ମଣ୍ଡିରୁ ହଜାର ହଜାର କୁଇଣ୍ଟାଲ ଧାନ ଉଠୁନି, ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଚାଷୀ ସଜବାଜ…

କର୍ଲାମୁଣ୍ଡା,୧୪ା୧(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ମଣ୍ଡିରେ ଚାଷୀଙ୍କ ହଜାର ହଜାର କୁଇଣ୍ଟାଲ ଧାନ ପଡିରହିଛି। ପ୍ରଶାସନ ଆଖିଦୃଶିଆ ପଦକ୍ଷେପ ନେବାରେ ବିଫଳ ହେଉଥିବା ଚାଷୀମାନେ ଅଭିଯୋଗ କରିବା ସହ ଆସନ୍ତା ରବିବାର କଳାହାଣ୍ଡି ଜିଲା ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ସଜବାଜ ହେଉଥିବା ଜୋରାଡ଼ବରା ପ୍ରାଥମିକ କୃଷି ସମବାୟ ସମିତି ସଭାପତି ଦେବରାଜ ରଣା ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ ଜୋରାଡ଼ବରା ସମବାୟ ସମିତିକୁ ଚଳିତ ବର୍ଷ ୫୦ ହଜାର କୁଇଣ୍ଟାଲ ଧାନ କ୍ରୟ ପାଇଁ ନିର୍ଦ୍ଦେଶ ରହିଛି। ତେବେ ଧାନ ଉଠେଇବା ଦାୟିତ୍ୱରେ ଥିବା କିଛି ମିଲର୍ସଙ୍କ ଅସହଯୋଗ ତଥା ଦିନକୁ ମାତ୍ର ଗୋଟିଏରୁ ଦୁଇଟି ଗାଡି ପଠାଉଥିବାରୁ ୧୨୦ ଚାଷୀଙ୍କ ୮ ହଜାର ୫ ଶହ କୁଇଣ୍ଟାଲ ଧାନ ମଣ୍ଡିରେ ଥିବା ସମବାୟ ସମିତିର ଭାରପ୍ରାପ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ସୁମନ୍ତ ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାତୀପଲଙ୍କ ଆତଙ୍କ: ଗୋଟିଏ ଗାଁର ୨୫ରୁ ଅଧିକ ଘର ଭାଙ୍ଗିଲେ, କ୍ଷତିପୂରଣ ଦେବାକୁ ଦାବି କଲେ…

ବଲାଙ୍ଗିର,୧୪।୧(ସୁନିଲ କୁମାର ମହାନ୍ତି) – ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ ମହୁଲପାଟି ପଞ୍ଚlୟତ ମଲ୍ଲିକଦରୋ,ମାଗୁରଜଙ୍ଗଲ, ଫଳସାପଡା, ଆମ୍ବପଡାରେ ହାତୀପଲ ଘର ଭାଙ୍ଗିଦେଇଥିବା ଅଭିଯୋଗ ହୋଇଛି ।...

ବିଜୟ ଶୋଭାଯାତ୍ରା ସମୟରେ ଅଘଟଣ: ବାଣ ଫୁଟାଇବା ବେଳେ କନଷ୍ଟେବଳ ଗୁରୁତର

ରାୟଗଡ଼ା,୧୪।୧(ଆଶିଷ ରଞ୍ଜନ ପଣ୍ଡା) – ଆଜିକୁ ଦୁଇ ଦିନ ତଳେ ପୋଲିସ ରାୟଗଡ଼ା ହାବିଲଦାର ଓ କନଷ୍ଟେବଳ ସଂଘର ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଏଥିରେ ବିଜୟୀ...

ହାତୀ ସୁରକ୍ଷା ପାଇଁ ସଚେତନ କଲା ବିଦ୍ୟାଳୟ ଇକୋ କ୍ଲବ: ସଂଘର୍ଷ ନୁହେଁ ବରଂ ସୁରକ୍ଷା ଦେଇ…

ବରଗଡ,୧୪।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଗଙ୍ଗେଇ ଗ୍ରାମର ସରକାରୀ ପ୍ରାଥମିକ ବିଦ୍ୟାଳୟ ଇକୋ କ୍ଲବ୍ ପକ୍ଷରୁ ବୁଧବାର ହାତୀ ସୁରକ୍ଷା ପାଇଁ...

ମହାଆଡ଼ମ୍ବରରେ କୁଶୁର୍ଲାରେ ଆରମ୍ଭ ହେଲା ମକର ମେଳା, ମକର ଚାଉଳ ପାଇ…

କର୍ଲାମୁଣ୍ଡା,୧୪।୧(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍ ଅନ୍ତର୍ଗତ ଯୋରାଡବରା ଗ୍ରାମ ପଞ୍ଚାୟତ କୁଶୁର୍ଲା ଗ୍ରାମ ସ୍ଥିତ ନୀଳକଣ୍ଠେଶ୍ଵର ଶୈବପୀଠରେ କର୍ଲାମୁଣ୍ଡା, ନର୍ଲା, କେସିଙ୍ଗା,...

୨୦ କେଜିର ଗଞ୍ଜେଇ ଜବତ କଲା ପାଟପୁର ପୋଲିସ, ନୂଆଦିଲ୍ଲୀର ଦୁଇ ଯୁବକ ଗିରଫ

ଦିଗପହଣ୍ଡି,୧୪|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ବସଷ୍ଟାଣ୍ଡ ନିକଟରୁ ବୁଧବାର ସକାଳେ ୨୦ କେଜି ୮ ଶହ ଗ୍ରାମ ଗଞ୍ଜେଇ ଜବତ...

ମିଲର୍ସଙ୍କ ମନମାନି ପାଇଁ ଚାଷୀ ଖର୍ଚ୍ଚରେ ଯାଉଛି ଧାନ, ମଣ୍ଡି ପରିଦର୍ଶନ କଲେ ସମବାୟ ଉପନିବନ୍ଧକ

କୁନ୍ଦୁରା, ,୧୪।୧(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲ୍ଲା କୁନ୍ଦୁରା ବ୍ଲକ ଅଧୀନରେ ଚାଲିଥିବା ଖରିଫ ମଣ୍ଡି ପରିଦର୍ଶନ କରିଛନ୍ତି ଡିଆରସିଏସ । ଚଳିତ ଖରିଫ ଋତୁରେ ଦେଖିବାକୁ...

ଝଲସୁଛି ସହିଦ ରେଣ୍ଡୋ ମାଝୀ ମଞ୍ଚ, ୨୫ଦିନରେ ତିଆରି କରିଛନ୍ତି ୧୫ କାରିଗର

ଭବାନୀପାଟଣା,୧୪।୧( ଉତ୍ତମ କୁମାର ଦାଶ): ୨୮ତମ କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୬ର ମୁଖ୍ୟ ଆକର୍ଷଣ ହେଉଛି ଲାଲ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମରେ ନିର୍ମାଣ ହୋଇଥିବା ସହିଦ ରେଣ୍ଡୋ...

ବାଇକରେ ଯାଉଥିବା ବେଳେ ଅଘଟଣ, ମାଞ୍ଜାସୂତା ଲାଗି କଟିଗଲା ଯୁବକଙ୍କ ନାକ…

ଢେଙ୍କାନାଳ,୧୪।୧(ରତନ ନାୟାର): ମାଞ୍ଜାସୂତା ଲାଗି ଜଣେ ବ୍ୟକ୍ତି ଆହତ ହୋଇଛନ୍ତି । ଢେଙ୍କାନାଳ ସହରର ପ୍ରମୁଖ ବଜାର ମୀନାବଜାର ଅଂଚଳରେ ବୁଧବାର ଅପରାହ୍ନରେ କିଛି ଯୁବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri