ରଥ ଉପରେ ଅଣସେବାୟତ ନେଇ ସୁରକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନ

ପୁରୀ,୮।୭: ରଥ ଉପରେ ରିଲ୍ସ । ମହାପ୍ରଭୁଙ୍କ ରଥଯାତ୍ରା ସମୟରେ ସେବାୟତ ବେଶରେ ଅଣ ସେବାୟତ ରଥ ଉପରକୁ ଯାଇ ରିଲ୍ସ କରିଥିବା ଅଭିଯୋଗ ହୋଇଛି । କେବଳ ରିଲ୍ସ ନୁହେଁ ଫଟୋ ଉଠାଇ ସୋସିଆଲ ମିଡ଼ିଆରେ ମଧ୍ୟ ଫଟୋ ଓ ଭିଡ଼ିଓ ଭାଇରାଲ କରିଛନ୍ତି । ଯାହାକୁ ନେଇ ସୁରକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ଅନେକ ସେବାୟତ ଏହାକୁ ନେଇ ଉଦ୍‌ବେଗ ପ୍ରକାଶ କରିଥିବାବେଳେ ସୁରକ୍ଷା ବ୍ୟବସ୍ଥାକୁ ସିଧାସଳଖ ଦାୟୀ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସହ ମେଣ୍ଟ କରିବ ଅକାଳୀ ଦଳ! ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ସୁଖବୀର ବାଦଲ

ଚଣ୍ଡିଗଡ଼/ନୂଆଦିଲ୍ଲୀ,୭।୮: ଶିରୋମଣି ଅକାଳୀ ଦଳ (ଏସଏଡି) ସଭାପତି ସୁଖବୀର ସିଂହ ବାଦଲ ଶୁକ୍ରବାର ସଂସଦ ଭବନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ। ସଂସଦର ମୌସୁମୀ ଅଧିବେଶନ ସମୟରେ…

ଚାଲିଥିଲା ଗଞ୍ଜେଇ କାରବାର, ମହିଳାଙ୍କ ସମେତ ୨ ଜଣଙ୍କୁ ଗିରଫ କରି…

ଖୋର୍ଦ୍ଧା,୭ା୮(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଶିଳ୍ପାଞ୍ଚଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଚୋରା ଚାଲାଣକାରୀଙ୍କୁ ଧରିବାରେ ସଫଳ ହୋଇଛି। ଗଡ଼ଖୋର୍ଦ୍ଧାସ୍ଥିତ ଗଡ଼ ଚଣ୍ଡିମନ୍ଦିର ନିକଟରେ ଚଢ଼ାଉ କରି…

ସାମାଜିକ ଦାୟିତ୍ୱବୋଧ, ସ୍ବଚ୍ଛତା ଆପଣାଇବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ

ଦିଗପହଣ୍ଡି,୭ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ଗ୍ରାମସ୍ଥିତ ସେବାନନ୍ଦ ସରସତୀ ଡିଗ୍ରୀ କଲେଜ ଜାତୀୟ ସେବା ଯୋଜନା (NSS) କୋ-ୟୁନିଟ୍‌ ପକ୍ଷରୁ ଶୁକ୍ରବାର…

ଘର ଦେବେ ସଲମାନ: ଚାରିଆଡ଼ୁ ଛୁଟୁଛି ପ୍ରଶଂସା

ଆସାମରେ ହୋଇଥିବା ଭୟଙ୍କର ବନ୍ୟାରେ ପ୍ରଭାବିତ ପରିବାରକୁ ସହାୟତା କରିବା ପାଇଁ ବଲିଉଡ ସୁପରଷ୍ଟାର ସଲମାନ ଖାନ ଆଗେଇ ଆସିଛନ୍ତି। ସେ ଏହି ମହାନ କାର୍ଯ୍ୟ ପାଇଁ…

ଆକ୍ସନ ମୋଡରେ ବିଜୟ ଥଲାପଥି: ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୭।୮: କେନ୍ଦ୍ର ସରକାର ସୀମା ନିର୍ଦ୍ଧାରଣ ବିଲ ପୁନଃଆଗତ କରିପାରନ୍ତି ବୋଲି ଆଲୋଚନା ହୋଇଛି। ତାମିଲନାଡୁରେ ଏହି ପ୍ରସଙ୍ଗକୁ ନେଇ ରାଜନୈତିକ ବିବାଦ ଆରମ୍ଭ ହୋଇଛି। କେନ୍ଦ୍ର…

ଦେଶୀ ମଦରେ ଅପମିଶ୍ରଣ ଅଭିଯୋଗ:ନିରପେକ୍ଷ ତଦନ୍ତ ଦାବି କଲା କଂଗ୍ରେସ

ଭଞ୍ଜନଗର, ୭।୮ (ବାବୁଲା ପ୍ରଧାନ):ଗଞ୍ଜାମ ଜିଲାର ବିଭିନ୍ନ ଦେଶୀ ମଦ ଭାଟିରେ ଅପମିଶ୍ରିତ ଓ ନକଲି ମଦ ପ୍ରସ୍ତୁତ ହେଉଥିବା ନେଇ ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ)…

ରାସ୍ତାକଡ଼ରେ ଗର୍ଜନ କରୁଥିଲା ୧୨ ଫୁଟ ଲମ୍ବର ଅହିରାଜ, ଯୁବକ ଦେଖିବା ପରେ…

ଦିଗପହଣ୍ଡି,୭ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୩ ନଂ ଓ୍ବାର୍ଡ ପିଏଚ୍‌ଡି ରୋଡ୍‌ କେନାଲ କଡ଼ ମୋବାଇଲ ଟାଓ୍ବାର ନିକଟରୁ୍‌ ପ୍ରାୟ ୧୨ ଫୁଟ…

ପାଣି ଘେରରେ ତେରେସିଂହା ବସ୍ତି ସ୍କୁଲ-ଅଙ୍ଗନବାଡି କେନ୍ଦ୍ର: ଅସ୍ବାସ୍ଥ୍ୟକର ପରିବେଶରେ ଚାଲିଛି ପାଠପଢା

କର୍ଲାମୁଣ୍ଡା,୭।୮(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଳକର ତେରେସିଂହା ଗ୍ରାମରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ନାହିଁ ନ ଥିବା ଅସୁବିଧା ଦେଖିବାକୁ ମିଳୁଛି I ବିଦ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri