ପୁଣି ଟେକ ରଖିଲେ ମାଧବନଙ୍କ ପୁଅ

ବଲିଉଡ ଅଭିନେତା ଆର ମାଧବନ ପୁଅ ବାପାଙ୍କ ଟେକ ରଖିଛନ୍ତି। ତାଙ୍କ ପୁଅ ବେଦାନ୍ତ ମଧ୍ୟପ୍ରଦେଶର ଖେଲୋ ଇଣ୍ଡିଆ ୨୦୨୨ ଅଧୀନରେ ସନ୍ତରଣରେ ୫ଟି ସ୍ବର୍ଣ୍ଣ ପଦକ ଏବଂ ଦୁଇଟି ରୌପ୍ୟ ପଦକ ଜିତିଛନ୍ତି। ଆର ମାଧବନ ଏହି ସୂଚନା ଟୁଇଟର୍‌ ଜରିଆରେ ଦେଇଛନ୍ତି। ପ୍ରଶଂସକମାନେ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି।
ସେ ତାଙ୍କ ପୁଅ ବିଷୟରେ ଏକ ହୃଦୟସ୍ପର୍ଶୀ ନୋଟ ଲେଖିଛନ୍ତି। ସେ ଲେଖିଛନ୍ତି – ୫ଟି ସ୍ବର୍ଣ୍ଣ, ୨ଟି ରୌପ୍ୟ), ବେଦାନ୍ତ ମାଧବନଙ୍କ ପ୍ରଦର୍ଶନ ଦ୍ୱାରା ଅତ୍ୟଧିକ କୃତଜ୍ଞ ଏବଂ ନମ୍ର ଅଛି। ଇଶ୍ୱରଙ୍କ କୃପାରୁ -୧୦୦ ମିଟର, ୨୦୦ ମିଟର ଏବଂ ୧୫୦୦ମିଟରରେ ସ୍ବର୍ଣ୍ଣ ଏବଂ ୪୦୦ ମିଟର ଏବଂ ୮୦୦ ମିଟରରେ ରୌପ୍ୟ।
ବଲିଉଡର ସମସ୍ତ କଳାକାରଙ୍କ ସମେତ ଆର ମାଧବନଙ୍କ ପ୍ରଶଂସକମାନେ ବେଦାନ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ବେଦାନ୍ତ ଭାରତର ଅନ୍ୟତମ ଲୋକପ୍ରିୟ ସନ୍ତରଣକାରୀ ଭାବରେ ଉଭା ହୋଇଛି ଏବଂ ଅନ୍ତର୍ଜାତୀୟ ସ୍ତରରେ ଦେଶ ପାଇଁ ଅନେକ ପଦକ ଜିତି ସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?