ଆଜି ରାଜ୍ୟରେ ସୁସ୍ଥ ହେଲେ ୨୫୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୭ା୧୧(ବ୍ୟୁରୋ): ରାଜ୍ୟରେ ସୁସ୍ଥ ହାର ଲଗାତର ଭାବେ ବୃଦ୍ଧି ପାଇବାରେ ଲାଗିଛି । ଏହି କ୍ରମରେ ଶନିବାର ଆଉ ୨୫୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ୧୦ ଲକ୍ଷ ୩୭ ହଜାର ୮୬୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ଟୁଇଟ୍‌ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୧୮ ଜଣ ରହିଛନ୍ତି।

ସେହିପରି ମୟୂରଭଞ୍ଜରୁ ୨୪, କଟକ, ୨୦, ବାଲେଶ୍ୱର ୧୦, ସୁନ୍ଦରଗଡ଼ ୮, ଜଗତସିଂହପୁର ୭, ପୁରୀ ୭, ଯାଜପୁର ୬, ସମ୍ବଲପୁର ୬, କେନ୍ଦ୍ରାପଡ଼ା ୪, ଭଦ୍ରକ ୩, ନୟାଗଡ଼, ୩, ଅନୁଗୋଳ ୨, ଗଞ୍ଜାମ ୨, କୋରାପୁଟ ୨, ମାଲକାନଗିରି ୨, ରାୟଗଡ଼ାରୁ ୨ ଏବଂ ଦେବଗଡ଼ରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ରହିଛି ୨୮।


Enter your email to get our daily news in your inbox.

All Right Reserved By Dharitri.Com

ଗୌରୀଙ୍କ ସହ ବିବାହର ୧୦ ଦିନ ଭିତରେ ଗୁଡ୍‌ନ୍ୟୁଜ୍‌ ଦେଲେ ଆମିର, ଖବର ଶୁଣି ସମସ୍ତେ ଚକିତ

ମୁମ୍ବାଇ: ବଲିଉଡ ଅଭିନେତା ଆମିର ଖାନ ଗତ ଜୁଲାଇ ୫ ତାରିଖରେ ନିଜ ଗର୍ଲଫ୍ରେଣ୍ଡ ଗୌରୀ ସ୍ପ୍ରାଟ୍‌ଙ୍କୁ ବିବାହ କରିଛନ୍ତି। ବିବାହ ପରେ ଏହି ନବଦମ୍ପତି ନିଜ…

ଖେଳ ପଡ଼ିଆରେ ଲିଭିଗଲା ଜୀବନ ଦୀପ, ୨୨ ବର୍ଷୀୟ କ୍ରିକେଟରଙ୍କ ମୃତ୍ୟୁ

ଶ୍ରୀନଗର,୧୪।୭: ଜମ୍ମୁ କଶ୍ମୀରର ଡୋଡା ଜିଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଭାଦେରୱା ଅଞ୍ଚଳର ୨୨ ବର୍ଷୀୟ କ୍ରିକେଟର ସୁହେଲ ଅହମ୍ମଦ ଜୁଲାଇ ୧୩…

ଲଗାଣ ବର୍ଷା, ଆଜି ଏହି ଜିଲାରେ ସମସ୍ତ ସ୍କୁଲ ଛୁଟି

ଭଦ୍ରକ,୧୪।୭(ସନାତନ ରାଉତ): ଭଦ୍ରକ ଜିଲାରେ ଲଗାଣ ବର୍ଷା ଜାରି ରହିଛି । ଏହି କାରଣରୁ ଜିଲାର ସମସ୍ତ ସ୍କୁଲକୁ ମଙ୍ଗଳବାର ଛୁଟି ଘୋଷଣା କରାଯାଇଛି । ପରିସ୍ଥିତିକୁ…

ଛାତ୍ରଙ୍କୁ ମାଡ଼ ମାରିବା ପଡିଲା ମହଙ୍ଗା, ଶ୍ରେଣୀ ଗୃହ ଭିତରେ ଶିକ୍ଷକଙ୍କୁ ତାଲା ପକାଇଦେଲେ…

ଲୋଇସିଂହା, ୧୪।୭ (ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅନ୍ତର୍ଗତ ଉପରବାହାଲ ଉଚ୍ଚ ବିଦ୍ୟାଳୟରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ବିଦ୍ୟାଳୟର ଜଣେ ନବମ…

ରବିବାରଠୁ ନିଖୋଜ ଥିଲେ ବ୍ୟବସାୟୀ, ଏହି ସ୍ଥାନରୁ ମିଳିଲା ପତ୍ତା

ବଲାଙ୍ଗୀର, ୧୪।୭(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ପେଲେସଲାଇନ ପଡାର ଜଣେ ବ୍ୟବସାୟୀ ମୃତ୍ୟୁଞ୍ଜୟ ପଟ୍ଟନାୟକ ରବିବାର ପୂର୍ବାହ୍ନ ପ୍ରାୟ ୧୦ଟା ୩୦ରୁ ଘରୁ ବାହାରି ଯିବା ପରେ…

ଭାଜପା ଜିଲା ସମ୍ପାଦକଙ୍କ ମାତୃ ବିୟୋଗ: ପରିବାର ସଦସ୍ୟଙ୍କୁ ଭେଟିଲେ ମନ୍ତ୍ରୀ ବିଭୁତି ଜେନା

ଛତ୍ରପୁର, ୧୪।୭ (ଦିଲ୍ଲୀପ ସାମଲ): ଛତ୍ରପୁର ସହରର ତିରୁପତିପେଟା ସାହି ନିବାସୀ ତଥା ଭାରତୀୟ ଜନତା ପାର୍ଟିର ଗଞ୍ଜାମ ଜିଲା ସମ୍ପାଦକ ବସନ୍ତ କୁମାର ବେହେରାଙ୍କ ମା’…

୩୮ ବର୍ଷୀୟ ରେଫରିଙ୍କ ମୃତ୍ୟୁକୁ ନେଇ ଉଠିଛି ପ୍ରଶ୍ନ, ୨୦୨୬ ଫିଫା ବିଶ୍ୱକପରୁ ବାଦ ପଡିଥିଲେ

ମାୟାମି,୧୪।୭: ଫୁଟବଲ ଜଗତରୁ ଏକ ଦୁଃଖଦ ଖବର ଆସିଛି: ଡଚ ରେଫରି ରବ ଡାଏପେରିଙ୍କ ମୃତ ଅବସ୍ଥାରେ ଉଦ୍ଧାର ହୋଇଛନ୍ତି। ତାଙ୍କୁ ପୂର୍ବରୁ 2026 FIFA ବିଶ୍ୱକପ…

ଇରାନକୁ ଶକ୍ତ ଆଘାତ: ମୋଜତାବା ଖାମେନେଇଙ୍କୁ ନେଇ ଆଶ୍ଚର୍ଯ୍ୟଜନକ ଦାବି କଲେ ଟ୍ରମ୍ପ, କହିଲେ -‘୯୦ ପ୍ରତିଶତ ଶେଷ…’

ଓ୍ବାଶିଂଟନ,୧୪।୭: ଆମେରିକା ଅନେକ ଇରାନୀ ଲକ୍ଷ୍ୟସ୍ଥଳ ଉପରେ ଘାତକ ଆକ୍ରମଣ କରି ଅନେକ କ୍ଷତି ପହଞ୍ଚାଇଛି। ଏହାର କଡ଼ା ଜବାବରେ, ଇରାନ ବିଭିନ୍ନ ଉପସାଗରୀୟ ରାଷ୍ଟ୍ର ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri