ଟିକାର ଭିନ୍ନଭିନ୍ନ ଦାମ ନେଇ ସୁପ୍ରିମ୍‌କୋର୍ଟଙ୍କ ପ୍ରଶ୍ନ: କେନ୍ଦ୍ର ସରକାରଙ୍କୁ ମାଗିଲେ ଜବାବ୍‌ …

ନୂଆଦିଲ୍ଲୀ,୨୭।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ କୋକୁଆ ଭୟ ସୃଷ୍ଟି ହୋଇଛି। ଏପରିସ୍ଥଳେ କରୋନା ପ୍ରତିଷେଧକ ଟିକାର ଭିନ୍ନଭିନ୍ନ ଦାମ୍‌ ନେଇ ରାଜସ୍ଥାନ ଏବଂ ପଶ୍ଚିମବଙ୍ଗ ପକ୍ଷରୁ କରାଯାଇଥିବା ଆବେଦନର ଶୁଣାଣି ସମୟରେ ସୁପ୍ରିମ୍‌କୋର୍ଟ କେନ୍ଦ୍ର ସରକାରଙ୍କୁ ପ୍ରଶ୍ନ କରିଛନ୍ତି। ଏହା ସହିତ କୋର୍ଟ କେନ୍ଦ୍ର ସରକାରଙ୍କଠାରୁ ଜବାବ୍‌ ମଧ୍ୟ ଲୋଡ଼ିଛନ୍ତି। ଶୁଣାଣି ସମୟରେ ବିଚାପତି ଏସ୍‌.ଆର୍‌. ଭଟ୍ଟ କହିଛନ୍ତି ଯେ, ସେନା, ରେଲଓ୍ବେର ଡାକ୍ତର କେନ୍ଦ୍ର ସରକାରଙ୍କ ଅଧିନ। ଦେଶରେ ସୃଷ୍ଟି ହୋଇଥିବା ଏଭଳି ସ୍ଥିତି ଜରୁରୀକାଳୀନ ପରିସ୍ଥିତି ସହିତ ସମାନ। ଏଭଳି ସମୟରେ ସେନା, ରେଲଓ୍ବେର ଡାକ୍ତରଙ୍କୁ କ୍ୱାରାଣ୍ଟାଇନ୍‌, ଟିକାକରଣ ଏବଂ ଅନ୍ୟ ହସ୍ପିଟାଲ ସହାୟତା କାର୍ଯ୍ୟରେ ନିୟୋଜିତ କରାଯିବା ଆବଶ୍ୟକ। କୋର୍ଟରେ କେନ୍ଦ୍ର ସରକାରଙ୍କ ପକ୍ଷରୁ କୁହାଯାଇଛି ଯେ, କରୋନାର ଦ୍ୱିତୀୟ ଲହର ଏଭଳି ହେବ ବୋଲି କହାକୁ ଜଣା ନ ଥିଲା। ତେବେ ସରକାରଙ୍କ ପକ୍ଷରୁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯାଇଛି। ସଂକ୍ରମଣ ରୋକିବା ପାଇଁ ଲଢ଼େଇ ଜାରି ରହିଛି ବୋଲି କେନ୍ଦ୍ର ସରକାରଙ୍କ ପକ୍ଷରୁ ସୋଲିସିଟର ଜେନେରାଲ ଏଭଳି ଉତ୍ତର ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

ମହାସଂଯୋଗ! ଅକ୍ଟୋବର ଆରମ୍ଭରୁ ଚମକିବ ୫ଟି ରାଶିର ଭାଗ୍ୟ! ବୁଧ-ଅରୁଣଙ୍କ କୃପାରୁ ହେବେ ମାଲାମାଲ୍ !

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଓ ବିଶେଷ ସଂଯୋଗର ଏକ ବଡ଼ ଗୁରୁତ୍ୱ ରହିଛି । ୩୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୬ ମିନିଟ୍‌ରେ ବୁଧ…

ବିଜୟଙ୍କ ବଡ଼ ବୟାନ: ରାଜା ହେବାକୁ ନୁହେଁ, ରାଜନୀତିକୁ ଆସିଛି….

ଚେନ୍ନାଇ,୩୦।୯: ତାମିଲନାଡୁର ଧାରାପୁରମରେ ଏକ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜ ଦଳ TVKର ରାଜନୈତିକ ଆଭିମୁଖ୍ୟ ନେଇ ବଡ଼ ବୟାନ ଦେଇଛନ୍ତି। ସେ…

ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…

ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…

ଗ୍ରାହକଙ୍କୁ ବଡ଼ ଝଟକା; ବଢ଼ିଲା କ୍ଷୀର ଦର, ଅକ୍ଟୋବର ୧ରୁ ଲିଟର ପିଛା…

ଭୋପାଳ,୩୦।୯: ମଧ୍ୟପ୍ରଦେଶର ଇନ୍ଦୋରରେ ବଢ଼ିଲା କ୍ଷୀର ଦର ।ଅକ୍ଟୋବର ୧ ତାରିଖରୁ ଏହା ଲାଗୁ ହେବ । ଇନ୍ଦୋର ଦୁଗ୍ଧ ବିକ୍ରେତା ସଂଘ କ୍ଷୀର ଦର ଲିଟର…

‘ସ୍ତ୍ରୀ ମୋତେ ବହୁତ ମାନସିକ ନିର୍ଯାତନା…’, ଆତ୍ମହତ୍ୟା ପୂର୍ବରୁ ଭିଡିଓ କରି ଝୁଲିପଡ଼ିଲେ ଯୁବକ

ଲକ୍ଷ୍ନୌ,୩୦।୯: ଉତ୍ତରପ୍ରଦେଶର ଗ୍ରେଟର ନୋଏଡାର ବିସରଖ ଥାନା ଅଞ୍ଚଳରେ ଜଣେ ୨୫ ବର୍ଷୀୟ ଯୁବକ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଘଟଣା ସାମ୍ନାକୁ ଆସିଛି । ମୃତକଙ୍କ…

ଟ୍ରମ୍ପଙ୍କ ସହ ଫୋନରେ କଥା ହେଲେ ମୋଦି, ଏହି ସବୁ ବିଷୟକୁ ନେଇ ଆଲୋଚନା…

ନୂଆଦିଲ୍ଲୀ,୩୦।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଫୋନ୍‌ରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି । ଦୁଇ ନେତା ବାଣିଜ୍ୟ, ପ୍ରତିରକ୍ଷା, ଶକ୍ତି,…

୩୮ ବର୍ଷୀୟ ଉମେଶ ଯାଦବଙ୍କୁ ସୁଯୋଗ ଦେଲା ଶୁଭମନ ଗିଲଙ୍କ ଟିମ୍, ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲା ନିଷ୍ପତ୍ତି!

ନୂଆଦିଲ୍ଲୀ,୩୦ା୯: ଭାରତୀୟ କ୍ରିକେଟ ଦଳର ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ୩୮ ବର୍ଷ ବୟସରେ ଏକ ନୂଆ ଦଳରୁ ଖେଳିବାର ସୁଯୋଗ ପାଇଛନ୍ତି। ଆଗାମୀ ଘରୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?