ଯନ୍ତ୍ରଣାରୁ ମୁକ୍ତିଦେବ କୁଇକ୍‌

ଭୁବନେଶ୍ୱର,୨୫ା୨: ଦେଶର ସର୍ବପୁରାତନ ଆୟୁର୍ବେଦ କମ୍ପାନୀ ଓଜୋନ୍‌ ଫାର୍ମାସ୍ୟୁଟିକାଲର ପ୍ରମୁଖ ବ୍ରାଣ୍ଡ୍‌ କୁଇକ୍‌ର ନୂତନ ଉତ୍ପାଦର ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଥିଲା। ଏହି ପରିପ୍ରେକ୍ଷୀରେ କମ୍ପାନୀ ଓଡ଼ିଶା ୟୁନିଟ୍‌ ପକ୍ଷରୁ ଶୁକ୍ରବାର ଏକ ଖବରଦାତା ସମ୍ମିଳନୀର ଆୟୋଜନ କରାଯାଇଥିଲା। ଉକ୍ତ ସମ୍ମିଳନୀରେ ଯୋଗଦେଇ କମ୍ପାନୀ ନିର୍ଦ୍ଦେଶକ କରଣ ସେହେଗଲ ନୂତନ ଉତ୍ପାଦ ସମ୍ପର୍କରେ ବିସ୍ତୃତ ଆଲୋକପାତ କରିଥିଲେ। ବିଶେଷକରି ବର୍ତ୍ତମାନ ସମୟରେ ଗଣ୍ଠିବ୍ୟଥା, ଆଣ୍ଠୁ ଦରଜ, କମର ଦରଜ ଭଳି ଅନେକ ଯନ୍ତ୍ରଣାଜନିତ ସମସ୍ୟାରେ ସନ୍ତୁଳି ହେଉଛନ୍ତି। ଉକ୍ତ ସମସ୍ୟାର ସମାଧାନ ସାଙ୍ଗକୁ ରୋଗୀଙ୍କୁ ଯନ୍ତ୍ରଣାରୁ ମୁକ୍ତ କରାଇବାରେ ଏହା ବେଶ୍‌ ସହାୟକ ହେବ ବୋଲି ସେ ମତପ୍ରକାଶ କରିଛନ୍ତି। ସେହିପରି କମ୍ପାନୀର ଅନେକ ଉତ୍ପାଦ ସବୁ ବର୍ଗର ରୋଗୀଙ୍କ ପସନ୍ଦର ଔଷଧ ବୋଲି ଜଣାପଡିଛି। କାରଣ କମ୍ପାନୀ ଗୁଣବତ୍ତା, ଗୁଣାତ୍ମକ ଓ ଉପଯୁକ୍ତ ସେବା ଓ ସୁବିଧା ରୋଗୀଙ୍କୁ ଯୋଗାଇବା ସହ ଔଷଧର ଶତପ୍ରତିଶତ ନିର୍ଭରଶୀଳତାର ପ୍ରତିଶ୍ରୁତି ଦେଇଥାଏ ବୋଲି ସେହେଗଲ କହିଛନ୍ତି। ସୂଚନାଯୋଗ୍ୟ, କମ୍ପାନୀର କୁଇକ୍‌ ଅଏଲଠାରୁ ଆରମ୍ଭ କରି ମଲମ ଏବଂ ସ୍ପ୍ରେ ବଜାର ସର୍ବାଧିକ ଚାହିଦା ଓ ବିକ୍ରି ହେଉଥିବା ଉତ୍ପାଦରେ ପରିଗଣିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri