Posted inଜାତୀୟ

ଆର୍‌ଏନ୍‌. ରବି ପଶ୍ଚିମବଙ୍ଗର ୨୨ତମ ରାଜ୍ୟପାଳ ଭାବେ ନେଲେ ଶପଥ

କୋଲକାତା,୧୨।୩: କୋଲକାତା ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ସୁଜୟ ପାଲ୍‌ କୋଲକାତାସ୍ଥିତ ଲୋକଭବନରେ ଆର୍‌.ଏନ୍‌. ରବିଙ୍କୁ ପଶ୍ଚିମବଙ୍ଗର ରାଜ୍ୟପାଳ ଭାବେ ଶପଥ ପାଠ କରାଇଛନ୍ତି। ଶପଥ ପାଠ ପରେ ପୂର୍ୱତନ ଆଇପିଏସ୍‌ ଅଧିକାରୀ ଆର୍‌.ଏନ୍‌. ରବି ପଶ୍ଚିମବଙ୍ଗର ୨୨ତମ ରାଜ୍ୟପାଳ ହୋଇଛନ୍ତି।

ଶପଥ ଗ୍ରହଣ ଉତ୍ସବରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ବିଧାନସଭା ବାଚସ୍ପତି ବିମନ ବାନାର୍ଜୀ, ବରିଷ୍ଠ ମନ୍ତ୍ରୀ ତଥା କୋଲକାତା ମେୟର ଫିରହାଦ ହାକିମ ଏବଂ ବାମ ମୋର୍ଚ୍ଚା ଅଧ୍ୟକ୍ଷ ବିମନ ବୋଷ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନୂତନ ରାଜ୍ୟପାଳ ଏବଂ ତାଙ୍କ ଧର୍ମପତ୍ନୀଙ୍କୁ ପାରମ୍ପରିକ ଉତ୍ତରୀୟ ଦେଇ ସ୍ୱାଗତ କରିଥିଲେ।

ଶପଥ ଗ୍ରହଣ ପୂର୍ୱରୁ ସର୍ଦ୍ଦାର ପଟେଲ ୟୁନିଟି ହଲରେ ଆର୍‌ଏନ୍‌. ରବିଙ୍କୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହୁଲ ଫୁଲ ସଂଗ୍ରହ କରୁଥିବାବେଳେ ଯୁବକଙ୍କୁ ଝୁଣି ପକାଇଲା ଭାଲୁ

ପାଇକମାଳ,୧୨ା୩(ବଡ଼ ଶତପଥୀ): ପାଇକମାଳ ବ୍ଲକ ଅନ୍ତର୍ଗତ ବାଦିକଟା ଗ୍ରାମରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁବାର ଆହତ ହୋଇଛନ୍ତି। ଆହତ ଯୁବକ ଜଣକ ହେଲେ ପ୍ରବୀଣ ପ୍ରଧାନ…

IPL 2026ର ଟିକେଟ ପାଇଁ କେମିତି ଆଉ କେଉଁଠି କରିବେ ଟିକେଟ ବୁକିଂ, ଜାଣନ୍ତୁ କେବେଠାରୁ ଆରମ୍ଭ ହେଉଛି ବିକ୍ରି

ନୂଆଦିଲ୍ଲୀ,୧୨।୩: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଗତ ବୁଧବାର (ମାର୍ଚ୍ଚ ୧୧) ରେ IPL ୨୦୨୬ କାର୍ଯ୍ୟସୂଚୀ ପ୍ରକାଶ କରିଛି। ୨୮ ମାର୍ଚ୍ଚରୁ ଆରମ୍ଭ ହେଉଥିବା…

୨୭ ବର୍ଷ ବୟସରେ ସାଉଥ ଅଭିନେତାଙ୍କ ପରଲୋକ, ଘରୁ ମିଳିଲା ମୃତଦେହ

ନୂଆଦିଲ୍ଲୀ,୧୨ା୩: ଚଳଚ୍ଚିତ୍ର ଜଗତରୁ ଏକ ଦୁଃଖଦ ଖବର ଆସିଛି । ମାଲାୟଲମ ଅଭିନେତା ହରି ମୁରଲୀଙ୍କ ୨୭ ବର୍ଷ ବୟସରେ ଦେହାନ୍ତ ହୋଇଛି । ମାତ୍ର ଚାରି…

ସହରରେ ୨୫ ଦିନ ପରେ ହୋଇପାରିବ ସିଲିଣ୍ଡର ବୁକିଂ, ତେବେ ଗାଁ ପାଇଁ କ’ଣ ରହିଛି ନିୟମ? ସଂସଦରେ ସରକାର ଦେଲେ ଉତ୍ତର

ନୂଆଦିଲ୍ଲୀ,୧୨।୩: ସଂସଦରେ ଗ୍ୟାସ ସଙ୍କଟ ସମ୍ପର୍କରେ ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ପୁରୀ କହିଥିଲେ ଯେ ଦେଶରେ ପର୍ଯ୍ୟାପ୍ତ ପରିମାଣର ଏଲପିଜି ସିଲିଣ୍ଡର ଅଛି ଏବଂ ଭୟଭୀତ ହେବାର…

ଯୁଦ୍ଧରୁ ଏହି ଦେଶକୁ ମିଳୁଛି ବମ୍ଫର ଫାଇଦା, ଜାଣିଲେ ହୋଇଯିବେ ତାଜୁବ

ନୂଆଦିଲ୍ଲୀ,୧୨।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱ ଅର୍ଥନୀତିରେ ଗୁରୁତ୍ୱପୂର୍ଣ୍ଣ ବାଧା ସୃଷ୍ଟି କରିଛି। ସଂଘର୍ଷରେ ସିଧାସଳଖ ଜଡିତ ଦେଶଗୁଡ଼ିକ ସାମରିକ ଅଭିଯାନ…

ଯୁଦ୍ଧ ଭିତରେ ଇରାନକୁ କେତେଥର ଫୋନ କରିଛି ଭାରତ, ବଡ଼ କଥା କହିଲା ବୈଦେଶିକ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୨।୩: ମଧ୍ୟପ୍ରାଚ୍ୟରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଭାରତ ସରକାର କୂଟନୈତିକ ଏବଂ ମାନବୀୟ ସ୍ତରରେ ସକ୍ରିୟ ଭାବରେ ନିୟୋଜିତ ଅଛନ୍ତି। ବୈଦେଶିକ ମନ୍ତ୍ରଣାଳୟ ସ୍ପଷ୍ଟ କରିଛି ଯେ…

ଭାଇରାଲ ଗର୍ଲ ମୋନାଲିସାଙ୍କୁ ବିବାହ କରିଥିବା ଫରମାନ କିଏ? କ’ଣ କରନ୍ତି? କେମିତି ହେଲେ ମୋନାଲିସାଙ୍କ ଜୀବନସାଥି? ଜାଣନ୍ତୁ…

ମୁମ୍ବାଇ,୧୨।୩: ମହାକୁମ୍ଭ ମେଳା ୨୦୨୫ ପରେ ରାତାରାତି ଭାଇରାଲ ହୋଇଥିବା ମୋନାଲିସା ପୁଣି ଥରେ ଶିରୋନାମାରେ ଅଛନ୍ତି। ଏହାର କାରଣ ହେଉଛି ତାଙ୍କ ବିବାହ। ପ୍ରକୃତରେ, ମୋନାଲିସା…

ଆକ୍ସନରେ ଭାରତ ସରକାର, ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଗଠିତ ହେଲା କମିଟି, ଜାଣନ୍ତୁ କ’ଣ କରାଯିବ

ନୂଆଦିଲ୍ଲୀ,୧୨।୩: ଇରାନରେ ଚାଲିଥିବା ସଙ୍କଟକୁ ଦୃଷ୍ଟିରେ ରଖି, କେନ୍ଦ୍ର ସରକାର ପରିସ୍ଥିତି ଉପରେ କଡ଼ା ନଜର ରଖିବା ଏବଂ ସମ୍ଭାବ୍ୟ ପ୍ରଭାବର ମୁକାବିଲା କରିବା ପାଇଁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri