ଭିକ୍ଷାବୃତ୍ତି ଛାଡ଼ିଲେ, ବିଧାୟକଙ୍କ ଗାଡ଼ିରେ ସ୍କୁଲ ଆସିଲେ

ଖଇରା,୧୭।୧୨(ଡି.ଏନ.ଏ.): ବାଲେଶ୍ବର ଜିଲା ଖଇରା ବ୍ଲକ ତୁଡିଗଡିଆ ତେନ୍ତୁଳିଆପଡା ଗ୍ରାମର ଏକ ପରିତ୍ୟକ୍ତ ଘରେ ଭିକ୍ଷାବୃତ୍ତି କରୁଥିବା ଚନ୍ଦନ ଶବରଙ୍କ ନାବାଳକ ପିଲାମାନେ ଶୁକ୍ରବାରଠାରୁ ମୁଖ୍ୟ ସ୍ରୋତରେ ସାମିଲ ହୋଇଛନ୍ତି  ।ତାଙ୍କର ୩ ପୁଅ ପପୁ ଶବର(୬) ବିଷ୍ଣୁ ଶବର(୫) ଅଭି ଶବର(୪)ଙ୍କୁ ଖଇରା ନିକଟସ୍ଥ ସାଇ ପବ୍ଲିକ ସ୍କୁଲ ଛାତ୍ରାବାସରେ ମଗଣାରେ ରଖାଯିବା ଲାଗି ବନ୍ଦୋବସ୍ତ କରାଯାଇଛି । ସିମୁଳିଆ ବିଧାୟକ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଶୁକ୍ରବାର ତେନ୍ତୁଳିଆ ପଡାରେ ରହୁଥିବା ପିଲାମାନଙ୍କୁ ସ୍କୁଲ ଡ୍ରେସ ଓ ଜୋତା ପିନ୍ଧାଇ ନିଜ ଗାଡିରେ ସେମାନଙ୍କୁ ବିଦ୍ୟାଳୟ ପର୍ଯ୍ୟନ୍ତ ନେଇଥିଲେ। ବିଦ୍ୟାଳୟ କମିଟି ସମ୍ପାଦକ ପିତାମ୍ବର ମହାପାତ୍ର, ପ୍ରଧାନଶିକ୍ଷୟିତ୍ରୀ କଳ୍ପନା ମଞ୍ଜରୀ ରାଉଳଙ୍କ ସହଯୋଗରେ ପିଲାମାନଙ୍କର ପ୍ରବେଶ ଉତ୍ସବ କରାଯାଇଥିଲା। ସହକାରୀ ଶିକ୍ଷୟିତ୍ରୀ ହେମାମାଳିନୀ ମହାନ୍ତି, ଅଞ୍ଜଳି ଜେନା, ଝରଣା ବେହେରା, ଊର୍ମିଳା ଦାସ, ଭାଗ୍ୟଶ୍ରୀ ନାୟକ, ଶିକ୍ଷକ ପଦ୍ମନାଭ ବେହେରାଙ୍କ ସମେତ ସ୍ଥାନୀୟ ଲୋକପ୍ରତିନିଧିମାନେ ଉପସ୍ଥିତ ଥିଲେ । ଗତ ୮ତାରିଖରେ ଉକ୍ତ ପିଲାମାନଙ୍କ ଭିକ୍ଷାବୃତ୍ତି ଏବଂ ବ୍ଲକ ପ୍ରଶାସନ ତରଫରୁ ନିଆଯାଉଥିବା ପଦକ୍ଷେପ ସମ୍ପର୍କରେ ଧରିତ୍ରୀରେ ପ୍ରକାଶ ପାଇବା ପରେ ତତ୍ପରତା ପ୍ରକାଶ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେରଳ ଦାଦନ ଖଟିବାକୁ ଯାଇ ଯୁବକ ମୃତ: ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା

ଜି.ଉଦୟଗିରି,୨୮।୭(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠି): କନ୍ଧମାଳ ଜିଲାରୁ ସୁଦୂର କେରଳରେ ଦାଦନ ଖଟିବାକୁ ଯାଇ ଯୁବକଙ୍କ ମୃତ୍ୟୁ ଘଟଣା ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା…

କଙ୍ଗନାଙ୍କ ବିବାଦୀୟ ବୟାନର ଜବାବ ରଖିଲା CJP

ନୂଆଦିଲ୍ଲୀ,୨୮।୭: ଭାଜପା ଏମପି କଙ୍ଗନା ରାଣାୱତଙ୍କ Gen-Z ସମ୍ପର୍କରେ ମନ୍ତବ୍ୟକୁ ନେଇ ବିବାଦ ଦେଖାଦେଇଛି; ସେ Gen-Zକୁ ‘ଜେନେରେଶନ ଗଟର’ ବୋଲି କହିଥିଲେ। ‘କକ୍ରୋଚ ଜନତା ପାର୍ଟି’ର…

ଶ୍ରାବଣରେ ଏହି ୩ ଗ୍ରହଙ୍କ ଚାଲିରେ ହେବ ବଡ଼ ପରିବର୍ତ୍ତନ, ୪ ରାଶିଙ୍କ ବଢ଼ିପାରେ ସମସ୍ୟା! ରୁହନ୍ତୁ ସତର୍କ…

ଶ୍ରାବଣ ମାସରେ ଭଗବାନ ଶିବଙ୍କୁ ପୂଜା କରାଯାଏ। ଏହି ମାସରେ ମହାଦେବଙ୍କ ବିଶେଷ ପୂଜାର୍ଚ୍ଚନା ଏବଂ ଜଳାଭିଷେକର ବିଧାନ ରହିଛି। ଦୃକ ପଞ୍ଚାଙ୍ଗ ଅନୁସାରେ, ଏହି ବର୍ଷ…

ପୁଅ ନେଲା ବାପାଙ୍କ ଜୀବନ

କୁଚିଣ୍ଡା,୨୮।୭(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ଧୂଡିପାଲି ପଞ୍ଚାୟତ ମନାପାଲି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳହକୁ କେନ୍ଦ୍ର କରି ପୁଅର…

ଶ୍ରାବଣ ସୋମବାର ପାଇଁ ଅଛି କି ସ୍ୱତନ୍ତ୍ର ଡ୍ରେସ କୋଡ? ଜାଣନ୍ତୁ ଜିନ୍ସ-ଟିସାର୍ଟ ପିନ୍ଧି ପୂଜା କରିପାରିବେ କି ନାହିଁ…

ସନାତନ ଧର୍ମରେ ଶ୍ରାବଣ ମାସକୁ ଅତ୍ୟନ୍ତ ପବିତ୍ର, ମଙ୍ଗଳକାରୀ ଏବଂ ଆଧ୍ୟାତ୍ମିକ ଦୃଷ୍ଟିକୋଣରୁ ବିଶେଷ ଗୁରୁତ୍ୱପୂର୍ଣ୍ଣ ସମୟ ଭାବରେ ବିବେଚନା କରାଯାଏ। ଏହି ମାସ ଭଗବାନ ଶିବଙ୍କୁ…

ଅଧିନାୟକ ବଦଳରେ ଅଧିନାୟକ… ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସକୁ ସବୁଠାରୁ ବଡ଼ ପ୍ରସ୍ତାବ ଦେଇଛି ଦିଲ୍ଲୀ କ୍ୟାପିଟାଲ୍ସ

ନୂଆଦିଲ୍ଲୀ,୨୮।୭: ପାଞ୍ଚଥରର IPL ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଆଗାମୀ ସିଜିନ ପୂର୍ବରୁ ସେମାନଙ୍କର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ Trade କରିବାକୁ ମନସ୍ଥ କରିସାରିଛି। ଅନେକ ଦଳ ହାର୍ଦ୍ଦିକଙ୍କ…

ଘରୁ ମା’, କେନାଲରୁ ଝିଅ: ଏକାସାଥିରେ ମିଳିଲା ଦୁଇ ମୃତଦେହ, ରହସ୍ୟମୟ ଘଟଣାରେ ଥରହର ଅଞ୍ଚଳ

ଉଦଳା, ୨୮।୭(ସନ୍ତୋଷ କୁମାର ବାଛିନୀ): ଘରୁ ମିଳିଲା ମା ଏବଂ ଦିବ୍ୟାଙ୍ଗ ଝିଅର ମୃତଦେହ । ଯାହା ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଉଦଳା…

ଲଗାଣ ବର୍ଷାରେ ଗ୍ରାମବାସୀ ଜଳବନ୍ଦୀ

ଉଦଳା,୧୬ା୭(ସନ୍ତୋଷ କୁମାର ବାଛିନି): ଲଗାଣ ବର୍ଷା ଯୋଗୁ ବେହାଲ ହୋଇପଡିଛି ଉଦଳା। ଏପରି କି କପ୍ତିପଦା ଉପଖଣ୍ଡ ଉଦଳା, କପ୍ତିପଦା ଏବଂ ଗୋପବନ୍ଧୁନଗର ବ୍ଲକ ଅଞ୍ଚଳରେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri