ଆମେରିକାରେ ତେଲ ଭଣ୍ଡାର ସ୍ଥାପନ ନେଇ ପ୍ରଶ୍ନ ଉଠିଲା

ନୂଆଦିଲ୍ଲୀ,୨୬।୭: ନିର୍ଦ୍ଧାରିତ ଯୋଜନା ମୁତାବକ ଦେଶରେ ଋଣନୈତିକ ତୈଳ ଭଣ୍ଡାର ସ୍ଥାପନ ନ ହେବାକୁ ନେଇ ପୂର୍ବତନ ପେଟ୍ରୋଲିୟମ ମନ୍ତ୍ରୀ ତଥା କଂଗ୍ରେସ ନେତା ଏମ୍‌.ବୀରପ୍ପା ମୋଇଲି କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସରକାର ଏଭଳି ଯୋଜନା ହାତକୁ ନେଇ ଗଭୀର ହେଳା ପ୍ରଦର୍ଶନ କରିଥିବା ସେ କହିଛନ୍ତି। ଆମେରିକାରେ ତେଲ ଭଣ୍ଡାର ସ୍ଥାପନ ପ୍ରସ୍ତାବକୁ ନେଇ ମଧ୍ୟ ସେ ପ୍ରଶ୍ନ ଉଠାଇଛନ୍ତି। ସେ କହିଛନ୍ତି ଯେ, ଗତ କିଛି ବର୍ଷ ହେବ ଅନ୍ତର୍ଜାତୀୟ ବଜାରରେ ତେଲ ଦର ନିମ୍ନରେ ରହିଛି। ହେଲେ କେନ୍ଦ୍ର ସରକାର ଦେଶରେ ଷ୍ଟ୍ରାଟେଜିକ ଅଏଲ ରିଜର୍ଭ ସ୍ଥାପନ ଦିଗରେ କୌଣସି ପଦକ୍ଷେପ ହାତକୁ ନେଲେ ନାହିଁ। ଫଳରେ ଭାରତ ଯେଉଁ ଭଳି ଲାଭ ଏହା ଦ୍ୱାରା ଉଠାଇଥାନ୍ତା ତାହା ହାତଛଡା କରିଲା। ଆମେରିକାରେ ତେଲ ଭଣ୍ଡାର ସ୍ଥାପନ କରିବା ଶକ୍ତି ସୁରକ୍ଷା ଦୃଷ୍ଟିକୋଣରୁ ଉଚିତ ନୁହେଁ ବୋଲି ସେ ମତ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

ସେପ୍ଟେମ୍ବରରୁ ବଦଳିଯିବ ନିୟମ! ଅଗଷ୍ଟ ଶେଷ ପୂର୍ବରୁ କରିନିଅନ୍ତୁ ଏହି ୪ କାମ…

ନୂଆଦିଲ୍ଲୀ,୨୧ା୮: ଅଗଷ୍ଟ ମାସ ଶେଷ ହେବାକୁ ଯାଉଛି। ଏହା ସହ କିଛି ଜରୁରୀ ଆର୍ଥିକ କାମର ସମୟସୀମା ମଧ୍ୟ ଶେଷ ହେଉଛି। ଯଦି ଆପଣ ଏହି କାମଗୁଡ଼ିକ…

ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…

ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…

SBI ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌, ଅକ୍ଟୋବର ୧ରୁ କ୍ୟାଶ୍‌ ଉଠାଇଲେ ଲାଗିବ ଏକ୍ସଟ୍ରା ଚାର୍ଜ

ନୂଆଦିଲ୍ଲୀ,୨୧ା୮: ଯଦି ଆପଣଙ୍କର ଆକାଉଣ୍ଟ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ରେ ଅଛି ଏବଂ ଆପଣ ମାସକୁ ଅନେକ ଥର ବ୍ୟାଙ୍କ ଶାଖା (ବ୍ରାଞ୍ଚ) କୁ…

ଆଉ ଶସ୍ତା ନୁହେଁ, ମହଙ୍ଗା ହୋଇପାରେ ପେଟ୍ରୋଲ-ଡିଜେଲ! ଜାଣନ୍ତୁ ଦାମ୍‌ ବଢ଼ିବାର ବଡ଼ କାରଣ

ନୂଆଦିଲ୍ଲୀ,୨୧। ୮: ପେଟ୍ରୋଲ-ଡିଜେଲ ଦାମକୁ ନେଇ ପୁଣି ବଢ଼ିପାରେ ସାଧାରଣ ଲୋକଙ୍କ ଚିନ୍ତା। ଅନ୍ତର୍ଜାତୀୟ ବଜାରରେ କ୍ରୁଡ ଅଏଲ ମୂଲ୍ୟରେ ହଠାତ୍‌ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି।…

ସୁନା ୪୩୦୦-ରୁପା ୧୦ହଜାର ମହଙ୍ଗା, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦର

ନୂଆଦିଲ୍ଲୀ,୨୧।୮: ସୁନା ଓ ରୁପା ଦରରେ ଆଜି ବଡ଼ ଧରଣର ବୃଦ୍ଧି ଦେଖିବାକୁ ମିଳିଛି । ୨୪ କ୍ୟାରେଟ୍ ଶୁଦ୍ଧ ସୁନା ଦର ୪,୩୦୦ ଟଙ୍କା ବଢ଼ି…

ରୁଫ୍‌ଟପ୍ ସୋଲାର ସ୍ଥାପନରେ ଓଡ଼ିଶାର ବଡ଼ ସଫଳତା, ଦେଶରେ ୭ମ ସ୍ଥାନ

ଭୁବନେଶ୍ୱର, ୨୧।୮: ‘ପିଏମ୍‌ ସୂର୍ଯ୍ୟଘର ମୁଫ୍‌ତ ବିଜ୍‌ଲି’ ଯୋଜନା ଅଧୀନରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ କ୍ଷେତ୍ରରେ ଓଡ଼ିଶା ଜାତୀୟସ୍ତରରେ ୧୩ତମ ସ୍ଥାନରୁ ୭ମ ସ୍ଥାନକୁ ଉନ୍ନୀତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri