ଜାତିସଂଘର ସୁରକ୍ଷା ପ୍ରତିଶ୍ରୁତି ଉପରେ ପ୍ରଶ୍ନଚିହ୍ନ !…

ଜେନେଭା,୮।୩ : ଜାତିସଂଘର ନିରାପତ୍ତା ପରିଷଦ ପୃଥିବୀର ସମସ୍ତ ସଦସ୍ୟ ରାଷ୍ଟ୍ରଙ୍କ ସୁରକ୍ଷା ପାଇଁ ପ୍ରତିଶ୍ରୁତି ଦେଇଥାଏ। ସୁରକ୍ଷାର ଦାୟିତ୍ୱବୋଧ(ଆର୍‌ଟୁପି) ଅନ୍ତର୍ଗତ କୌଣସି ରାଷ୍ଟ୍ର ଉପରେ ଅନ୍ୟ ରାଷ୍ଟ୍ର ଆକ୍ରମଣ କଲେ ଏଥିରେ ସୁରକ୍ଷା ପରିଷଦ ହସ୍ତକ୍ଷେପ କରିଥାଏ। ମାତ୍ର ୟୁକ୍ରେନ୍‌ ଉପରେ ରୁଷିଆ ଆକ୍ରମଣରେ ନିରାପତ୍ତା ପରିଷଦର କାର୍ଯ୍ୟ କେବଳ କଥା ଏବଂ ମାନବୀୟ ସହାୟତା ମଧ୍ୟରେ ସୀମିତ ରହିଛି।

ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ସହାୟତା ପାଇଁ ଅନୁରୋଧ କଲେ ମଧ୍ୟ ନିରାପତ୍ତା ପରିଷଦର ସଦସ୍ୟ ରାଷ୍ଟ୍ରମାନେ ନୀରବତା ଅବଲମ୍ବନ କରୁଛନ୍ତି। ଅନ୍ୟ ଦେଶ ଉପରେ ଅନ୍ୟାୟଭାବେ ଆକ୍ରମଣକୁ ରୋକିବା ଲାଗି ସୁରକ୍ଷା ପରିଷଦ ପକ୍ଷରୁ ମିଳିତ ସାମରିକ ଅଭିଯାନ ମଧ୍ୟ ହୋଇଥାଏ। ଯାହାଦ୍ୱାର ସଦସ୍ୟରାଷ୍ଟ୍ର ସୁରକ୍ଷା ବ୍ୟବସ୍ଥା ସୁଦୃଢ଼ ହୋଇପାରିଥାଏ।

ମାତ୍ର ୟୁକ୍ରେନ୍‌ ଆକ୍ରମଣ କ୍ଷେତ୍ରରେ ଜାତିସଂଘ ନିରାପତ୍ତା ପରିଷଦ ସ୍ଥାୟୀ ପ୍ରତିନିଧି ରୁଷିଆ ବିରୋଧରେ ପ୍ରଭାବଶାଳୀ ପଦକ୍ଷେପ ଗ୍ରହଣ କରିବାରେ ବିଫଳ ରହିଥିବା ଅନ୍ତର୍ଜାତୀୟସ୍ତରରେ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଧନୁଯାତ୍ରା ତୋରଣ ଭାଙ୍ଗିବାକୁ ନେଇ ବଢୁଛି ଅସନ୍ତୋଷ: ଘଟଣା: ଥାନାରେ ଏତଲା ଦେଲେ ପୌରାଧ୍ୟକ୍ଷା

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ):ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ ଭାଙ୍ଗି…

ପ୍ରଧାନମନ୍ତ୍ରୀଙ୍କୁ ଭେଟି ଏସବୁ ବିଷୟରେ ଆଲୋଚନା କଲେ ମୋହନ, ଓଡ଼ିଶାବାସୀ ଶୁଣିଲେ ହୋଇଯିବେ ଖୁସି!

ଭୁବନେଶ୍ୱର, ୨୫।୫: ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଦ୍ୱିତୀୟ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ ଆମନ୍ତ୍ରଣ କରିଥିବା ଜଣାପଡିଛି। ଏନେଇ ଏକ୍ସରେ ସୂଚନା…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ତଦନ୍ତ ପାଇଁ ଜିଲାପାଳଙ୍କୁ ଚିଠି ଲେଖିଲେ ବିଧାୟକ

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ…

ଇଦ-ଉଲ-ଜୁହା ଛୁଟି ପରିବର୍ତ୍ତନ: ଏହି ଦିନକୁ ଛୁଟି ଘୋଷଣା କଲେ ସରକାର

ଭୁବନେଶ୍ୱର,୨୫।୫: ଶେଷରେ ଇଦ-ଉଲ-ଜୁହା ଛୁଟିକୁ ନେଇ ଦ୍ୱନ୍ଦ୍ୱ ଦୂର ହୋଇଛି। ଆସନ୍ତା ୨୭ରେ ନୁହେଁ, ୨୮ରେ ଇଦ-ଉଲ-ଜୁହା ପାଇଁ ସରକାରୀ ଛୁଟି ଘୋଷଣା କରାଯାଇଛି। ଏନେଇ ସରକାରଙ୍କ…

ପେଟ୍ରୋଲ-ଡିଜେଲ ସଙ୍କଟ ମଧ୍ୟରେ ସରକାର କଲେ ବଡ଼ ଘୋଷଣା, ୩ରାଜ୍ୟରେ….

ନୂଆଦିଲ୍ଲୀ,୨୫।୫: ପେଟ୍ରୋଲ ପମ୍ପଗୁଡ଼ିକରେ ଇନ୍ଧନ ଅଭାବ ସମ୍ପର୍କରେ ସରକାରଙ୍କ ସୂଚନା ସାମ୍ନାକୁ ଆସିଛି । ପେଟ୍ରୋଲିୟମ ମନ୍ତ୍ରଣାଳୟର ସଚିବ ସୁଜାତା ଶର୍ମା କହିଛନ୍ତି ଯେ ଦେଶରେ ବର୍ତ୍ତମାନ…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ୨ ରିକ୍ସା ଚାଳକ ଗୁରୁତର

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା…

ଦିବଙ୍ଗତ ଅଭିନେତା ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ: ରାଷ୍ଟ୍ରପତିଙ୍କଠାରୁ ପୁରସ୍କାର ନେଲେ ପତ୍ନୀ ହେମା ମାଳିନୀ

ନୂଆଦିଲ୍ଲୀ,୨୫।୫: ଦିବଙ୍ଗତ ଅଭିନେତା ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ ପ୍ରଦାନ କରାଯାଇଛି। ସୋମବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ହେମା ମାଲିନୀଙ୍କୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି। ଧର୍ମେନ୍ଦ୍ରଙ୍କ…

ବଢୁଛି ବିଜୟ ଥଲାପତିଙ୍କ ଶକ୍ତି: ୩ AIDMK ବିଧାୟକ ଦଳ ଛାଡି TVKରେ ସାମିଲ

ଚେନ୍ନାଇ,୨୫।୫: ତାମିଲନାଡୁରେ AIADMKର ତିନି ଜଣ ବିଦ୍ରୋହୀ ବିଧାୟକ ପଦବୀରୁ ଇସ୍ତଫା ଦେଇଛନ୍ତି। ଏହି ତିନି ଜଣ ବିଧାୟକ ସି.ଭି. ଶାନମୁଗମ ଏବଂ ଏସ.ପି. ଭେଲୁମଣିଙ୍କ ନେତୃତ୍ୱାଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri