ଆର୍‌. ମାଧବନ କରୋନା ପଜିଟିଭ୍‌

ମୁମ୍ବାଇ,୨୫।୩: ରାଞ୍ଚୋଙ୍କ ପରେ ଏବେ ଫରହାନ୍‌ଙ୍କ ପାଳି ପଡ଼ିଛି। ବଲିଉଡ୍‌ ଅଭିନେତା ଆମୀର ଖାଁ ବୁଧବାର କରୋନା ପଜିଟିଭ୍‌ ହୋଇଥିଲେ। ହିନ୍ଦୀ ଫିଲ୍ମ ଥ୍ରୀ ଇଡିୟଟ୍‌ରେ ଦ୍ୱିତୀୟ ଇଡିୟଟ୍‌ ସାଜିଥିବା ବଲିଉଡ୍‌ ଅଭିନେତା ଆର୍‌.ମାଧବନଙ୍କ ନମୁନା ପରୀକ୍ଷା ରିପୋର୍ଟ ଏବେ କରୋନା ପଜିଟିଭି ଆସିଛି। ଏନେଇ ମାଧବନ ନିଜ ଟୁଇଟର ହ୍ୟାଣ୍ଡେଲରେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସେ ନିଜକୁ କ୍ୱାରାଣ୍ଟାଇନ୍‌ରେ ରଖିଛନ୍ତି। ତାଙ୍କ ସହିତ ମିଳାମିଶା କରିଥିବା ଲୋକମାନେ ନିଜ ନିଜର ନମୁନା ପରୀକ୍ଷା କରାଇ ନେବାକୁ ସେ ପରାମର୍ଶ ଦେଇଛନ୍ତି। ତେବେ ଅଲ୍‌ ଇଜ୍‌ ଓ୍ବେଲ ଖୁବ୍‌ ଶୀଘ୍ର ମୁଁ ଏବଂ ରାଞ୍ଚୋ କରୋନା ମୁକ୍ତ ହେବୁ। ଆମ ପାଖରେ ଭାଇରସ୍‌ ରହିଛି ମାତ୍ର ଏଠାରେ ରାଜୁଙ୍କ ଉପସ୍ଥିତି ଚାହୁଁନା ବୋଲି ମାଧବନ ମଜାଳିଆ ଟୁଇଟ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରିୟାଙ୍କ ଅପ୍ରିୟ କାର୍ଯ୍ୟ,ଏମିତି କରିଦେଲେ ପରିବାର ଛାରଖାର

ଯୋଧପୁର,୧୦।୮: ରାଜସ୍ଥାନର ଯୋଧପୁରରେ ଏକ ଅଭାବନୀୟ ଘଟଣା ଘଟିଛି। ଗୋଟିଏ ପାକିସ୍ତାନ ହିନ୍ଦୁ ଶରଣାର୍ଥୀ ପରିବାରର ୧୧ ଜଣ ସଦସ୍ୟଙ୍କ ମୃତ୍ୟୁ ଘଟଣା ଏଠାରେ ଚାଞ୍ଚଲ୍ୟ...

କୋଭାକ୍ସିନ ୭୮% ଫଳପ୍ରଦ

ହାଇଦ୍ରାବାଦ, ୨୨।୪: ଭାରତ ବାୟୋଟେକ୍‌ ପ୍ରସ୍ତୁତ ‘କୋଭାକ୍ଦିନ’ ମୋଟାମୋଟି ଭାବେ ୭୮% ଫଳପ୍ରଦ ବୋଲି ତୃତୀୟ ପର୍ଯ୍ୟାୟ କ୍ଲିନିକାଲ ପରୀକ୍ଷାରୁ ଜଣାପଡ଼ିଛି। ତେବେ ଗୁରୁତର କୋଭିଡ୍‌...

ପୁରୋହିତଙ୍କୁ କ’ଣ ଦକ୍ଷିଣା ଦେଲେ ମୋଦି: ଜାଣନ୍ତୁ…

ଅଯୋଧ୍ୟା, ୫।୮: ୫ ଅଗଷ୍ଟ ୨୦୨୦ରେ ପ୍ରଭୁ ଶ୍ରୀ ରାମଙ୍କ ଜନ୍ମଭୂମିରେ ଏକ ନୂଆ ଇତିହାସ ଲେଖା ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାମ ମନ୍ଦିର...

ବୁଡି ଗଲାଣି ମାୟାନଗରୀର ଟ୍ରେନ୍‌ ଟ୍ରାକ୍‌

ମୁମ୍ବାଇ,୧।୭: ଗତ ୩ ଦିନ ଧରି ମୁମ୍ବାଇରେ ଲଗାଣ ବର୍ଷା ଫଳରେ ସ୍ଥିତି ସଙ୍ଗିନ ହେବାରେ ଲାଗିଛି। ଅଧିକାଂଶ ଅଞ୍ଚଳ ଜଳାର୍ଣ୍ଣବ ହେବା ଫଳରେ ସାଧାରଣ...

ଅଯୋଧ୍ୟାରେ ମନ୍ଦିର ନିର୍ମାଣକୁ ନେଇ ଖୁସିରେ ବିଭୋର ‘ସୀତା’: ଭଗବାନ ରାମଙ୍କୁ ଏପରି କଲେ ସ୍ବାଗତ

ବମ୍ବେ: ଶ୍ରୀରାମ ଜନ୍ମଭୂମି ଅଯୋଧ୍ୟା ନଗରୀରେ ଭୂମିପୂଜନ ଉତ୍ସବ ଅନୁଷ୍ଠିତ ହେଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୂମିପୂଜା କରିବା ସହ ରାମମନ୍ଦିର ନିମନ୍ତେ କରିଛନ୍ତି ଶିଳାନ୍ୟାସ।...

ନୀଳ ଆଖିରେ ସ୍ବପ୍ନ ଦେଖାଉଥିବା ଅଭିନେତାଙ୍କ ଜୀବନରେ ଥିଲା ୩ ଦୁର୍ବଳତା

ମୁମ୍ବାଇ, ୨।୬: ବଲିଉଡ୍‌ର କିମ୍ବଦନ୍ତୀ ପୁରୁଷ ରାଜ କପୁରଙ୍କ ୩୨ତମ ଶ୍ରାଦ୍ଧ ବାର୍ଷିକୀ ମଙ୍ଗଳବାର ପାଳିତ ହେଉଛି। ସେ ୧୯୮୮ ଜୁନ୍‌ ୨ରେ ୬୩ ବର୍ଷ...

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ ସମୟରେ ଡଙ୍ଗା ସହ ନଦୀରେ ବୁଡ଼ିଗଲେ ଭାଜପା ଏମ୍‌ପି

ପାଟନା,୩।୧୦: ବିହାର ପାଟନା ପାଟଳିପୁତ୍ରର ଭାଜପା ଏମ୍‌ପି ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ରାମକ୍ରିପାଲ ଯାଦବ ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି। ବୁଧବାର ଗାନ୍ଧୀ...

ନେକ୍ସଟ ଏ କମେଡିରେ ମୃଣାଳ

ମୁମ୍ବାଇ: ଉମେଶ ଶୁକ୍ଲା ନିର୍ଦ୍ଦେଶିତ ‘ନେକ୍ସଟ ଏ କମେଡି’ରେ ଅଭିନେତ୍ରୀ ମୃଣାଳ ଠାକୁରଙ୍କୁ ଦେଖିବାକୁ ମିଳିବ। ମରାଠି ଓ ହିନ୍ଦୀ ଫିଲ୍ମରେ ନିଜର କମାଲ୍‌ ଦେଖାଇ...

Advertisement
Seven Jackpot


Archives

Model This Week