ଆଶା ଆଶଙ୍କାରେ ରାବଣପୋଡ଼ି, ଏଯାଏ ମିଳିନି ଅନୁମତି

ଭୁବନେଶ୍ୱର,୫।୧୦(ବ୍ୟୁରୋ): ଦଶହରା ପର୍ବର ମୁଖ୍ୟ ଆକର୍ଷଣ ହେଉଛି ରାବଣପୋଡ଼ି। ତେବେ ଚଳିତ ବର୍ଷ ରାଜଧାନୀରେ ରାବଣପୋଡ଼ି ଉତ୍ସବ ହେବ କି ନାହିଁ ସେ ନେଇ ଆଶା ଆଶଙ୍କା ଲାଗି ରହିଛି। ରାବଣପୋଡି ପାଇଁ ରାଜଧାନୀରେ ଏପର୍ଯ୍ୟନ୍ତ କୌଣସି ପୂଜାମଣ୍ଡପକୁ ଅଗ୍ନିଶମ ବିଭାଗ ପକ୍ଷରୁ ଅନୁମତି ମିଳିନାହିଁ । ଯଦି ଆଗକୁ ଅନୁମତି ମିଳେ, ତେବେ ରାବଣପୋଡ଼ି ପାଇଁ କମିଶନରେଟ ପୋଲିସ କ୍ଷେତ୍ର ପରିଦର୍ଶନ କରିବ । କ୍ଷେତ୍ର ପରିଦର୍ଶନ ପରେ ଅନୁମତି ମିଳିବ ବୋଲି ଜଣାପଡିଛି ।
ଅନ୍ୟପକ୍ଷେ ରାବଣପୋଡ଼ି ପାଇଁ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରସ୍ତୁତି ସରିଥିବା ବେଳେ ଅଗ୍ନିଶମ ବିଭାଗ ପକ୍ଷରୁ କୌଣସି ଅନୁମତି ମିଳି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍‌ ସିଲିଣ୍ଡର, ଜବତ କରି ଉପଜିଲାପାଳ…

ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍‌ ସିଲିଣ୍ଡର୍‌କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହି ଦୁଇ ସହରରେ ହେବ ନାହିଁ ବିଦ୍ୟୁତ୍‌ କାଟ୍‌

ଭୁବନେଶ୍ୱର,୯ା୪: ଆଜି ଅର୍ଥାତ୍‌ ଗୁରୁବାର ଓଡ଼ିଶାର ଶକ୍ତି କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହୋଇଛି। ଭୁବନେଶ୍ୱର ଓ କଟକରେ ଆଉ ଅଘୋଷିତ ବିଦ୍ୟୁତ୍‌କାଟ୍‌ ହେବ ନାହିଁ…

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

୧୦ରେ ରାଜ୍ୟ କ୍ୟାବିନେଟ୍‌: ଆସିବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

ଭୁବନେଶ୍ୱର,୯ା୪ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଏପ୍ରିଲ ୧୦ରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri