Posted inଖେଳ

ଅଶ୍ୱିନ କହିଲେ ‘ମୁଁ ଦାୟୀ’

ରାଜକୋଟ୍‌, ୧୬ା୨: ଇଂଲଣ୍ଡ ବିପକ୍ଷ ତୃତୀୟ ଟେଷ୍ଟ ମ୍ୟାଚ୍‌ରେ ଭାରତକୁ ୫ ରନ ପେନାଲ୍ଟି ହୋଇଥିଲା। ଏଭଳି ଘଟଣାକୁ ନେଇ ଭାରତୀୟ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ନିଜ ମୁଣ୍ଡକୁ ଦୋଷ ନେଇଛନ୍ତି। ଆଇସିସିର ନିୟମାନୁଯାୟୀ ପିଚ୍‌ର ମଧ୍ୟଭାଗରେ ଦୌଡ଼ିଥିବାକୁ ନେଇ ବିବାଦ ଉପୁଜିବା ପରେ ସେ ନିଜକୁ ଦାୟୀ ବୋଲି କହିଛନ୍ତି। ମ୍ୟାଚ୍‌ ଶେଷ ହେବା ପରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଅଶ୍ୱିନ ନିଜର ଭୁଲ ସ୍ବୀକାର କରିଛନ୍ତି। ଅଜାଣତରେ ଠିକ୍‌ ସମୟରେ ସେ ପିଚ୍‌ରୁ ବାହାରକୁ ଯାଇପାରି ନ ଥିବା ଦର୍ଶାଇଛନ୍ତି।

କହିରଖୁଛୁ, ଅଲରାଉଣ୍ଡର ଅଶ୍ୱିନ ଥରେ ପିଚ୍‌ ମଧ୍ୟ ଦେଇ ଦୌଡ଼ିଥିଲେ। ସେତେବେଳେ ଅନ୍‌ ଫିଲ୍ଡ ଅମ୍ପାୟର ଜୋଏଲ ଓ୍ବିଲସନଙ୍କ ଦ୍ୱାରା ସେ ଭର୍ତ୍ସିତ ହୋଇଥିଲେ। ଦ୍ୱିତୀୟ ଦିବସ ଖେଳ ସମୟ ଭାରତୀୟ ଇନିଂସ ସମୟରେ ୧୦୨ତମ ଓଭରର ତୃତୀୟ ବଲ୍‌ରେ ଏହି ଘଟଣା ଦେଖିବାକୁ ମିଳିଥିଲା। ଏହା ପୂର୍ବରୁ ପ୍ରଥମ ଦିବସରେ ରବୀନ୍ଦ୍ର ଜାଡେଜା ମଧ୍ୟ ଏହି ଅପରାଧ କରିଥିଲେ। ସେତେବେଳେ ତାଙ୍କୁ ଚେତାବନୀ ମଧ୍ୟ ଦିଆଯାଇଥିଲା। ଏହି ପେନାଲ୍ଟିର ଅର୍ଥ ଇଂଲଣ୍ଡ ପ୍ରଥମ ଇନିଂସ ବେଳେ ଗୋଟିଏ ହେଲେ ବଲ୍‌ ନ ପଡ଼ି ୫/୦ ସ୍କୋରରୁ ଖେଳ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶକ୍ତିଶ୍ରୀ ଛାତ୍ରୀ ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ: ଛାତ୍ରୀମାନଙ୍କୁ ସଚେତନ କରାଇଲେ…

ଦିଗପହଣ୍ଡି, ୧୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ କଲେଜ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ପକ୍ଷରୁ ଗତ ଜୁଲାଇ ୩୦…

ଅଚାନକ ଚଢାଉ କଲା ଅବକାରୀ ବିଭାଗ: ଜବତ ହେଲା ଏତେ ପରିମାଣର ମହୁଲି ଫୁଲ ସହ…

ମୋହନା,୧୦।୮( ମନ୍ମଥ ମିଶ୍ର ): ଗଜପତି ଜିଲାରେ ଅବକାରୀ ବିଭାଗର ବଡ଼ ଧରଣର ଚଢ଼ାଉ। ଅଡବା ଥାନା ଅନ୍ତର୍ଗତ କଟାମା ଗାଁରୁ ୯୦୦ କିଲୋଗ୍ରାମ ମହୁଲି ଫୁଲ…

ପୈତୃକ ଗାଁରେ ଘର କାମ ଆରମ୍ଭ କଲେ ରିଷଭ ପନ୍ତ

ପିଥୋରାଗଡ଼(ଉତ୍ତରାଖଣ୍ଡ),୧୦ା୮: ରିଷଭ ପନ୍ତଙ୍କ ମା’ ଉତ୍ତରାଖଣ୍ଡର ପିଥୋରାଗଡ଼ ଜିଲାରେ ନିଜ ପୈତୃକ ଗାଁକୁ ଫେରିବା ପରେ ସେମାନଙ୍କ ଘରର ପୁନଃ ନିର୍ମାଣ କାମ ଆରମ୍ଭ ହୋଇଛି। ଏହାକୁ…

ଜିଲାପାଳଙ୍କ ବଡ଼ ଆହ୍ବାନ: ପାଳନ ହେବ ‘ଘରେ ଘରେ ତ୍ରିରଙ୍ଗ’ କାର୍ଯ୍ୟକ୍ରମ

ଛତ୍ରପୁର,୧୦।୮୯(ଦିଲ୍ଲୀପ ସାମଲ/ଦାରିକା ପଟ୍ଟନାୟକ): ପବିତ୍ର ସ୍ବାଧୀନତା ଦିବସ ଏବଂ ଜାତୀୟ ସଙ୍ଗୀତ ‘ବନ୍ଦେ ମାତରମ’ର ୧୫୦ତମ ବର୍ଷପୂର୍ତ୍ତି ଅବସରରେ ଦେଶରେ ‘ଘରେ ଘରେ ତ୍ରିରଙ୍ଗା-୨୦୨୬’ କାର୍ଯ୍ୟକ୍ରମ ପାଳନ…

ବ୍ରହ୍ମପୁର ଚାଲାଣ କରୁଥିଲେ ଗଞ୍ଜେଇ, ବାଟରେ ଧରି ପକାଇଲା ପୋଲିସ, ତା’ପରେ…

ପାରଳାଖେମୁଣ୍ଡି,୧୦।୮ (ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ୧୧ କିଲୋ ଗଞ୍ଜେଇ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି। ସୋମବାର ସକାଳ ପ୍ରାୟ ୬ଟାରେ ଏସଆଇ ପ୍ରଫୁଲ୍ଲ…

ବଡ଼ ଯା’ ହତ୍ୟା ମାମଲା: ସାନ ଯା’ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୧୦।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବିଞ୍ଜିଗିରି ଗ୍ରାମର ବଡ ଯାଆ ସଙ୍ଗୀତା ସାଇଁଙ୍କୁ ତାଙ୍କ ସାନ ଯା’ ଅମି ସାଇଁ ଯୋଜନାବଦ୍ଧ ଭାବେ ଗତ…

ହତ୍ୟା ଉଦ୍ୟମ ଘଟଣାରେ ଫେରାର ଥିଲେ ଅଭିଯୁକ୍ତ, ୧ ବର୍ଷ ପରେ ଘରକୁ ଫେରିଥିବାବେଳେ ହଠାତ୍‌ ପହଞ୍ଚିଲା ପୋଲିସ, ତା’ପରେ…

ଦିଗପହଣ୍ଡି,୧୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ପିଣ୍ଟୁ ଜେନା(୨୯)ଙ୍କୁ ସୋମବାର କେ.ନୂଆଗାଁ ପୋଲିସ ହତ୍ୟା ଉଦ୍ୟମ ମାମଲାରେ ଗିରଫ କରି…

ମହିଳାଙ୍କୁ ମିଳିବ ଗୋଟିଏ ବର୍ଷ ପାଇଁ ମାଗଣା ମୋବାଇଲ ରିଚାର୍ଜ! ଶେଷରେ ମୋଦି ସରକାର ଦେଲେ ସଫେଇ

ନୂଆଦିଲ୍ଲୀ,୧୦।୮: ସୋସିଆଲ ମିଡିଆରେ ଅନେକ ଫଟୋ ଏବଂ ଭିଡିଓ ପ୍ରାୟତଃ ଭାଇରାଲ ହୁଏ। ଏଥିରେ ପ୍ରାୟତଃ ସରକାରୀ ଘୋଷଣା ଏବଂ ଯୋଜନା ବିଷୟରେ ସୂଚନା ଥାଏ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri