ଗଣଶିକ୍ଷା ମନ୍ତ୍ରୀଙ୍କ ପ୍ରଶ୍ନ: ସ୍କୁଲ ଖୋଲିବା ପରେ କିଭଳି ଲାଗୁଛି ପିଲେ

ବଲାଙ୍ଗୀର,୧୨ା୧: ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ମଙ୍ଗଳବାର ବଲାଙ୍ଗୀର ଜିଲା ଗସ୍ତରେ ଆସି ବିଭିନ୍ନ ସ୍କୁଲ ପରିଦର୍ଶନ କରିଛନ୍ତି।  ସେ ବଲାଙ୍ଗୀର ସହର ପିପି ଏକାଡେମୀ ଓ ପୃଥ୍ବୀରାଜ ହାଇସ୍କୁଲ ପରିଦର୍ଶନ କରି ଛାତ୍ର ଓ ଶିକ୍ଷକମାନଙ୍କ ସହ ଆଲୋଚନା କରିଥିଲେ। କରୋନା କଟକଣା ଭିତରେ ସ୍କୁଲ ଖୋଲିବା ପରେ କିଭଳି ଲାଗୁଛି ବୋଲି ପ୍ରଶ୍ନ କରିଥିଲେ । ଛାତ୍ରୀଛାତ୍ର ଓ ଶିକ୍ଷକଙ୍କ ସ୍ବାସ୍ଥ୍ୟ ଉପରେ ଗୁରୁତ୍ୱ ଦିଆଯାଇଛି ବୋଲି କହିଥିଲୋ କରୋନା ଗାଇଡ ଲାଇନ ପାଳନ ଅନୁଧ୍ୟାନ ମଧ୍ୟ କରିଥିଲେ । ମନ୍ତ୍ରୀଙ୍କ ସହ ଜିଲା ଶିକ୍ଷାଧିକାରୀ ଧ୍ରୁବଚରଣ ବେହେରା, ସୂଚନା ଓ ଲୋକସର୍ମ୍ପକ ଅଧିକାରୀ ଜୟଦେବ ପାଣିଗ୍ରାହୀ, ସ୍କୁଲର ପ୍ରଧାନ ଶିକ୍ଷକ ଓ ପ୍ରଧାନ ଶିକ୍ଷୟତ୍ରୀ, ଅନ୍ୟମାନେ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri