Posted inଜାତୀୟ

ସୁରକ୍ଷାରେ ପ୍ରଶ୍ନ ଚିହ୍ନ, ସୂଚନା ପ୍ରସାରଣ ମନ୍ତ୍ରଣାଳୟର ଟୁଇଟର ଆକାଉଣ୍ଟ ହ୍ୟାକ୍‌…

ନୂଆଦିଲ୍ଲୀ, ୧୨।୧ : ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ଟୁଇଟର ଆକାଉଣ୍ଟକୁ ବୁଧବାର (ଜାନୁୟାରୀ ୧୨) ସକାଳେ ହ୍ୟାକ୍‌ କରାଯାଇଥିଲା। ଯଦିଓ କିଛି ସମୟ ପରେ ଏହି ଆକାଉଣ୍ଟକୁ ପୁନଃସ୍ଥାପିତ କରାଯାଇଛି। ଆକାଉଣ୍ଟ ହ୍ୟାକ୍‌ ହେବା ପରେ, ଏକ ଲିଙ୍କ ଏଲୋନ ମସ୍କଙ୍କ ଫଟୋ ସହିତ କିଛି ଆଶ୍ଚର୍ଯ୍ୟଜନକ କ୍ୟାପଶନ ସହିତ ଶେୟାର କରାଯାଇଥିଲା। ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟର ଆକାଉଣ୍ଟକୁ ହ୍ୟାକ୍‌ କରିବା ପରେ ପ୍ରୋଫାଇଲ ନାମରେ ଏଲୋନ ମସ୍କଙ୍କ ଲେଖାଯାଇଥିଲା। ହ୍ୟାକରମାନେ ଆକାଉଣ୍ଟର ପ୍ରୋଫାଇଲ ଫଟୋ ଏବଂ କଭର ଫଟୋ ମଧ୍ୟ ପରିବର୍ତ୍ତନ କରିଥିଲେ।

ଏହାପୂର୍ବରୁ ଗତ ବର୍ଷ ଡିସେମ୍ବରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଟୁଇଟର ଆକାଉଣ୍ଟରେ ମଧ୍ୟ ହ୍ୟାକ୍‌ କରାଯାଇଥିଲା। ସୂଚନାଯୋଗ୍ୟ ଯେ ନରେନ୍ଦ୍ର ମୋଦିଙ୍କ ଆକାଉଣ୍ଟକୁ ହ୍ୟାକ୍‌ କରିବା ପରେ ମଧ୍ୟ ଏଭଳି କିଛି ପୋଷ୍ଟ ଶେୟାର କରାଯାଇଥିଲା। ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟର ଟୁଇଟର ହ୍ୟାଣ୍ଡେଲକୁ ମଧ୍ୟ ସେହି ହ୍ୟାକର ହ୍ୟାକ୍‌ କରିଥିବାର ଆଶଙ୍କା କରାଯାଉଛି।
ଏନେଇ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

୧୦୨ ଆସନରେ ୬୦% ମତଦାନ

ନୂଆଦିଲ୍ଲୀ,୨୦ା୪(ପି.ଟି.): ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ଶେଷ ସୁଦ୍ଧା...

‘ଦୂରଦର୍ଶନର ଗୈରିକୀକରଣ’

ନୂଆଦିଲ୍ଲୀ,୨୦ା୪: ସରକାରୀ ନ୍ୟୁଜ୍‌ ଚ୍ୟାନେଲ୍‌ ‘ଡିଡି ନ୍ୟୁଜ୍‌’ ଏହାର ନୂଆ ଲୋଗୋ ଉନ୍ମୋଚନ କରିବା ପରେ ଏହାକୁ ନେଇ ସୋସିଆଲ ମିଡିଆରେ ଜୋର୍‌ଦାର ପ୍ରତିକ୍ରିୟା ପ୍ରକାଶ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri