ଆର୍‌. ମାଧବନ କରୋନା ପଜିଟିଭ୍‌

ମୁମ୍ବାଇ,୨୫।୩: ରାଞ୍ଚୋଙ୍କ ପରେ ଏବେ ଫରହାନ୍‌ଙ୍କ ପାଳି ପଡ଼ିଛି। ବଲିଉଡ୍‌ ଅଭିନେତା ଆମୀର ଖାଁ ବୁଧବାର କରୋନା ପଜିଟିଭ୍‌ ହୋଇଥିଲେ। ହିନ୍ଦୀ ଫିଲ୍ମ ଥ୍ରୀ ଇଡିୟଟ୍‌ରେ ଦ୍ୱିତୀୟ ଇଡିୟଟ୍‌ ସାଜିଥିବା ବଲିଉଡ୍‌ ଅଭିନେତା ଆର୍‌.ମାଧବନଙ୍କ ନମୁନା ପରୀକ୍ଷା ରିପୋର୍ଟ ଏବେ କରୋନା ପଜିଟିଭି ଆସିଛି। ଏନେଇ ମାଧବନ ନିଜ ଟୁଇଟର ହ୍ୟାଣ୍ଡେଲରେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସେ ନିଜକୁ କ୍ୱାରାଣ୍ଟାଇନ୍‌ରେ ରଖିଛନ୍ତି। ତାଙ୍କ ସହିତ ମିଳାମିଶା କରିଥିବା ଲୋକମାନେ ନିଜ ନିଜର ନମୁନା ପରୀକ୍ଷା କରାଇ ନେବାକୁ ସେ ପରାମର୍ଶ ଦେଇଛନ୍ତି। ତେବେ ଅଲ୍‌ ଇଜ୍‌ ଓ୍ବେଲ ଖୁବ୍‌ ଶୀଘ୍ର ମୁଁ ଏବଂ ରାଞ୍ଚୋ କରୋନା ମୁକ୍ତ ହେବୁ। ଆମ ପାଖରେ ଭାଇରସ୍‌ ରହିଛି ମାତ୍ର ଏଠାରେ ରାଜୁଙ୍କ ଉପସ୍ଥିତି ଚାହୁଁନା ବୋଲି ମାଧବନ ମଜାଳିଆ ଟୁଇଟ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶଳା ସଲମାନ୍‌ ନୁହେଁ, ବରଂ ଫିଲ୍ମ କରିବା ପୂର୍ବରୁ ପୋଷାକୁକୁର ସହ କଥା ହୁଅନ୍ତି ଆୟୁଷ  

ବମ୍ବେ: ବଲିଉଡର ଦବଙ୍ଗ ଖାନ୍‌ଙ୍କ ସାନ ଉଭଣୀ ଅର୍ପିତା ଖାନ୍‌ଙ୍କ ସ୍ବାମୀ ହେଉଛନ୍ତି ଆୟୁଷ ଶର୍ମା। ଖ୍ୟାତନାମା ଫିଲ୍ମନିର୍ମାତା ସଲୀମ ଖାନ୍‌ଙ୍କ ସେ ଜ୍ୱାଇଁ ହୋଇଥିବାରୁ...

ପ୍ରଥମ ପର୍ଯ୍ୟାୟ ମତଦାନ: ୧୬.୬୩ କୋଟି ଭୋଟର, ୧୬୨୫ ପ୍ରାର୍ଥୀଙ୍କର ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୧୮।୪: ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ପ୍ରଥମ ପର୍ଯ୍ୟାୟ ଭୋଟ ପୂର୍ବରୁ ମତଦାନରେ ଉତ୍ସାହର ସହ ଅଂଶଗ୍ରହଣ କରିବାକୁ ଭୋଟରଙ୍କୁ ନିବେଦନ କରିଛନ୍ତି। ପ୍ରଥମ...

ହ୍ୟାକ ହୋଇପାରିବନି ଇଭିଏମ, କରାଯାଇ ପାରିବନି ଟ୍ୟାମ୍ପରିଂ, ସୁପ୍ରିମକାର୍ଟରେ ନିର୍ବାଚନ କମିଶନଙ୍କ ସ୍ପଷ୍ଟ ଉତ୍ତର

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ରେ ଆରମ୍ଭ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ବର୍ତ୍ତମାନ ୨୪ଘଣ୍ଟାରୁ କମ ସମୟ ବାକି ଅଛି।...

‘ଦକ୍ଷିଣ ଭାରତରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା’

ନୂଆଦିଲ୍ଲୀ,୧୮।୪: ୨୦୨୪ ଲୋକ ସଭା ନିର୍ବାଚନ ସମ୍ପର୍କରେ ଦଳ ତଥା ବିରୋଧୀ ଦଳ ପକ୍ଷରୁ ଅନେକ ଦାବି କରାଯାଉଛି। ଗୋଟିଏ ପଟେ ଏନଡିଏ ୪୦୦ଟି ସିଟ...

କଂଗ୍ରେସର ‘ରାହୁଲୟାନ’ ନା ଲଞ୍ଚ ହୋଇପାରିଲା ନା ଲ୍ୟାଣ୍ଡ କରିପାରିଲା: ରାଜନାଥ

ପନ୍ତନମଥିଟ୍ଟା,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଶଙ୍ଖନାଦ ହୋଇଛି ଏବଂ ପ୍ରଥମ ପର୍ଯ୍ୟାୟ ଭୋଟ ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ହେବ। ସେପଟେ କେନ୍ଦ୍ର ପ୍ରତିରକ୍ଷା...

ନୂଆ ରେକର୍ଡ କଲା ଅଲୁ ଅର୍ଜୁନଙ୍କ ପୁଷ୍ପା ୨, ଏହି ପ୍ଲାଟଫର୍ମକୁ ୨୭୫ କୋଟି ଟଙ୍କାରେ ବିକ୍ରୀ କଲା ଡିଜିଟାଲ୍ ରାଇଟ୍

ମୁମ୍ବାଇ: ଅଲୁ ଅର୍ଜୁନଙ୍କ ପୁଷ୍ପା ୨ ଟିଜର ଆସିବା ପରଠାରୁ ଏହା ହେଡଲାଇନରେ ରହିଛି। ଏବେ ଖବର ଆସିଛି ଯେ, ବହୁ ପ୍ରତୀକ୍ଷିତ ସୁକୁମାରଙ୍କ ନିର୍ଦ୍ଦେଶିତ...

ଟିକେଟ୍‌ ମିଳିବାର ୮ ଦିନ ପରେ ଦଳରୁ ବହିଷ୍କୃତ ହେଲେ ପ୍ରାର୍ଥୀ

ଲକ୍ଷ୍ନୌ,୧୮।୪: ବହୁଜନ ସମାଜ ପାର୍ଟୀ ପ୍ରାର୍ଥୀ ରାକେଶ କୁମାର କୁଶୱାହା ବାରୁଆଙ୍କୁ ଝାନସୀ-ଲଲିତପୁର ଲୋକ ସଭା ଆସନରୁ ଟିକେଟ୍‌ ଦେବାର ୮ ଦିନ ପରେ ଦଳରୁ...

ମୋ ଭୋଟ ବି ମ୍ୟାଡାମଙ୍କ ବୁଥକୁ ଟ୍ରାନ୍ସଫର କରି ଦିଅନ୍ତୁ, ଭାଇରାଲ ହେଉଛି ଏହି ନିର୍ବାଚନ ଅଧିକାରୀଙ୍କ ଫଟୋ

ନୂଆଦିଲ୍ଲୀ,୧୮।୪: ଦେଶରେ ଗଣତନ୍ତ୍ରର ମହାନ ପର୍ବ ପାଇଁ ପ୍ରସ୍ତୁତି ପ୍ରାୟ ଶେଷ ହୋଇଛି । ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ପାଇଁ ଭୋଟ ଆସନ୍ତାକାଲି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri