ଆଜି ପୁଣି ପ୍ରଶ୍ନପତ୍ର ଲିକ୍‌, ପରୀକ୍ଷା ବାତିଲ

ସମ୍ବଲପୁର,୧୫ା୭(ବ୍ୟୁରୋ): ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଗତକାଲି ଏଜୁକେଶନ ଅନର୍ସ ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ବେଳେ ଆଜି ପୁଣି ଯୁକ୍ତ ୩ ଶେଷ ବର୍ଷ ଫିଜିକ୍ସ ପ୍ରଶ୍ନପତ୍ର ଲିକ୍‌ ହୋଇଛି। ତେବେ ଆଜିର ପରୀକ୍ଷା ବାତିଲ କରାଯାଇଥିବା ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କହିଛନ୍ତି। ଭାଇରାଲ ହୋଇଥିବା ପ୍ରଶ୍ନପତ୍ର ଅରିଜନାଲ ବୋଲି କର୍ତ୍ତୃପକ୍ଷ ସ୍ବୀକାର କରିଛନ୍ତି।  କେବେ ପୁଣି ଏହି ପରୀକ୍ଷା ହେବ ସେନେଇ ଜଣାଇ ଦିଆଯିବ ବୋଲି କର୍ତ୍ତୃପକ୍ଷ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋତାଗଡ଼ରେ ନାହିଁ ପାନୀୟ ଜଳ ବ୍ୟବସ୍ଥା, ପର୍ଯ୍ୟଟକ ହନ୍ତସନ୍ତ

ଗଞ୍ଜାମ,୨୭।୯(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ଠାରୁ କିଛି ଦୂରରେ ରହିଛି ଐତିହାସିକ ପୋତାଗଡ଼ । ଏହି ପୁରାତନ ବ୍ରିଟିଶ ଅମଳର ପୋତାଗଡ଼ ଦୁର୍ଗକୁ ଦେଖିବା ପାଇଁ…

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ବାବୁଙ୍କ କୋଠା ସଉକ, ଚଢ଼ାଉରେ ମିଳିଲା…

ମାଲକାନଗିରି,୨୭।୯(ଦୁର୍ଯ୍ୟୋଧନ ପାତ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମାଲକାନଗିରି ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଅଧୀନ ମାଥିଲି ବ୍ଲକରେ କାର୍ଯ୍ୟରତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ…

ଗାଡ଼ି ଚାଳକଙ୍କ ପାଇଁ ଆସିଲା କଡ଼ା ନିୟମ, ଏହା ନଥିଲେ ୧ ଅକ୍ଟୋବରଠୁ ମିଳିବନି ପେଟ୍ରୋଲ-ଡିଜେଲ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀ-NCRରେ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବାକୁ ପ୍ରଶାସନ ଓ ପରିବହନ ବିଭାଗ ପକ୍ଷରୁ ଅକ୍ଟୋବର ୧ରୁ କଡ଼ା ନିୟମ ଲାଗୁ କରାଯିବାକୁ ଯାଉଛି ।…

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ…

ମା’ର ତ୍ୟାଗ ଆଗରେ ହାର୍‌ ମାନିଲା ବିପଦ: ପ୍ରଖର ସ୍ରୋତରୁ ଛୁଆଙ୍କୁ ଉଦ୍ଧାର କଲା ହରିଣୀ

ରାଜନଗର,୨୭।୯(ଭାସ୍କର ରାଉତରାୟ): ଯୁଗେ ଯୁଗେ ସନ୍ତାନ ଯେତେବେଳେ ବିପଦରେ ପଡେ ସେଇଠି ମାନବ ହେଉ ବା ବନ୍ୟପ୍ରାଣୀ ସନ୍ତାନକୁ ବିପଦ ମୁହଁରୁ ରକ୍ଷା ପାଇଁ ଜୀବନକୁ ବାଜିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?