ମଣ୍ଡିରୁ ହଜାର ହଜାର କୁଇଣ୍ଟାଲ ଧାନ ଉଠୁନି, ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଚାଷୀ ସଜବାଜ…

କର୍ଲାମୁଣ୍ଡା,୧୪ା୧(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ମଣ୍ଡିରେ ଚାଷୀଙ୍କ ହଜାର ହଜାର କୁଇଣ୍ଟାଲ ଧାନ ପଡିରହିଛି। ପ୍ରଶାସନ ଆଖିଦୃଶିଆ ପଦକ୍ଷେପ ନେବାରେ ବିଫଳ ହେଉଥିବା ଚାଷୀମାନେ ଅଭିଯୋଗ କରିବା ସହ ଆସନ୍ତା ରବିବାର କଳାହାଣ୍ଡି ଜିଲା ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ସଜବାଜ ହେଉଥିବା ଜୋରାଡ଼ବରା ପ୍ରାଥମିକ କୃଷି ସମବାୟ ସମିତି ସଭାପତି ଦେବରାଜ ରଣା ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ ଜୋରାଡ଼ବରା ସମବାୟ ସମିତିକୁ ଚଳିତ ବର୍ଷ ୫୦ ହଜାର କୁଇଣ୍ଟାଲ ଧାନ କ୍ରୟ ପାଇଁ ନିର୍ଦ୍ଦେଶ ରହିଛି। ତେବେ ଧାନ ଉଠେଇବା ଦାୟିତ୍ୱରେ ଥିବା କିଛି ମିଲର୍ସଙ୍କ ଅସହଯୋଗ ତଥା ଦିନକୁ ମାତ୍ର ଗୋଟିଏରୁ ଦୁଇଟି ଗାଡି ପଠାଉଥିବାରୁ ୧୨୦ ଚାଷୀଙ୍କ ୮ ହଜାର ୫ ଶହ କୁଇଣ୍ଟାଲ ଧାନ ମଣ୍ଡିରେ ଥିବା ସମବାୟ ସମିତିର ଭାରପ୍ରାପ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ସୁମନ୍ତ ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଶହ ଶହ ରୋଗୀ ନିର୍ଭରଶୀଳ: ମାତ୍ର ୨ଟି ବେଡ୍‌ରେ ଚାଲିଛି ଚିକିତ୍ସା

ଗଞ୍ଜାମ,୧୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହର ବଡ଼ବଜାରସ୍ଥିତ ବହୁ ପୁରାତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ଦାବି ଜୋର ଧରିଛି। ରାଜପଥ ପାର୍ଶ୍ୱରେ ଅବସ୍ଥିତ ଏହି…

୬ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କଲେ କାକା: ଘର ପଛପଟକୁ ନେଇ…

ପାଟଣା,୧୯ା୯(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ସମ୍ପର୍କୀୟ କାକା ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ…

ଦୋକାନରୁ ଚୋରି,ଜାଲ ନୋଟ କାରବାର ଅଭିଯୋଗ: ୨ ଅଟକ

ଦେବଗଡ଼, ୧୯।୯: ଦୋକାନରୁ ଚୋରି ଏବଂ ସନ୍ଦିଗ୍ଧ ଜାଲ ନୋଟ ବ୍ୟବହାର ଅଭିଯୋଗରେ ଦେବଗଡ଼ ଜିଲା ବାରକୋଟ ଥାନା ପୋଲିସ ୨ ଜଣଙ୍କୁ ଅଟକ ରଖି ପଚରାଉଚରା…

ସରିଲା ନୂଆଁଖାଇ, ରହିଗଲା ଆବର୍ଜନା: ସହର ସାରା ପରିବେଶ ପ୍ରଦୂଷଣର ବିକଳ ଚିତ୍ର

ବରଗଡ଼,୧୯।୯(ପ୍ରେମାନନ୍ଦ ଖମାରୀ): ଗଣେଶ ପୂଜା ଓ ନୂଆଁଖାଇ ସରି ଯାଇଛି। ଉତ୍ସାହ, ଉଦ୍ଦୀପନା ସହିତ ଲୋକେ ଏହାକୁ ପାଳନ କରିଛନ୍ତି। ହେଲେ ଏହି ପର୍ବ ସରିବା ପରେ…

ନିକିତାଙ୍କୁ ଗ୍ଲୋବାଲ ପାଥ୍‌ଫାଇଣ୍ଡର୍ସ ଆୱାର୍ଡ: ଛୁଟୁଛି ଶୁଭେଚ୍ଛାର ସୁଅ

ପଦ୍ମପୁର,୧୯ା୯(ପ୍ରଦୀପ୍ତ ଦାଶ):ସ୍ଥାନୀୟ ଅଞ୍ଚଳ ମହାବିଦ୍ୟାଳୟର ଛାତ୍ରୀ ନିକିତା ସାହୁ ଗ୍ଲୋବାଲ ଫାଇନାନ୍ସ ଆଣ୍ଡ ଟେକ୍ନୋଲୋଜି ନେଟୱାର୍କ ପକ୍ଷରୁ ପ୍ରଦତ୍ତ ପ୍ରତିଷ୍ଠିତ ‘ଗ୍ଲୋବାଲ ପାଥଫାଇଣ୍ଡର୍ସ ଆୱାର୍ଡ’ ଲାଭ କରି…

କଟକରେ ନନ୍ଦିନୀ ଶତପଥୀଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ଉନ୍ମୋଚିତ

କଟକ,୧୯ା୯(କାର୍ତ୍ତିକ ସାହୁ): ସାମାଜିକ, ରାଜନୈତିକ ଓ ପ୍ରଶାସନିକ ଇତିହାସରେ ନନ୍ଦିନୀ ଶତପଥୀଙ୍କ ଅବଦାନ ଅତ୍ୟନ୍ତ ସ୍ବତନ୍ତ୍ର। ରାଜ୍ୟର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ଭାବେ ସେ ଓଡ଼ିଶା ରାଜନୀତିରେ…

ସୁନ୍ଦରଗଡରେ ଲଜ୍ଜା: ୭ ବର୍ଷୀୟା ଶିଶୁକନ୍ୟାଙ୍କୁ ବଳାତ୍କାର କଲେ ମାମୁ

ସୁନ୍ଦରଗଡ,୧୯ା୯(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ଗୁରୁଣ୍ଡିଆ ଥାନା ଅଞ୍ଚଳରେ ବୁଧବାର ଅପରାହ୍ନରେ ଜଣେ ୭ବର୍ଷୀୟା ଶିଶୁକନ୍ୟାଙ୍କୁ ତାଙ୍କର ଜଣେ ସମ୍ପର୍କୀୟ ମାମୁ ବଳାତ୍କାର କରିଥିବା ଅଭିଯୋଗ…

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ସାମାନ୍ୟ କଥା କଟାକଟିରୁ ଭୁଜାଲି-ଛୁରୀ ମାଡ଼; ୮ ଗୁରୁତର, ୨ ଜଣଙ୍କ ଅବସ୍ଥା…

ବରଗଡ଼,୧୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ୍ ଥାନା ଅନ୍ତର୍ଗତ ପାତିକାରପଲ୍ଲୀ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଭୟାବହ ଗୋଷ୍ଠୀ ସଂଘର୍ଷ ଘଟିଯାଇଛି। ସାମାନ୍ୟ କଥା କଟାକଟିକୁ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?