୨୮ରୁ ଆରମ୍ଭ ଯୁକ୍ତଦୁଇ ପରୀକ୍ଷା, ଆଜିଠୁ ହବ୍‌କୁ ପଠାଗଲା ପ୍ରଶ୍ନପତ୍ର

ଭୁବନେଶ୍ୱର,୨୨।୪(ବ୍ୟୁରୋ): ଯୁକ୍ତଦୁଇ ପରୀକ୍ଷା ଆସନ୍ତା ୨୮ରୁ ଅଫଲାଇନରେ ଆରମ୍ଭ ହେବ। ସେଥିପାଇଁ ଆଜିଠୁ ହବ୍‌କୁ ପ୍ରଶ୍ନପତ୍ର ପଠାଯିବା ପ୍ରକ୍ରିୟା ଆରମ୍ଭ ହୋଇଛି। ସମୁଦାୟ ୨୦୧ ହବ୍‌କୁ ଆଗାମୀ ୪ ଦିନ ଭିତରେ ସମସ୍ତ ପ୍ରଶ୍ନପତ୍ର ପହଞ୍ଚିବ । କଡା ସୁରକ୍ଷା ଭିତରେ ଷ୍ଟ୍ରଙ୍ଗରୁମ୍‌ରେ ପ୍ରଶ୍ନପତ୍ର ରହିବ । ପରୀକ୍ଷାକୁ ସୁପରିଚାଳନା କରିବାକୁ ସବୁ ପ୍ରକାର ବ୍ୟବସ୍ଥା କରାଯାଉଛି । ୧୧୩୩ କେନ୍ଦ୍ରର ଛାତ୍ରୀଛାତ୍ର ପରୀକ୍ଷା ଦେବେ । ପରୀକ୍ଷାକୁ କିଭଳି ତ୍ରୁଟିଶୂନ୍ୟ କରାଯିବ ସେନେଇ ପରିଷଦ ପକ୍ଷରୁ ପଦକ୍ଷେପ ନିଆଯାଉଛି । ସବୁ ପରୀକ୍ଷା ଦିନ ସକାଳ ୬ଟାରୁ ୭ଟା ମଧ୍ୟରେ ପ୍ରଶ୍ନପତ୍ର ଗଡିକୁ ହବ୍‌ରୁ ପରୀକ୍ଷା କେନ୍ଦ୍ରକୁ ପଠାଯିବ । ସମସ୍ତ କେନ୍ଦ୍ରରେ ୮ଟା ସୁଦ୍ଧା ପ୍ରଶ୍ନପତ୍ର ପହଞ୍ଚିବ ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri