Posted inଖେଳ

ଚହଲ-ଧନଶ୍ରୀଙ୍କ ମଧ୍ୟରେ ଝଗଡା!

ଟିମ ଇଣ୍ଡିଆର ଲେଗ ସ୍ପିନର ୟୁଜବେନ୍ଦ୍ର ଚହଲ ଏବଂ ତାଙ୍କ ସ୍ତ୍ରୀ ଧନଶ୍ରୀ ବର୍ମା ସୋସିଆଲ ମିଡିଆରେ ବହୁତ ସକ୍ରିୟ ଅଛନ୍ତି। ଉଭୟ ନିଜ ଫଟୋ ଏବଂ ଭିଡିଓ ପ୍ରଶଂସକଙ୍କ ସହ ଶେୟାର କରନ୍ତି। ସେମାନଙ୍କର ପ୍ରତ୍ୟେକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୁଏ। ଚହଲ ତାଙ୍କ ଇନଷ୍ଟାଗ୍ରାମରେ ଏକ ଭିଡିଓ ଶେୟାର କରିଛନ୍ତି। ଏହି ଭିଡିଓରେ, ତାଙ୍କ ଏବଂ ଧନଶ୍ରୀଙ୍କ ମଧ୍ୟରେ ଏକ ମଜାଳିଆ ଝଗଡା ଚାଲିଛି । ଭିଡିଓରେ ଦେଖିବାକୁ ମିଳୁଛି ଯେ, ଧନଶ୍ରୀ ୟୁଜବେନ୍ଦ୍ରଙ୍କୁ ଖାଦ୍ୟର ଏକ ଥାଳି ଧରି କହୁଛନ୍ତି, ଗରମ ଗରମ ଆଳୁ ପରଟା। ଏହାପରେ ୟୁଜି କହୁଛନ୍ତି, ଏଥିରେ ଆଳୁ କେଉଁଠାରେ ଦେଖାଯାଉଛି?’ ତା’ପରେ ଧନଶ୍ରୀ କହୁଛନ୍ତି, କଶ୍ମୀର ପୁଲାଓରେ କଶ୍ମୀର ତୋତେ କେଉଁଠାରେ ଦେଖାଯାଏ… ଏବଂ ପରେ ବନାରସୀ ଶାଢିରେ ବନାରସ କେଉଁଠାରେ ଦେଖାଯାଏ? ପ୍ରଶଂସକମାନେ ତାଙ୍କ ପୋଷ୍ଟକୁ ବହୁତ ପ୍ରଶଂସା କରୁଛନ୍ତି ଏବଂ ଭିଡିଓଟି ଭାଇରାଲ ହେବାରେ ଲାଗିଛି। ଶିଖର ଧାୱନ ମଧ୍ୟ ଏହି ଭିଡିଓ ଉପରେ କମେଣ୍ଟରେ ହସୁଥିବା ଇମୋଜି ଦେଇଥିଲେ।
ଡ୍‌ୟାନ୍ସ ମାଷ୍ଟର ଧନଶ୍ରୀଙ୍କ ଏକ ୟୁଟ୍ୟୁବ ଚ୍ୟାନେଲ ଅଛି। ଏହି ଚ୍ୟାନେଲର ୧୫ ଲକ୍ଷରୁ ଅଧିକ ସବସ୍ରାଇବର୍‌ ଅଛନ୍ତି। ବଲିଉଡ୍‌ ବ୍ୟତୀତ ସେ ହିପ-ହପରେ ମଧ୍ୟ ତାଲିମ ଦିଅନ୍ତି। ଏହି ୟୁଟ୍ୟୁବ ଚ୍ୟାନେଲରେ ସେ ତାଙ୍କ ଡ୍ୟାନ୍ସ ଏକାଡେମୀର ଭିଡିଓ ଅପଲୋଡ କରନ୍ତି। ଧନଶ୍ରୀ ୨୦୧୪ ମସିହାରେ ଡିଓ୍ବାଇପାଟିଲ ଡେଣ୍ଟାଲ କଲେଜ ନାଭି ମୁମ୍ବାଇରୁ ଅଧ୍ୟୟନ କରିଛନ୍ତି ୟୁଜଭେନ୍ଦ୍ର ଚହଲ ଏବଂ ଧନଶ୍ରୀ ଗତ ବର୍ଷ ଡିସେମ୍ବର ୨୦୨୦ରେ ବିବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?