ମହାରାଣୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେବାକୁ ୧୦ କିଲୋମିଟର ପର୍ଯ୍ୟନ୍ତ ଲମ୍ବା ଲାଇନ

ଲଣ୍ଡନ,୧୯ ।୯: ପାଖାପାଖି ୭୦ ବର୍ଷ ବ୍ରିଟେନର ମହାରାଣୀ ରହିଥିବା ଏଲିଜାବେଥ ଦ୍ୱିତୀୟଙ୍କର ସୋମବାର ରାଜକୀୟ ସମ୍ମାନ ସହ ଅନ୍ତିମ ସଂସ୍କାର କରାଯିବ । ଏହି ସମୟରେ ପ୍ରାୟ ୧୦ ଲକ୍ଷ ସାଧାରଣ ଜନତା ଲଣ୍ଡନରେ ଆୟୋଜିତ ବିଶେଷ କାର୍ଯ୍ୟକ୍ରମର ଅଂଶ ହେବେ । ସାରା ବିଶ୍ୱର ୫୦୦ରୁ ଅଧିକ ରାଷ୍ଟ୍ରାଧ୍ୟକ୍ଷ, ପ୍ରତିନିଧି ଓ ରାଜ ପରିବାରର ଲୋକଙ୍କୁ ନିମନ୍ତ୍ରଣ କରାଯାଇଛି ।
ଆଗନ୍ତୁକ ମହାରାଣୀ ଏଲିଜାବେଥ ଦ୍ୱିତୀୟଙ୍କ ପରଲୋକରେ ଶୋକ ପ୍ରକାଶ କରୁଛନ୍ତି । ମହାରାଣୀଙ୍କୁ ଶ୍ରଦ୍ଧାଞ୍ଜଳି ହେବାକୁ ବରିଷ୍ଠ ନାଗରିକ ଓ ପିଲାମାନେ ଲମ୍ବା ଲାଇନରେ ଠିଆ ହୋଇଛନ୍ତି । ଜଣେ ସ୍ଥାନୀୟ ବାସିନ୍ଦା କହିଛନ୍ତି ମୁଁ ମୋର ଛୋଟ ଷ୍ଟୁଲ ଉପରେ ସେପର୍ଯ୍ୟନ୍ତ ବସି ରହିବି ଯେ ପର୍ଯ୍ୟନ୍ତ ତାଙ୍କର ଅନ୍ତିମ ସଂସ୍କାର ଶେଷ ହୋଇନାହିଁ । ମୁଁ ମହାରାଣୀଙ୍କୁ ଖୁବ୍ ଭଲପାଉଥିଲି । ସୂଚନାଯୋଗ୍ୟ, ୧୯ ସେପ୍ଟେମ୍ବର ଅର୍ଥାତ୍ ସୋମବାର ୱେଷ୍ଟମିଂଷ୍ଟରରେ ରାଣୀଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ମୋ ଭାଇ ଡାକୁଛି, ମୁଁ ପଳେଇବି…୬ ମାସ ଭିତରେ ଡକାଡକି ହୋଇ ଚାଲିଗଲେ ୩ ଭାଇ, ଜାଣନ୍ତୁ ଚାଞ୍ଚଲ୍ୟକର ଘଟଣା

କାନପୁର,୧୩।୧୦: ଉତ୍ତରପ୍ରଦେଶର କାନପୁର ଜିଲାର ୱାଜିଦପୁର ଅଞ୍ଚଳରେ ଗୋଟିଏ ପରିବାରର ତିନି ଜଣ ଭାଇଙ୍କ ମୃତ୍ୟୁ ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ମାତ୍ର ୬ ମାସ ମଧ୍ୟରେ…

ବାର୍‌ହା ପାଇଁ ବିଛା ଯାଇଥିବା ତାରରେ ଫଶିଗଲେ ଚାଷୀ; ଚାଲିଗଲା ଜୀବନ, ଗ୍ରାମରେ ଶୋକାକୂଳ ପରିବେଶ

ଦିଗପହଣ୍ଡି,୧୩।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ପ୍ରତାପଗିରି ଗ୍ରାମ ନିକଟ ଚାଷଜମିରେ କେହି ଶିକାରୀ ବନ୍ୟଜନ୍ତୁ ବାରହା ଶିକାର ପାଇଁ ବିଦ୍ୟୁତ…

ଇଂଲଣ୍ଡକୁ ବଡ଼ ଝଟକା: ଦୀର୍ଘ ସମୟ ପାଇଁ ଦଳରୁ ବାଦ ପଡ଼ିବେ ଜୋସ ବଟଲର୍‌? ହସ୍ପିଟାଲରୁ ଫଟୋ ଶେୟାର କରି କହିଲେ

ନୂଆଦିଲ୍ଲୀ,୧୩।୧୦: ବାମ ଗୋଡ଼ର ହ୍ୟାମଷ୍ଟ୍ରିଂ (hamstring) ଅସ୍ତ୍ରୋପଚାର ପରେ ଜୋସ ବଟଲର ଦୀର୍ଘ ସମୟ ପାଇଁ କ୍ରିକେଟରୁ ଦୂରେଇ ରହିବାର ସମ୍ଭାବନା ରହିଛି। ଇଂଲଣ୍ଡର ଏହି ୱିକେଟକିପର-ବ୍ୟାଟର…

ବଲାଙ୍ଗୀରରେ ଉତ୍ତେଜନା, ଏବିଭିପି ସମର୍ଥକଙ୍କୁ ବାଥରୁମରେ ବନ୍ଦ କଲେ ବିଜେଡି ସମର୍ଥକ

ବଲାଙ୍ଗୀର,୧୩।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ଛାତ୍ର ସଂସଦ ନିର୍ବାଚନ ଉଷ୍ମତା ବଢ଼ିବାରେ ଲାଗିଛି । ବଲାଙ୍ଗୀର ସର୍କିଟ ହାଉସରେ କିଛି ଏବିଭିପି ନେତା ଓ ସମର୍ଥକ…

ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି କ୍ରିକେଟର୍‌: ଭାଙ୍ଗିଲେ କୋହଲିଙ୍କ ରେକର୍ଡ

ନୂଆଦିଲ୍ଲୀ,୧୩।୧୦: କୌଣସି ଖେଳାଳିଙ୍କ ପାଇଁ ପ୍ରଥମ ଥର ଟେଷ୍ଟ ଦଳର ଅଧିନାୟକ ହେବା ଏକ ବଡ଼ ଆହ୍ବାନ। କିନ୍ତୁ ଆଫଗାନିସ୍ତାନର ରହମତ ଶାହ ଏହି ଦାୟିତ୍ୱକୁ ସ୍ମରଣୀୟ…

୭୭ ବର୍ଷରେ ହେମାଙ୍କ ଜବରଦସ୍ତ ଡ୍ୟାନ୍ସ! ମନ ଜିଣିଲେ ଡ୍ରିମ୍‌ ଗର୍ଲ

ମୁମ୍ବାଇ,୧୩।୧୦: ବୟସ ମାତ୍ର ଏକ ସଂଖ୍ୟା! ୭୭ ବର୍ଷ ବୟସରେ ବି ନିଜ ନୃତ୍ୟର ଯାଦୁରେ ଦର୍ଶକଙ୍କ ହୃଦୟ ଜିଣୁଛନ୍ତି ବଲିଉଡ୍‌ର ଡ୍ରିମ୍‌ ଗର୍ଲ ହେମା ମାଳିନୀ…

୩୮ ବର୍ଷ ବୟସରେ ଟିମ୍‌ ବଦଳାଇଲେ ଏହି କ୍ରିକେଟର୍‌: ପ୍ରଥମ ମ୍ୟାଚ୍‌ରେ କଲେ ଚମତ୍କାର

ଚଣ୍ଡିଗଡ଼,୧୩।୧୦: ଭାରତୀୟ କ୍ରିକେଟ ଦଳରୁ ଦୀର୍ଘଦିନ ଧରି ବାହାରେ ଥିବା ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ରଣଜୀ ଟ୍ରଫି ୨୦୨୬-୨୭ ସରିଜ୍‌ରେ ଜବରଦସ୍ତ ଆରମ୍ଭ କରିଛନ୍ତି।…

ଦିଲ୍ଲୀରେ ସକାଳୁ ସକାଳୁ CJPର ବିକ୍ଷୋଭ; ଆଶୁତୋଷ ରଙ୍କା ଅଟକ, ସୌରଭ ଦାସ ପୋଲିସ ହେପାଜତରେ

ନୂଆଦିଲ୍ଲୀ,୧୩।୧୦: ‘କକରୋଚ ଜନତା ପାର୍ଟି’ (CJP) ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଏକ କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ଆଜି ସକାଳେ ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?