କ୍ୱିଣ୍ଟନ୍‌ ଡି କକ୍‌ଙ୍କ ବିସ୍ଫୋରକ ଶତକ: କୋଲକାତାକୁ ୨୧୧ ରନ୍‌ର ଟାର୍ଗେଟ

ମୁମ୍ବାଇ,୧୮।୫: ଆଇପିଏଲ ୨୦୨୨ର ୬୬ତମ ମ୍ୟାଚ କୋଲକାତା ନାଇଟ ରାଇଡର୍ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରୁଥିବା ଲକ୍ଷ୍ନୌ ନିର୍ଦ୍ଧାରିତ ଓଭରରେ ବିନା ଉଇକେଟ୍‌ ହରାଇ ୨୧୦ ରନ୍‌ ସଂଗ୍ରହ କରିଛି। ଫଳରେ କୋଲକତାକୁ ୨୧୧ରନ୍‌ର ବିଜୟ ଲକ୍ଷ୍ୟ ମିଳିଛି। ଲକ୍ଷ୍ନୌ ଦଳ ପକ୍ଷରୁ କ୍ୱିଣ୍ଟନ୍‌ ଡିକକ୍‌ ଶତକ ଅର୍ଜନ କରିଥିବାବେଳେ କେଏଲ୍‌ ରାହୁଲ ଅର୍ଦ୍ଧଶତକ ହାସଲ କରିଛନ୍ତି। ଡି କକ୍‌ ୭୦ ବଲ୍‌ରୁ ୧୦ ଚୌକା ଏବଂ ୧୦ ଛକା ସହାୟତାରେ ୧୪୦ ରନ୍‌ କରିଥିଲେ। ସେହିପରି ରାହୁଲ ୫୧ଟି ବଲ୍‌ରୁ ୬୮ ରନ୍‌ କରି ଅପରାଜିତ ରହିଥିଲେ।
ଏହି ମ୍ୟାଚ୍‌ ଉଭୟ ଦଳର ଶେଷ ଲିଗ୍‌ ମ୍ୟାଚ ଏବଂ ପ୍ଲେ ଅଫ ଦୃଷ୍ଟିରୁ ଏହା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ପ୍ଲେ ଅଫ୍‌ରେ ପହଞ୍ଚିବା ଆଶାକୁ ବଞ୍ଚାଇ ରଖିବା ପାଇଁ କୋଲକାତା ଏହି ମ୍ୟାଚ ବୃହତ୍‌ ଭାବେ ଜିତିବା ଆବଶ୍ୟକ। ଯଦି କୋଲକାତା ଏହି ମ୍ୟାଚ ହାରିଯାଏ, ତେବେ ପ୍ଲେ ଅଫରେ ପହଞ୍ଚିବାର ଆଶା ଶେଷ ହେବ। ଏଥି ସହିତ, ଲକ୍ଷ୍ନୌ ଯଦି ଏହି ମ୍ୟାଚ ଜିତେ ତେବେ ପ୍ଲେ ଅଫ ପାଇଁ ଯୋଗ୍ୟତା ଅର୍ଜନ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…

ବଢୁଛି କଂସ କଳାକାରଙ୍କ ଅଡ଼ୁଆ: ପରିବର୍ତ୍ତନ ଦାବିରେ ଚାଲିଲା ଦସ୍ତଖତ ଅଭିଯାନ

ବରଗଡ଼,୨୯।୯(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ…

ମହିଳା ୨୫ ମି. ପିସ୍ତଲରେ ଇଶାଙ୍କୁ ରୌପ୍ୟ, ନିରାଶ କଲେ ମନୁ

ନାଗୋୟା,୨୮ା୯: ଭାରତୀୟ ଶୁଟର ଇଶା ସିଂ ମହିଳା ୨୫ ମି. ପିସ୍ତଲ ବ୍ୟକ୍ତିଗତ ଇଭେଣ୍ଟରେ ରୌପ୍ୟ ପଦକ ଜିତିଛନ୍ତି। ଚଳିତ ଏସିଆନ ଗେମ୍ସରେ ଶୁଟିଂ ପ୍ରତିଯୋଗିତାରେ ଏହା…

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

UPI ଚାର୍ଜ ଉପରେ ରୋକ ଲଗାଇବା ନେଇ ସୁପ୍ରିମକୋର୍ଟ ନେଲେ ଏହି ନିଷ୍ପତ୍ତି: RBI, କେନ୍ଦ୍ରକୁ…

ନୂଆଦିଲ୍ଲୀ,୨୮।୯: ୨ ହଜାର ଟଙ୍କାରୁ ଅଧିକ UPI ପେମେଣ୍ଟ ଉପରେ ୦.୪ ପ୍ରତିଶତ MDR (Merchant Discount Rate) ଲାଗୁ କରାଯିବାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା…

RCBକୁ ବଡ଼ ଝଟକା: ଦୁନିଆରୁ ବିଦାୟ ନେଲେ ଏହି କିମ୍ବଦନ୍ତ୍ରୀ

ବେଙ୍ଗାଲୁରୁ,୨୮।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ପରିବାରକୁ ବଡ଼ ଝଟକା। ଦଳର ମ୍ୟାଚ ଦିନର ପରିବେଶକୁ ନିଜ ଢୋଲର ତାଳରେ ଉତ୍ସାହିତ କରୁଥିବା ପ୍ରସିଦ୍ଧ ଡ୍ରମର୍‌ ଦେବାଙ୍କ…

ଚାକିରି ଦେବା ବାହାନାରେ ଯୁବତୀଙ୍କୁ ବଳାତ୍କାର କଲେ ଲୋକୋ ପାଇଲଟ୍‌, ଷ୍ଟେଶନରୁ ଘରକୁ ନେଇ…

ପାଟନା,୨୮ା୯: କଟିହାରରେ ଚାକିରି ଦେବାର ପ୍ରଲୋଭନ ଦେଇ ୨୨ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ଆସିଛି । ଏହି ମାମଲାରେ ଜଣେ ରେଳବାଇ ଲୋକୋ ପାଇଲଟ୍‌ଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?