ମାଟ୍ରିକ୍‌ ପରୀକ୍ଷାରେ ‘ମିଶନ ଶକ୍ତି’କୁ ନେଇ ପ୍ରଶ୍ନ, ବୋର୍ଡ କର୍ତ୍ତୃପକ୍ଷ କହିଲେ ‘କୌଣସି ଅସୁବିଧା ନାହିଁ’

ଭୁବନେଶ୍ୱର, ୨୦।୨(ଅସମାପିକା ସାହୁ)- ରାଜ୍ୟରେ ମାଟ୍ରିକ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ପ୍ରଥମ ଦିନ ଛାତ୍ରୀଛାତ୍ରମାନେ ସାହିତ୍ୟ ବିଷୟରେ ପରୀକ୍ଷା ଦେଇଛନ୍ତି। ପରୀକ୍ଷାରେ ମିଶନ ଶକ୍ତି ଉପରେ ପ୍ରଶ୍ନ ପଡ଼ିଥିଲା। ମିଶନ ଶକ୍ତି ବିଷୟରେ ରଚନା ଲେଖିବାକୁ ପ୍ରଶ୍ନପତ୍ରରେ ଉଦ୍ଦିଷ୍ଟ ଥିଲା। ୧୦ ମାର୍କର ଏହି ପ୍ରଶ୍ନ ବିଭିନ୍ନ ସେଟ୍‌ରେ ପଡ଼ିଥିବା ଦେଖାଯାଇଥିଲା। ତେବେ ସରକାରୀ ଯୋଜନା ସମ୍ପର୍କରେ ମାଟ୍ରିକ ପରୀକ୍ଷାରେ ପ୍ରଶ୍ନପତ୍ର ଆସିବାକୁ ନେଇ ଶିକ୍ଷାବିତ୍‌ମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ସେପଟେ ବୋର୍ଡ କର୍ତ୍ତୃପକ୍ଷ କହିଛନ୍ତି, ପରୀକ୍ଷା ପରିଚାଳନା କମିଟି ପ୍ରଶ୍ନପତ୍ର ପ୍ରସ୍ତୁତ କରିଛନ୍ତି। ଏହାର ପୁଙ୍ଖାନୁପୁଙ୍ଖ ଯାଞ୍ଚ ପରେ ପ୍ରଶ୍ନପତ୍ର ପ୍ରସ୍ତୁତ ହୋଇଛି। ମିଶନଶକ୍ତି ଉପରେ ପ୍ରଶ୍ନ ଆସିବାରେ କୌଣସି ଅସୁବିଧା ନାହିଁ। ସେହିପରି ବୋର୍ଡ ଉପସଭାପତି ନିହାର ରଞ୍ଜନ ମହାନ୍ତି କହିଛନ୍ତି, ରଚନା ଯେକୌଣସି ବିଷୟରେ ଆସିପାରିବ। ସେଥିରେ କୌଣସି ଅସୁବିଧା ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ଏସବୁ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୪ା୬(ସୌମ୍ୟରଞ୍ଜନ ରାଉତ)- ରାଜ୍ୟର ସବୁ ଜିଲାକୁ ଛୁଇଁବା ପରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ ହୋଇଛି। ଖରା, ଗରମ ସହ କଁା ଭଁା କିଛି କିଛି…

ସୀମା ଟପିଲାଣି ସରକାରୀ ବହିରେ ତ୍ରୁଟି: ଇଂଲିଶ ବହିରେ ଓଡ଼ିଆ ରଜ ଗୀତ

ଭୁବନେଶ୍ୱର,୨୪ା୬(ସୁଚିସ୍ମିତା ସାହୁ): ଜାତୀୟ ଶିକ୍ଷାନୀତି -୨୦୨୦ ଆଧାରରେ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରସ୍ତୁତ ପ୍ରଥମରୁ ଅଷ୍ଟମ ଶ୍ରେଣୀର ନୂଆ ବହିରେ ତ୍ରୁଟି ସୀମା ଟପିଲାଣି। ପୂର୍ବରୁ ବ୍ୟାକରଣ,…

ପାସପୋର୍ଟକୁ ନେଇ ବୈଦେଶିକ ମନ୍ତ୍ରଣାଳୟର ବଡ଼ ସୂଚନା, ନାଗରିକତାର….

ନୂଆଦିଲ୍ଲୀ,୨୪।୬: ଭାରତୀୟ ପାସପୋର୍ଟ ନାଗରିକତା ପ୍ରମାଣିତ କରିବାର ଏକ ଦସ୍ତାବିଜ ନୁହେଁ, ଏହା ସମ୍ପୂର୍ଣ୍ଣ ଭାବରେ ଏକ ଯାତ୍ରା(ଟ୍ରାଭେଲ) ଡକ୍ୟୁମେଣ୍ଟ । ନାଗରିକତାର ପ୍ରମାଣ ଭାବରେ କିମ୍ବା ସରକାରୀ…

କାଦୁଅ ବିଲରୁ ଉଦ୍ଧାର ହୋଇଥିଲା ମୁହଁ ମାଡ଼ି ପଡ଼ିଥିବା ମହିଳାଙ୍କ ମୃତଦେହ, ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ସ୍ପଷ୍ଟ କଲେ ଅତିରିକ୍ତ SP

ହାଟଡିହୀ,୨୪।୬(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ସୋସୋ ଥାନା ବାଲିଆ ଅଞ୍ଚଳର ଏକ ବିଲରୁ ଜଣେ ଅଚିହ୍ନା ମହିଳାଙ୍କ ମୃତଦେହ ଉଦ୍ଧାର ହେବା ଘଟଣାରେ ଏକ ବଡ଼ ଖୁଲାସା…

ବଜ୍ରାଘାତ ପରେ ଘରେ ଫୁଟିଲା ବାଣ; ବିସ୍ଫୋରଣରେ ପୁଅର ମୃତ୍ୟୁ, ବାପା-ମା’ଙ୍କ ସହ ୩ ଗୁରୁତର

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଭୟାବହ ବାଣ ବିସ୍ଫୋରଣ ଘଟିଛି। ଗ୍ରାମର ପାଣିଟାଙ୍କି ରୋଡ଼୍‌ରେ ଥିବା…

ବୈଭବଙ୍କୁ ଟିମ୍‌ ଇଣ୍ଡିଆର ଡ୍ରେସିଂ ରୁମ୍‌ ମନା, ଦଳଠାରୁ ରହିବେ ଅଲଗା; ICCର ନିୟମକୁ ନେଇ… 

ନୂଆଦିଲ୍ଲୀ,୨୪।୬: ବୈଭବ ସୂର୍ଯ୍ୟବଂଶୀ ଟିମ୍‌ ଇଣ୍ଡିଆ ସହିତ ଆୟରଲ୍ୟାଣ୍ଡରେ ପହଞ୍ଚି ସାରିଛନ୍ତି। ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ ପରେ ଭାରତୀୟ ଦଳକୁ ଇଂଲଣ୍ଡ ଗସ୍ତରେ ଯିବାର ଅଛି,…

ଦିଗପହଣ୍ଡିରେ ବିକଶିତ ଓଡ଼ିଶା ପାଇଁ ଜନଭାଗିଦାରୀ ସଚେତନତା କାର୍ଯ୍ୟକ୍ରମ, ବିକଶିତ ଓଡ଼ିଶାର ପଟ୍ଟଚିତ୍ର…

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ ବୁଧବାର ସ୍ଥାନୀୟ ପୁଞ୍ଜିକଂୟା ଛକ ନିକଟ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ପରିସରରେ…

ଜଙ୍ଗଲରେ ଚାଷ କରି ଚାଲାଣ କରୁଥିଲେ ଗଞ୍ଜେଇ, ଚଢ଼ାଉ କରି ୩ଶହ…

ମୋହନା,୨୪।୬(ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଏସଡିପିଓ ରାକେଶ କୁମାର ସାହୁଙ୍କ ନେତୃତ୍ୱରେ ଅଡବା ଥାନା ଅନ୍ତର୍ଗତ ଗୋବେଲ ଗାଁ ନିକଟସ୍ଥ ଜଙ୍ଗଲରେ ଅତର୍କିତ ଚଢ଼ାଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri