ଏତେ ଶୀଘ୍ର ଦୁନିଆକୁ ଛାଡ଼ି ଚାଲିଗଲେ ପ୍ରସିଦ୍ଧ ଅଭିନେତା

ବଲିଉଡ ଇଣ୍ଡଷ୍ଟ୍ରି ଉପରେ ଖସିଛି ଦୁଃଖର ପାହାଡ଼। ସଲମାନ ଖାନ ଏବଂ ଅଜୟ ଦେବଗନଙ୍କ ସହ ଫିଲ୍ମରେ ନଜର ଆସିଥିବା ଅଭିନେତା ମୁକୁଲ ଦେବ ଦୁନିଆକୁ ଅଲବିଦା କହିଛନ୍ତି। ମୃତ୍ୟୁବେଳକୁ ତାଙ୍କୁ ମାତ୍ର ୫୪ ବର୍ଷ ବୟସ ହୋଇଥିଲା। ମୁକୁଲ ‘ସନ ଅଫ ସର୍ଦ୍ଦାର’, ‘ଆର୍‌…ରାଜକୁମାର’, ‘ଜୟ ହୋ’ ଭଳି ଅନେକ ଫିଲ୍ମରେ ନଜର ଆସିଥିଲେ। କମେଡି ଅଭିନୟ ସହିତ, ଦର୍ଶକ ତାଙ୍କ ଚରିତ୍ରକୁ ମଧ୍ୟ ପସନ୍ଦ କରିଥିଲେ। ମୁକୁଲ ଦେବଙ୍କୁ ଶେଷ ଥର ପାଇଁ ହିନ୍ଦୀ ଚଳଚ୍ଚିତ୍ର ‘ଆନ୍ଥ ଦି ଏଣ୍ଡ’ରେ ଦେଖିବାକୁ ମିଳିଥିଲା।

ମୁକୁଲ ଅଭିନେତା ରାହୁଲ ଦେବଙ୍କ ଭାଇ ଥିଲେ। ତାଙ୍କ ଜନ୍ମ ନୂଆଦିଲ୍ଲୀରେ ଜଳନ୍ଧର ନିକଟସ୍ଥ ଏକ ଗାଁରେ ଥିବା ଏକ ପଞ୍ଜାବୀ ପରିବାରରେ ହୋଇଥିଲା। ତାଙ୍କ ପିତା ହରି ଦେବ ଜଣେ ସହାୟକ ପୋଲିସ କମିଶନର ଥିଲେ।

ମୁକୁଲ ଇନ୍ଦିରା ଗାନ୍ଧୀ ଜାତୀୟ ବିମାନ ଚଳାଚଳ ଏକାଡେମୀର ଜଣେ ତାଲିମପ୍ରାପ୍ତ ପାଇଲଟ ମଧ୍ୟ ଥିଲେ। ସେ ୧୯୯୬ ମସିହାରେ ଟେଲିଭିଜନ ଧାରାବାହିକ ‘ମୁମକିନ’ ମାଧ୍ୟମରେ ଅଭିନୟ ଜଗତରେ ପ୍ରବେଶ କରିଥିଲେ। ଏଥିରେ ସେ ବିଜୟ ପାଣ୍ଡେ ଭୂମିକାରେ ଅଭିନୟ କରିଥିଲେ। ସେ ‘ଦସ୍ତକ’ ସହିତ ଫିଲ୍ମରେ ତାଙ୍କର ବଲିଉଡ ଯାତ୍ରା ଆରମ୍ଭ କରିଥିଲେ ଯେଉଁଥିରେ ସେ ACP ରୋହିତ ମାଲହୋତ୍ରାଙ୍କ ଭୂମିକାରେ ଅଭିନୟ କରିଥିଲେ। ଏ

ମୁକୁଲ କିଛି ଦିନ ହେବ ବହୁତ ଅସୁସ୍ଥ ଥିଲେ। ଏହି କାରଣରୁ ସେ ହସ୍ପିଟାଲରେ ICUରେ ଭର୍ତ୍ତି ହୋଇଥିଲେ। ଚିକିତ୍ସା ସମୟରେ ସେ ଶେଷନିଶ୍ୱାସ ତ୍ୟାଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋଟା ହେଲେ କଟିଯିବ ଦରମା, ଫିଟନେସ ପାଇଁ ଆସିପାରେ ନୂଆ ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୨।୩: ଏୟାର ଇଣ୍ଡିଆ ଏହାର କ୍ୟାବିନ କ୍ରୁ ପାଇଁ ଏକ ନୂତନ ସ୍ବାସ୍ଥ୍ୟ ଏବଂ ଫିଟନେସ ନୀତି ପ୍ରଚଳନ କରିବାକୁ ପ୍ରସ୍ତୁତ ହେଉଛି, ଯାହା କେବଳ ସେମାନଙ୍କ…

ଆରବ ସାଗରରେ ପରମାଣୁ ବୁଡ଼ାଜାହାଜ ମୁତୟନ କଲା ବ୍ରିଟେନ, ସାରା ବିଶ୍ୱର ବଢିଲା ଚିନ୍ତା!

ଲଣ୍ଡନ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ତିନି ସପ୍ତାହ ଧରି ସଂଘର୍ଷ ଜାରି ରହିଛି। ପ୍ରତିଶୋଧ ସ୍ବରୂପ, ଇରାନ ମଧ୍ୟପ୍ରାଚ୍ୟର ଦେଶଗୁଡ଼ିକୁ, ବିଶେଷକରି ୟୁଏଇକୁ ଟାର୍ଗେଟ…

ବିମାନ ଭଡ଼ା ସୀମା ଉଠାଇ ଦେଲା ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ; କାହିଁକି ଏହି ନିଷ୍ପତ୍ତି ନିଆଯାଇଛି ଜାଣନ୍ତୁ

ନୂଆଦିଲ୍ଲୀ,୨୨।୩: ଘରୋଇ ବିମାନ ଯାତ୍ରା ଉପରେ ଲାଗୁ ହୋଇଥିବା ଅସ୍ଥାୟୀ ସୀମା ୨୩ ମାର୍ଚ୍ଚ, ୨୦୨୬ ରୁ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛି ବେସାମରିକ ବିମାନ ଚଳାଚଳ…

ବାବର ଆଜମଙ୍କ ଭବିଷ୍ୟତକୁ ନେଇ ଉଠିଲା ପ୍ରଶ୍ନ, ଭିଡ଼ିଓ ଭାଇରାଲ, ୟୁଜର୍ସ କହିଲେ ଢାବା…

ଇସଲାମାବାଦ,୨୨।୩: ବାବର ଆଜମ ବର୍ତ୍ତମାନ କ୍ରିକେଟରୁ ବିରତି ନେଇଛନ୍ତି। ଆଘାତ ଯୋଗୁ ସେ ବାଂଲାଦେଶ ବିପକ୍ଷରେ ଏକଦିବସୀୟ ସିରିଜ ହରାଇଥିଲେ ଏବଂ ଜାତୀୟ ଟି-୨୦ କପ ମଧ୍ୟ…

ବିପଦରେ ଲଣ୍ଡନ, ପ୍ୟାରିସ, ବର୍ଲିନ: ଚେତାଇଲା IDF, ଘନ ଘନ ମିସାଇଲ ମାଡ଼ରେ… 

ଜେରୁଜେଲାମ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଥିବା ବେଳେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ (IDF) ଇରାନର ବଢୁଥିବା ସାମରିକ ଶକ୍ତିକୁ ନେଇ ଏକ ଚାଞ୍ଚଲ୍ୟକର ତଥ୍ୟ ପ୍ରକାଶ…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌ ପରେ ବିପଜ୍ଜନକ ଧମକ ଦେଲା ଇରାନ, ଭୟରେ ଥରହର ସାରା ବିଶ୍ୱ

ଓ୍ବାଶିଂଟନ୍‌,୨୨।୩: ଆମେରିକା-ଇସ୍ରାଏଲ ଯୁଦ୍ଧ ଏବେ ଆରବ ଦେଶଗୁଡ଼ିକୁ ତୃଷାର୍ତ୍ତ କରିପାରେ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟାର ଅଲ୍ଟିମେଟମ୍‌ ପରେ ଇରାନ ପ୍ରତିଆକ୍ରମଣ ଆରମ୍ଭ କରିଛି…

ସକାଳୁଆ ସ୍କୁଲକୁ ନେଇ ଆସିଲା ବଡ଼ ଖବର, ଏହିଦିନ ଠୁ…

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ଖୁବ୍‌ଶୀଘ୍ର ସକାଳୁଆ ହେବ ସ୍କୁଲ। ରାଜ୍ୟରେ ତାପମାତ୍ରା ସହ ଖରା ପ୍ରକୋପ ଅଧିକ ରହୁଛି। ମାର୍ଚ୍ଚରେ ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଅନୁଭବ ହେଉଛି।…

ଆଗକୁ ଶିକ୍ଷକଙ୍କୁ ନିୟମିତ ନିଯୁକ୍ତି ଦିଆଯିବ,ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ରାଜ୍ୟରେ ଶିକ୍ଷାକ୍ଷେତ୍ରରେ ପରିବର୍ତ୍ତନ ଆଣିବା ପାଇଁ ରାଜ୍ୟ ସରକାର ପ୍ରୟାସ କରୁଛନ୍ତି। ଶିକ୍ଷକମାନେ ଯେପରି ରାଜରାସ୍ତାରେ ନ ବସିବେ, ପିଲାଙ୍କ ପାଠପଢ଼ାକୁ ଯେପରି ଗୁରୁତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri