Posted inଜାତୀୟ

ମଣିପୁର ଆତଙ୍କବାଦୀ ଆକ୍ରମଣକୁ ନେଇ ଉଠୁଛି ପ୍ରଶ୍ନ

ଇମ୍ଫାଲ,୧୫ ।୧୧: ମଣିପୁରରେ ଆସାମ ରାଇଫଲ୍ସ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପାଇଁ ପିଏଲଏ ଓ ଏମ୍‌ଏନ୍‌ପିଏଫ୍ ନିଜକୁ ଦାୟୀ କରିଥିଲେ ବି ଏବେ ଏହାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ପ୍ରଶ୍ନ ହେଉଛି କୌଣସି ବାହାର ଦେଶ ଏହି ସଙ୍ଗଠନକୁ ସମର୍ଥନ କରୁ ନାହିଁ ତ । କାରଣ ଏହି ଘଟଣା ପରେ ଚାଇନାର ସରକାରୀ ମୁଖପାତ୍ର ଗ୍ଲୋବାଲ ଟାଇମ୍ସର ସମ୍ପାଦକଙ୍କର ଏକ ଟୁଇଟର ପୋଷ୍ଟ ଭଗାଇରାଲ ହେବାରେ ଲାଗିଛି ଯେଉଁଥିରେ ସେ ଉତ୍ତର-ପୂର୍ବ ରାଜ୍ୟ ଗୁଡିକର ବିଚ୍ଛିନ୍ନତାବାଦୀ ସଙ୍ଗଠନକୁ ସମର୍ଥନ କରିବାକୁ ଧମକ ଦେଉଛନ୍ତି ।
ଯଦିଓ ଏହି ଟୁଇଟ ଗତବର୍ଷ ଅକ୍ଟୋବର ୨୦୨୦ର କିନ୍ତୁ ଉତ୍ତର-ପୂର୍ବ ରାଜ୍ୟ ଗୁଡିକର ବିଚ୍ଛିନ୍ନତାବାଦୀ ତଥା ଉଗ୍ରବାଦୀ ସଙ୍ଗଠନକୁ ଚାଇନା ମାଧ୍ୟମରେ ଅସ୍ତ୍ରଶସ୍ତ୍ର ଏବଂ ଅର୍ଥ ପ୍ରଦାନର ଖବର ଆସୁଛି । ୨୦୧୫ରେ ମଣିପୁରରେ ସେନା ଉପରେ ହୋଇଥିବା ବଡ ଆକ୍ରମଣରେ ବିଦେଶୀ ଅସ୍ତ୍ର ବିକ୍ରେତାଙ୍କ ଭୂମିକା ମଧ୍ୟ ସନ୍ଦେହ ଜନକ ଥିଲା । ତେଣୁ ଏବେ ଚାଇନାର ସରକାରୀ ମୁଖପାତ୍ରଙ୍କ ଇସାରା ଭାରତର ଉତ୍ତର-ପୂର୍ବ ରାଜ୍ୟରେ ବିଚ୍ଛିନ୍ନତାବାଦୀ ସଙ୍ଗଠନକୁ ସମର୍ଥନ କରିବା । ସେଥିପାଇଁ ପ୍ରଶ୍ନ ଉଠୁଛି କି ମଣିପୁରରେ ଆତଙ୍କବାଦୀ ଆକ୍ରମଣରେ କୌଣସି ବାହାର ଦେଶର ସମର୍ଥନ ନାହିଁତ ।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri