ପାଇଁ ଏକ ବିଦାୟୀ ଉତ୍ସବର ଆୟୋଜନ କରାଯାଇଥିଲା। ଏପରିକି ସଫଳତାର ସହ ତାଲିମ ଶେଷ କରିଥିବା ପ୍ରାୟ ୧୯୦ ଜଣ ଶିକ୍ଷାନବିସ(ଛାତ୍ର)ଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା। ଏହି ଅବସରରେ ନାବାର୍ଡର ଡିଡିଏମ୍‌ ତାପସ କୁମାର ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ରାଜଗାଙ୍ଗପୁର ୟୁକୋ ବ୍ୟାଙ୍କର ଶାଖା ପରିଚାଳକ ବିକାଶ ପଟ୍ଟନାୟକଙ୍କ ସମେତ ଡାଲମିଆ ଭାରତ ଫାଉଣ୍ଡେଶନର ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

ଏ ସମ୍ପର୍କରେ ଡିସିବିଏଲ୍‌ର କାର୍ଯ୍ୟନିର୍ବାହୀ ନର୍ଦ୍ଦେଶକ ତଥା ରାଜଗାଙ୍ଗପୁର ୟୁନିଟ୍‌ ହେଡ୍‌ ଚେତନ ଶ୍ରୀବାସ୍ତବ କହିଛନ୍ତି, ଯୁବବର୍ଗ ସଶକ୍ତ ହେବା ଏବଂ ଭବିଷ୍ୟତରେ ଆଗକୁ ବଢ଼ିବାକୁ ଉଦ୍ୟମ କରୁଥିବା ଦେଖି ଅତ୍ୟନ୍ତ ଆନନ୍ଦିତ ଲାଗୁଛି। ଅବହେଳିତ ଯୁବବର୍ଗଙ୍କୁ ଗୁଣାମତ୍କ ତାଲିମ ଯୋଗାଇଦେବାର ପ୍ରତିବଦ୍ଧତା ନେଇ ଆମେ ଭାରତକୁ କୁଶଳୀ ରାଷ୍ଟ୍ରରେ ପରିଣତ କରିବା ଦିଗରେ ଅବଦାନ ରଖିବା ଏବଂ ଏକ ଆମତ୍ନିର୍ଭର ଭାରତ ଗଠନ କରିବାକୁ ଚାହୁଁଛୁ।


Enter your email to get our daily news in your inbox.

All Right Reserved By Dharitri.Com

କଙ୍ଗନାଙ୍କ ବିବାଦୀୟ ବୟାନର ଜବାବ ରଖିଲା CJP

ନୂଆଦିଲ୍ଲୀ,୨୮।୭: ଭାଜପା ଏମପି କଙ୍ଗନା ରାଣାୱତଙ୍କ Gen-Z ସମ୍ପର୍କରେ ମନ୍ତବ୍ୟକୁ ନେଇ ବିବାଦ ଦେଖାଦେଇଛି; ସେ Gen-Zକୁ ‘ଜେନେରେଶନ ଗଟର’ ବୋଲି କହିଥିଲେ। ‘କକ୍ରୋଚ ଜନତା ପାର୍ଟି’ର…

ଶ୍ରାବଣରେ ଏହି ୩ ଗ୍ରହଙ୍କ ଚାଲିରେ ହେବ ବଡ଼ ପରିବର୍ତ୍ତନ, ୪ ରାଶିଙ୍କ ବଢ଼ିପାରେ ସମସ୍ୟା! ରୁହନ୍ତୁ ସତର୍କ…

ଶ୍ରାବଣ ମାସରେ ଭଗବାନ ଶିବଙ୍କୁ ପୂଜା କରାଯାଏ। ଏହି ମାସରେ ମହାଦେବଙ୍କ ବିଶେଷ ପୂଜାର୍ଚ୍ଚନା ଏବଂ ଜଳାଭିଷେକର ବିଧାନ ରହିଛି। ଦୃକ ପଞ୍ଚାଙ୍ଗ ଅନୁସାରେ, ଏହି ବର୍ଷ…

ପୁଅ ନେଲା ବାପାଙ୍କ ଜୀବନ

କୁଚିଣ୍ଡା,୨୮।୭(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ଧୂଡିପାଲି ପଞ୍ଚାୟତ ମନାପାଲି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳହକୁ କେନ୍ଦ୍ର କରି ପୁଅର…

ଶ୍ରାବଣ ସୋମବାର ପାଇଁ ଅଛି କି ସ୍ୱତନ୍ତ୍ର ଡ୍ରେସ କୋଡ? ଜାଣନ୍ତୁ ଜିନ୍ସ-ଟିସାର୍ଟ ପିନ୍ଧି ପୂଜା କରିପାରିବେ କି ନାହିଁ…

ସନାତନ ଧର୍ମରେ ଶ୍ରାବଣ ମାସକୁ ଅତ୍ୟନ୍ତ ପବିତ୍ର, ମଙ୍ଗଳକାରୀ ଏବଂ ଆଧ୍ୟାତ୍ମିକ ଦୃଷ୍ଟିକୋଣରୁ ବିଶେଷ ଗୁରୁତ୍ୱପୂର୍ଣ୍ଣ ସମୟ ଭାବରେ ବିବେଚନା କରାଯାଏ। ଏହି ମାସ ଭଗବାନ ଶିବଙ୍କୁ…

ଅଧିନାୟକ ବଦଳରେ ଅଧିନାୟକ… ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସକୁ ସବୁଠାରୁ ବଡ଼ ପ୍ରସ୍ତାବ ଦେଇଛି ଦିଲ୍ଲୀ କ୍ୟାପିଟାଲ୍ସ

ନୂଆଦିଲ୍ଲୀ,୨୮।୭: ପାଞ୍ଚଥରର IPL ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଆଗାମୀ ସିଜିନ ପୂର୍ବରୁ ସେମାନଙ୍କର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ Trade କରିବାକୁ ମନସ୍ଥ କରିସାରିଛି। ଅନେକ ଦଳ ହାର୍ଦ୍ଦିକଙ୍କ…

ଘରୁ ମା’, କେନାଲରୁ ଝିଅ: ଏକାସାଥିରେ ମିଳିଲା ଦୁଇ ମୃତଦେହ, ରହସ୍ୟମୟ ଘଟଣାରେ ଥରହର ଅଞ୍ଚଳ

ଉଦଳା, ୨୮।୭(ସନ୍ତୋଷ କୁମାର ବାଛିନୀ): ଘରୁ ମିଳିଲା ମା ଏବଂ ଦିବ୍ୟାଙ୍ଗ ଝିଅର ମୃତଦେହ । ଯାହା ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଉଦଳା…

ଲଗାଣ ବର୍ଷାରେ ଗ୍ରାମବାସୀ ଜଳବନ୍ଦୀ

ଉଦଳା,୧୬ା୭(ସନ୍ତୋଷ କୁମାର ବାଛିନି): ଲଗାଣ ବର୍ଷା ଯୋଗୁ ବେହାଲ ହୋଇପଡିଛି ଉଦଳା। ଏପରି କି କପ୍ତିପଦା ଉପଖଣ୍ଡ ଉଦଳା, କପ୍ତିପଦା ଏବଂ ଗୋପବନ୍ଧୁନଗର ବ୍ଲକ ଅଞ୍ଚଳରେ ମଧ୍ୟ…

କୋଟିଆରେ ଚାଲୁଥିବା SIR-୨୦୨୬ କାର୍ଯ୍ୟକ୍ରମର ସମୀକ୍ଷା କଲେ ଉପ-ଶାସନ ସଚିବ, ଦେଲେ ଏଭଳି ନିର୍ଦ୍ଦେଶ

ପଟ୍ଟାଙ୍ଗି, ୨୮।୭(ଶରତ କୁମାର ଧଳ): କୋରାପୁଟ ଜିଲା ଗସ୍ତରେ ଆସିଥିବା ଉପ-ଶାସନ ସଚିବ ଜିତେନ୍ଦ୍ର କୁମାର ପାତ୍ର ଜିଲାର ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତରେ ପହଞ୍ଚିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri