୨୮ରୁ ଆରମ୍ଭ ଯୁକ୍ତଦୁଇ ପରୀକ୍ଷା, ଆଜିଠୁ ହବ୍‌କୁ ପଠାଗଲା ପ୍ରଶ୍ନପତ୍ର

ଭୁବନେଶ୍ୱର,୨୨।୪(ବ୍ୟୁରୋ): ଯୁକ୍ତଦୁଇ ପରୀକ୍ଷା ଆସନ୍ତା ୨୮ରୁ ଅଫଲାଇନରେ ଆରମ୍ଭ ହେବ। ସେଥିପାଇଁ ଆଜିଠୁ ହବ୍‌କୁ ପ୍ରଶ୍ନପତ୍ର ପଠାଯିବା ପ୍ରକ୍ରିୟା ଆରମ୍ଭ ହୋଇଛି। ସମୁଦାୟ ୨୦୧ ହବ୍‌କୁ ଆଗାମୀ ୪ ଦିନ ଭିତରେ ସମସ୍ତ ପ୍ରଶ୍ନପତ୍ର ପହଞ୍ଚିବ । କଡା ସୁରକ୍ଷା ଭିତରେ ଷ୍ଟ୍ରଙ୍ଗରୁମ୍‌ରେ ପ୍ରଶ୍ନପତ୍ର ରହିବ । ପରୀକ୍ଷାକୁ ସୁପରିଚାଳନା କରିବାକୁ ସବୁ ପ୍ରକାର ବ୍ୟବସ୍ଥା କରାଯାଉଛି । ୧୧୩୩ କେନ୍ଦ୍ରର ଛାତ୍ରୀଛାତ୍ର ପରୀକ୍ଷା ଦେବେ । ପରୀକ୍ଷାକୁ କିଭଳି ତ୍ରୁଟିଶୂନ୍ୟ କରାଯିବ ସେନେଇ ପରିଷଦ ପକ୍ଷରୁ ପଦକ୍ଷେପ ନିଆଯାଉଛି । ସବୁ ପରୀକ୍ଷା ଦିନ ସକାଳ ୬ଟାରୁ ୭ଟା ମଧ୍ୟରେ ପ୍ରଶ୍ନପତ୍ର ଗଡିକୁ ହବ୍‌ରୁ ପରୀକ୍ଷା କେନ୍ଦ୍ରକୁ ପଠାଯିବ । ସମସ୍ତ କେନ୍ଦ୍ରରେ ୮ଟା ସୁଦ୍ଧା ପ୍ରଶ୍ନପତ୍ର ପହଞ୍ଚିବ ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri