ଫାତିମାଙ୍କ ସହ ରୋମାନ୍ସ କରିବେ ଆର୍‌. ମାଧବନ୍‌

ମୁମ୍ବାଇ: ଖୁବଶୀଘ୍ର ଏକାଠି ନଜର ଆସିବାକୁ ଯାଉଛନ୍ତି ଆର୍‌.ମାଧବନ୍‌ ଏବଂ ଫାତିମା ସାନା ଶେଖ। ଧର୍ମାଟିକ ଏଣ୍ଟରଟେନମେଣ୍ଟ ଦ୍ୱାରା ପ୍ରସ୍ତୁତ ଏକ ଫିଲ୍ମରେ ଦୁହେଁ ରୋମାନ୍ସ କରିବେ। ବିବେକ ସୋନିଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମ ବୟସ ବ୍ୟବଧାନରେ ଦୁଇ ଜଣଙ୍କ ମଧ୍ୟରେ ଗଢି ଉଠିଥିବା ପ୍ରେମ କାହାଣୀ ଉପରେ ପର୍ଯ୍ୟବେସିତ। ରୋମାଣ୍ଟିକ-କମେଡିରେ ଭରପୁର ଏହି ଫିଲ୍ମ ଚଳିତ ମାସ ଶେଷ ସୁଦ୍ଧା ରିଲିଜ୍‌ ହୋଇପାରେ। ଦୁହେଁ ପୂର୍ବରୁ କେବେ ଏକାଠି କାମ କରି ନ ଥିବା ବେଳେ ଦର୍ଶକଙ୍କୁ ପରଦାରେ ଏହି ନୂଆ ଯୋଡ଼ି ପସନ୍ଦ ଆସିବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ବୁଥ୍‌ ସଭାପତିଙ୍କୁ ବିଚ୍‌ ରାସ୍ତାରେ ନିର୍ମମ ହତ୍ୟା: କାଠ ଫାଳିଆରେ ବାଡେଇ ବାଡେଇ ମାରିଦେଲେ…

ମହାକାଳପଡ଼ା,୨୪।୬( ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ସ୍ଥାନୀୟ ରାମନଗର ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ…

ଗୁରୁ-ଶିଷ୍ୟ ସମ୍ପର୍କରେ କଳଙ୍କ: ଟ୍ୟୁସନ ବାହାନାରେ ନାବାଳକଙ୍କୁ ବଳାତ୍କାର କରି ଫସିଲେ ଶିକ୍ଷକ, ପୂରା ଘଟଣା ଜାଣିଲେ…

କଟକ,୨୪।୬(ପ୍ରଭୁ କଲ୍ୟାଣ ପାଲ): ଅପ୍ରାକୃତିକ ଯୌନ ଲାଳସା ହେଲା କାଳ। ନାବାଳକଙ୍କୁ ବଳାତ୍କାର କରି ଫସିଲେ ଉର୍ଦ୍ଦୁ ଶିକ୍ଷକ। ଟ୍ୟୁସନ ବାହାନାରେ ନାବାଳକକୁ ବାରମ୍ବାର ପକାଉଥିଲେ ଲୋଲୁପ…

୯ରେ ଉପରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ

ଭୁବନେଶ୍ୱର,୨୪।୬ (ରବିନାରାୟଣ ଜେନା): ଭାରତର ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ୍‌ ଜୁଲାଇ ୯ରେ ଓଡ଼ିଶା ଗସ୍ତରେ ଆସିବେ। ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(ଓୟୁଏଟି)ରେ…

୪ରେ ଆସିପାରନ୍ତି ଅମିତ୍‌ ଶାହା

ଭୁବନେଶ୍ୱର,୨୪।୬ (ସୁନିତ୍‌ ମିଶ୍ର): ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ୪ ତାରିଖରେ ଓଡ଼ିଶା ଗସ୍ତରେ ଆସିପାରନ୍ତି। ଶାହାଙ୍କ ରାଜ୍ୟ ଗସ୍ତ ନେଇ ପ୍ରସ୍ତାବନା ରହିଛି। ମାତ୍ର…

ଦୁର୍ବୃତ୍ତଙ୍କ ଟାର୍ଗେଟରେ ମନ୍ଦିର; ରାମ ମନ୍ଦିର ହୁଣ୍ଡି ତାଡ଼ି ଲକ୍ଷାଧିକ ଟଙ୍କା ଚୋରି

ଛତ୍ରପୁର, ୨୪।୬ (ଦିଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ନିକଟରେ ଅବସ୍ଥିତ ଶ୍ରୀରାମ ମନ୍ଦିର ହୁଣ୍ଡିରୁ ଲକ୍ଷାଧିକ ଟଙ୍କା ବୁଧବାର ସକାଳେ ଚୋରି…

ପଳାତକ ନୀରବ ମୋଦିଙ୍କୁ ଲାଗିଲା ଜୋରଦାର ଝଟକା: ଫେରାଇବେ ୧୦୦ କୋଟି ଟଙ୍କା

ନୂଆଦିଲ୍ଲୀ,୨୪।୬: ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କୁ ଲଣ୍ଡନ ହାଇକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ଏକ ଋଣ ବିବାଦରେ ବ୍ୟାଙ୍କ ଅଫ ଇଣ୍ଡିଆ ସପକ୍ଷରେ ରାୟ…

ସ୍ବାମୀ ସ୍ମାର୍ଟ ଚାଷୀ, ସ୍ତ୍ରୀ ରୋଲ ମଡେଲ: ମଫସଲରେ ସଫଳ ସ୍ମାର୍ଟ ଫାର୍ମିଂ

ବଲାଙ୍ଗୀର,୨୪ା୬(ବୀରେନ୍ଦ୍ର କୁମାର ଝାଙ୍କର): ଚାଷୀ ଦମ୍ପତିଙ୍କ କଠିନ ପରିଶ୍ରମ, ଗଭୀର ଆତ୍ମବିଶ୍ୱାସ ଏବଂ ସରକାରୀ ଯୋଜନାଗୁଡ଼କର ଉପଯୁକ୍ତ ସମନ୍ବୟ ଏବେ ବଲାଙ୍ଗୀର ଜିଲାରେ ସ୍ବାବଲମ୍ବନ ଓ ସଫଳତାର…

କାଦୁଅ ରାସ୍ତା, ଅଧାବାଟରୁ ଫେରିଲା ମୁଖ୍ୟମନ୍ତ୍ରୀ ବସ୍‌

ଲୋଇସିଂହା,୨୪।୬(ସୁଶାନ୍ତ ବାରିକ):ବର୍ଷାରେ କେନାଲ ରାସ୍ତା କାଦୁଅ ହୋଇ ପଡିଥିବାରୁ ଆଗଲପୁରରୁ ପଟୁଆପାଲିକୁ ଚାଲୁଥିବା ମୁଖ୍ୟମନ୍ତ୍ରୀ ବସ୍‌ ଗତ ଦୁଇ ଦିନ ହେବ ଅଧାବାଟରୁ ଫେରୁଥିବା ଅଭିଯୋଗ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri