Posted inଜାତୀୟ

ହେମନ୍ତ ସୋରେନଙ୍କ କ୍ୟାବିନେଟରେ ସାମିଲ ହେବାକୁ ମାଡପିଟ, ଜାଣନ୍ତୁ କିଏ ଅଛନ୍ତି ଆଗରେ?

ରାଞ୍ଚି,୪।୧୨: ଝାଡ଼ଖଣ୍ଡରେ ହେମନ୍ତ ସୋରେନ ସରକାର ପାର୍ଟ-୨ର କ୍ୟାବିନେଟ ସମ୍ପ୍ରସାରଣ ଡିସେମ୍ବର ୫ରେ ହେବାକୁ ଯାଉଛି। ସୂଚନା ଅନୁଯାୟୀ, ଗୁରୁବାର ରାଜ ଭବନରେ ଅନୁଷ୍ଠିତ ହେବାକୁ ଥିବା କ୍ୟାବିନେଟ ସମ୍ପ୍ରସାରଣରେ ୧୦ ଜଣ ବିଧାୟକ ଶପଥ ନେଇପାରନ୍ତି। ଅର୍ଥାତ୍‌ ବର୍ତ୍ତମାନ ଦ୍ୱାଦଶ ମନ୍ତ୍ରୀ ପଦ ଖାଲି ଥିବା ଜଣାପଡିଛି। ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣରେ ଜେଏମ କୋଟାରୁ ୫ ଜଣ ବିଧାୟକ, କଂଗ୍ରେସ କୋଟାରୁ ୪ ଜଣ ଏବଂ ଆରଜେଡିର ଜଣେ ବିଧାୟକ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ଏହି ସମୟରେ ହେମନ୍ତ ସୋରେନଙ୍କ କ୍ୟାବିନେଟରେ କିଏ ସୁଯୋଗ ପାଇବ ବୋଲି ପ୍ରଶ୍ନ ଉଠିଛି।
ସୂଚନାଯୋଗ୍ୟ, କ୍ୟାବିନେଟରେ ସ୍ଥାନ ପାଇବା ପାଇଁ ରାଞ୍ଚିରୁ ଦିଲ୍ଲୀ ପର୍ଯ୍ୟନ୍ତ ଲବି ଚାଲିଛି। ଜେଏମଏମ କୋଟାରୁ ଦୀପକ ବିରୁୱା, ରାମଦାସ ସୋରେନ, ହାଫିଜୁଲ ହାସନ, ସବିତା ମହତୋ ଏବଂ ଅନନ୍ତ ପ୍ରତାପ ଦେବଙ୍କ ନାମ ଆଗୁଆ ରହିଛି। ମଥୁରା ମହତୋ, ଯୋଗେନ୍ଦ୍ର ପ୍ରସାଦ, ଲୁଇସ ମାରାଣ୍ଡି, ସୁଦର୍ଶନ କୁମାର ସୋନୁଙ୍କ ନାମ ଉପରେ ଆଲୋଚନା ଚାଲିଛି। ବାସ୍ତବରେ ଜେଏଭଏଭ ଏସଟି/ ଓବିସି / ସଂଖ୍ୟାଲଘୁ ଏବଂ ସାଧାରଣ ଶ୍ରେଣୀକୁ ବୁଝାଇବାକୁ ଚେଷ୍ଟା କରୁଛି। ମଙ୍ଗଲ କାଲିଣ୍ଡି ଏବଂ ଉମା କାନ୍ତ ରଜକଙ୍କ ନାମ ମଧ୍ୟ ଏସସି ବର୍ଗରୁ ଅନ୍ତର୍ଭୁକ୍ତ।


Enter your email to get our daily news in your inbox.

All Right Reserved By Dharitri.Com

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଆତ୍ମହତ୍ୟା କଲେ ଅଭିନେତ୍ରୀ, ସରକାରୀ ଚାକିରି କରିବାକୁ ଚାପ ପକାଉଥିଲେ ପରିବାର

ବେଙ୍ଗାଲୁରୁ,୨୯।୧୨: ସରକାରୀ ଚାକିରି ଆଉ ବିବାହ ଚାପରୁ ମୁକୁଳିପାରି ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ନନ୍ଦିନୀ ସିଏମ୍‌। ବେଙ୍ଗାଲୁରୁର କେଙ୍ଗେରୀ ସ୍ଥିତ ଏକ ପେଇଂ ଗେଷ୍ଟ (PG)...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri