କୁଇନ୍‌ କନସର୍ଟ କାମିଲା ଜଣେ ଭିଲେନ: ହ୍ୟାରି

ମାଡ୍ରିଡ୍‌, ୧୦।୧: ବ୍ରିଟେନ୍‌ ରାଜକୁମାର ହ୍ୟାରି ନିଜର ଅଟୋବାୟୋଗ୍ରାଫି ‘ସ୍ପେୟାର’ରେ ସାବତ ମା’ ତଥା ବ୍ରିଟେନ୍‌ର କୁଇନ୍‌ କନସର୍ଟ କାମିଲାଙ୍କୁ ଭିଲେନ ବୋଲି କହିଛନ୍ତି। ହ୍ୟାରି ଓ ତାଙ୍କ ବଡ଼ଭାଇ ଓ୍ବିଲିୟମ୍‌ ବର୍ତ୍ତମାନର ରାଜା ଚାଲର୍‌ଡ ତୃତୀୟଙ୍କୁ କାମିଲାଙ୍କୁ ବିବାହ ନ କରିବାକୁ ଅନୁରୋଧ କରିଥିଲେ। ହ୍ୟାରିଙ୍କ ମା’ ଡାଏନାଙ୍କ ମୃତ୍ୟୁ ପରେ କାମିଲା ଚାଲର୍‌ସଙ୍କୁ ବାହା ହେବା ଲାଗି ଷଡ଼ଯନ୍ତ୍ର କରିଥିଲେ। କିଙ୍ଗ୍‌ ଚାଲର୍‌ସ, ଓ୍ବିଲିୟମ୍‌ ଓ ପରିବାରକୁ ଭଲପାଇବା ସହ ଭବିଷ୍ୟତରେ ସେମାନେ ଏକାଠି ହେବେ ବୋଲି ହ୍ୟାରି ଆଶା ରଖିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Holi 2026: ମାର୍ଚ୍ଚ ୩ ନା ୪, ଏ ବର୍ଷ କେବେ ଖେଳିବେ ହୋଲି? ଜ୍ୟୋତିଷ କହିଦେଲେ…

ପ୍ରତିବର୍ଷ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ରାତିରେ ହୋଲିକା ଦହନ କରାଯାଏ। ହୋଲିକା ଦହନ ପର୍ୱକୁ ମିଥ୍ୟା ଉପରେ ସତ୍ୟର ବିଜୟର ପ୍ରତୀକ ଭାବରେ ବିବେଚନା କରାଯାଏ।…

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

ରୁଟି କେଉଁଠୁ ଆସିଥିଲା? ଭାରତ ସହ କ’ଣ ରହିଛି ଲିଙ୍କ୍‌…

ରୁଟି ହେଉଛି ମଣିଷଜାତିର ସବୁଠାରୁ ପୁରୁଣା ଖାଦ୍ୟ ମଧ୍ୟରୁ ଗୋଟିଏ। ଏହା ସଭ୍ୟତାର ଉତ୍ଥାନ ସହିତ ଗଭୀର ଭାବରେ ଜଡିତ। ଆଜି ରୁଟିକୁ ଭାରତୀୟ ଖାଦ୍ୟର ଏକ…

କଣାସରେ ପଶିଲା ଗୋଠଛଡ଼ା ହାତୀ

କଣାସ,୨୦ା୨(ବିଭୂତି ଭୂଷଣ ତ୍ରିପାଠୀ): ପ୍ରତ୍ୟେକ ବର୍ଷ ଧାନ ଫସଲ ଖାଇବା ପାଇଁ ବରୁଣେଇ ଜଙ୍ଗଲରୁ ହାତୀମାନେ କଣାସ ବ୍ଲକର ବିଭିନ୍ନ ପଞ୍ଚାୟତକୁ ଆସି ବ୍ୟାପକ ଫସଲ କ୍ଷତିଗ୍ରସ୍ତ…

ଜେଏସଡବ୍ଲୁଓ-ପୋସ୍କୋ ଷ୍ଟିଲ ପ୍ଲାଣ୍ଟ ପାଇଁ ବଡ଼ ସର୍ତ୍ତ ରଖିଲେ ଗ୍ରାମବାସୀ: ଜମି ଏକର ପିଛା ୭୫ କୋଟି ଟଙ୍କା ସହ…

ପାଟଣା,୨୦।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ରେ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ତୃତୀୟ ଗ୍ରାମ ସଭା ପାଟଣା ବ୍ଲକ ଚେମେଣା ପଞ୍ଚାୟତ ରେଙ୍ଗାଳ…

ବିମାନରୁ ହଜିଗଲା ଭାଜପା ଏମପିଙ୍କ ଲଗେଜ, ଏମପି କହିଲେ, ‘ଲଜ୍ଜାଜନକ, ମୋର ମୂଲ୍ୟବାନ…’

ନୂଆଦିଲ୍ଲୀ,୨୦।୨: ଦେଶର ସର୍ବବୃହତ ଘରୋଇ ବିମାନ କମ୍ପାନୀ ଇଣ୍ଡିଗୋ ପୁଣି ଥରେ ଏହାର ଖରାପ ସେବା ଏବଂ ଭୁଲ ପରିଚାଳନା ପାଇଁ ବିବାଦରେ ଫସିଛି। ସଦ୍ୟତମ ଘଟଣାରେ…

ଇସାରାରେ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଦେଲେ ଟ୍ରମ୍ପ: ମୋଦିଙ୍କୁ ନେଇ…

ୱାଶିଂଟନ,୨୦।୨: ୱାଶିଂଟନରେ ଶାନ୍ତି ବୋର୍ଡର ଉଦଘାଟନୀ ଅଧିବେଶନରେ ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ଏହା ଅନ୍ତର୍ଜାତୀୟ ଗଣମାଧ୍ୟମରେ ଆଲୋଚନା ହେଉଛି। ତାଙ୍କ ଭାଷଣ ସମୟରେ ଆମେରିକା…

Railways fare Alert: ରେଲେଓ଼୍ବ ଏହି ୧୦ଟି ଟ୍ରେନର ଭଡାରେ କଲା ପରିବର୍ତ୍ତନ, ଯାତ୍ରା କରିବା ପୂର୍ୱରୁ ଜାଣି ନିଅନ୍ତୁ ଜରୁରୀ ଖବର…

ନୂଆଦିଲ୍‌ଲୀ,୨୦।୨:ଭାରତରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି। ତେଣୁ, ଏହି ଖବର ଲକ୍ଷ ଲକ୍ଷ ଲୋକଙ୍କ ପାଇଁ ପ୍ରାସଙ୍ଗିକ। ରେଳବାଇ 10ଟି ଟ୍ରେନରେ ଭଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri